ଫାଶୀରେ ଝୁଲିବାର ୨ ଘଣ୍ଟା ପରେ ମଧ୍ୟ ଜୀବିତ ଥିଲେ ଏହି ଅପରାଧୀ
ନୂଆଦିଲ୍ଲୀ,୧୪।୧୨: ସାଧାରଣତଃ ଫାଶୀରେ ଝୁଲିବାର କିଛି ସମୟ ମଧ୍ୟରେ ଅପରାଧୀଙ୍କ ମୃତ୍ୟୁ ଘଟିଥାଏ। ତେବେ ୧୯୮୨ରେ ତିହାର ଜେଲରେ ଅପରାଧୀ ରଙ୍ଗା ବିଲାଙ୍କୁ ଫାଶୀ ଦିଆଯିବା ସମୟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଫାଶୀରେ ଝୁଲିବାର କିଛି ସମୟ ମଧ୍ୟରେ...
ସତ ପାଇଁ କ୍ଷମା ମାଗିବି ନାହିଁ: ରାହୁଲ
ନୂଆଦିଲ୍ଳୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ତାଙ୍କ କଥାରେ ଅଡି ବସିଛନ୍ତି। ‘ରେପ୍ ଇନ୍ ଇଣ୍ଡିଆ’ ଉକ୍ତିକୁ ନେଇ ସେ କେବେବି ଭୁଲ୍ ମାଗିବେ ନାହିଁ ବୋଲି କହିଛନ୍ତି। କାରଣ ଏହା ସତ। ତେଣୁ ସେ ସତ ପାଇଁ...
ନାଗରିକତା ଆଇନକୁ ନେଇ ବିରୋଧ ଜାରି: ବସ୍ରେ ନିଆଁ ଲଗାଇଲେ ପ୍ରଦର୍ଶନକାରୀ
କୋଲକାତା,୧୪।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ବିଭିନ୍ନ ସହରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶନିବାର ପ୍ରଦର୍ଶନକାରୀମାନେ ମୁର୍ଶିଦାବାଦର ସାଗରଦିଘି ଅଞ୍ଚଳର ମହିଷାସୁର ଷ୍ଟେଶନରେ ଭଙ୍ଗାରୁଜା କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ଶାହାଙ୍କ କୁଶପୁତ୍ତଳିକା...
ମୋଦିଙ୍କ ଶାସନରେ ବେକାର ସମସ୍ୟା, ମହଙ୍ଗା ଦର ଏବଂ ଛଟେଇ ବଢ଼ି ଚାଲିଛି: ପ୍ରିୟଙ୍କା
ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ବଚାଓ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୋଦି ସରକାରଙ୍କ ଶାସନରେ ଦେଶରେ ବେକାର ସମସ୍ୟା ବୃଦ୍ଧି ପାଇଛି। ଗତ ୪୫ ବର୍ଷ ମଧ୍ୟରେ ଏହା...
ଉତ୍ତରପୂର୍ବରେ କୋହଳ ହେଲା କର୍ଫ୍ୟୁ, ବନ୍ଦ ରହିଛି ଇଣ୍ଟରନେଟ ସେବା
ଗୁଆହାଟୀ,୧୪।୧୨: ନାଗରିକତା ସଂଶୋଧନ ବିଲ୍ (ସିଏବି)କୁ ନେଇ ଉତ୍ତରପୂର୍ବ ଭାରତରେ ଆନ୍ଦୋଳନର ନିଆଁ ତେଜିବାରେ ଲାଗିଥିବା ବେଳେ ଦେଶର ବିଭିନ୍ନ ସ୍ଥାନରେ ଏବେ ବି ବିରୋଧ ପ୍ରଦର୍ଶନ ଜାରି ରହିଛି। ଆସାମ ଓ ତ୍ରିପୁରାରେ ଏବେ ବି ସେନା ମୁତୟନ...
ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍
ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ ପାରିକରଙ୍କ ପୁଅ ଉତ୍ପଳ ପାରିକର ମଞ୍ଜୁରୀ ଦେବା ସହ ଏକ ଏଗ୍ରିମେଣ୍ଟ ସାଇନ୍...
ନବବଧୂଙ୍କ ପିଆଜ ଚିନ୍ତା ଦୂର କଲେ ସମ୍ପର୍କୀୟ
ଝାନ୍ସି,୧୪।୧୨: ସାରା ଦେଶରେ ବର୍ଦ୍ଧିତ ପିଆଜ ଦରକୁ ନେଇ ବଜାରରେ ନିଆଁ ଲାଗିଛି। ଲୋକଙ୍କ ପାଇଁ ପିଆଜ ଏତେ ମୂଲ୍ୟବାନ ହୋଇଯାଇଛି ଯେ, ଏବେ ଏହାକୁ ଲୋକେ ଉପହାର ଭାବେ ଭେଟି ଦେଉଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି...
୧୫ ବର୍ଷର ପ୍ରତୀକ୍ଷା ପରେ ସେନାକୁ ମିଳିବ ଆସଲ୍ଟ ରାଇଫଲ୍: ଖର୍ଚ୍ଚ ହେବ ୬୩୮ କୋଟି
ନୂଆଦିଲ୍ଲୀ,୧୪।୧୨: ଭାରତୀୟ ସେନାକୁ ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ୨୦୨୦ ଫେବୃୟାରୀରେ ଆମେରିକାରେ ନିର୍ମିତ ଆସଲ୍ଟ ରାଇଫଲ୍ ମିଳିବ। ପ୍ରଥମ ପର୍ଯ୍ୟାୟରେ ଆମେରିକା କମ୍ପାନୀ ଏସ୍ଆଇଜି ସାଉୟେର ୧୦ ହଜାର ଆସଲ୍ଟ ଏସ୍ଆଇଜି-୭୧୬ ରାଇଫଲ ଯୋଗାଇ ଦେବ। ଭାରତକୁ...
ଗୋଟିଏ ପିଆଜର ଦାମ୍ ୬୦ଟଙ୍କା: କିଣିବାକୁ ଗ୍ରାହକ ଆଗ୍ରହୀ
ସିରସା,୧୪।୧୨: ଦେଶର ବିଭିନ୍ନ ରାଜ୍ୟରେ ଏବେ ପିଆଜ ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଏହାର ବର୍ଦ୍ଧିତ ମୂଲ୍ୟ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ କିନ୍ତୁ ହରିୟାଣାର ସିରସାରେ ବିକ୍ରି ହେଉଥିବା ଏକ ନିଆରା ପିଆଜ ସମସ୍ତଙ୍କ...
ଉତ୍ତର ପୂର୍ବ ଭାରତରେ ହିଂସାକୁ ଦେଖି ଆମେରିକା, ଫ୍ରାନ୍ସ , ବ୍ରିଟେନ ଜାରି କଲେ ଆଡଭାଇଜରୀ
ନୂଆଦିଲ୍ଲୀ,୧୪।୧୨: ନାଗରିକତା ସଂଶୋଧନ ନିୟମ(ସିଏଏ) ହେବା ପରେ ଉତ୍ତର ପୂର୍ବ ରାଜ୍ୟରେ ଦେଖାଦେଇଥିବା ହିଂସା ପରିସ୍ଥିତି ସାମାନ୍ୟ ହେବାରେ ଲାଗିଛି। ସରକାର ଗୁଆହାଟୀରେ ଲଗାଇଥିବା କର୍ଫ୍ୟୁକୁ କୋହଳ ମଧ୍ୟ କରି ଦେଇଛନ୍ତି। ଶନିବାର ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ କର୍ଫ୍ୟୁରେ...
ପ୍ରଥମ ସାମୁଦ୍ରିକ କବରଖାନା
କୋଝିକୋଡ: ସମୁଦ୍ରର ଅଥଳ ଜଳରାଶିଠାରୁ ଆରମ୍ଭ କରି ଏଭେରଷ୍ଟ, ଆମାଜନର ଘଞ୍ଚ ଜଙ୍ଗଲରୁ ସାହାରାର ବିସ୍ତୀର୍ଣ୍ଣ ମରୁପ୍ରାନ୍ତ ଯାଏ ସବୁଠି ମନୁଷ୍ୟକୃତ ଆବର୍ଜନାର ପାହାଡ଼। ଜାଣତ କିମ୍ବା ଅଜାଣତରେ ପ୍ରାକୃତିକ ପରିବେଶରେ ଏପରି ହସ୍ତକ୍ଷେପ ଏବେ ମଣିଷ ଜାତି ପାଇଁ...
କ୍ୟାନ୍ସର ଦୂରକରେ ଚା
ନୂଆଦିଲ୍ଲୀ: ଶୀତଦିନେ ଚା’ର ମଜା ନିଆରା। ଏମିତିକି ଭାରତରେ ଲୋକମାନେ କପେ ଚା’କୁ ଅନେକ ଗୁଡ଼ିଏ ସମସ୍ୟାର ସମାଧାନ ବୋଲି ଭାବନ୍ତି। ଥକାପଣ ମେଣ୍ଟାଇବା, ଥଣ୍ଡା ଆଦି ସମସ୍ୟା ଦୂରେଇବା ଏପରିକି ଅନେକେ ମୁଣ୍ଡବିନ୍ଧା ହେଲେ ପ୍ରଥମେ ଚା ପିଇବାକୁ...
Archives


