ଜାତୀୟ

ପାଟନା ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କୁ ଗଣବଳାତ୍କାର

ପାଟନା,୧୪ା୧୨(ପି.ଟି.): ବିହାରର ପାଟନା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ(୨୦)ଙ୍କୁ ଗାନ୍ଧୀ ପାଠ ଅଞ୍ଚଳରେ ଗଣବଳାତ୍କାର କରାଯାଇଛି। ଏନେଇ ପୀଡ଼ିତା ପୋଲିସରେ ଅଭିଯୋଗ କରିଥିବାବେଳେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶତାଧିକ ବ୍ୟକ୍ତି(ଅଧିକାଂଶ ବିଶ୍ୱବିଦ୍ୟାଳୟ ଛାତ୍ର) ରାସ୍ତା ଅବରୋଧ କରିବା ସହ ବିକ୍ଷୋଭ କରିଛନ୍ତି।...

ଫେବୃୟାରୀ ୧ରେ କେନ୍ଦ୍ର ବଜେଟ: ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ

ନୂଆଦିଲ୍ଲୀ,୧୪ା୧୨ (ଆଇଏଏନ୍‌ଏସ୍‌): ୨୦୨୦-୨୧ ଆର୍ଥକ ବର୍ଷ ଲାଗି ଫେବୃୟାରୀ ୧ରେ କେନ୍ଦ୍ର ବଜେଟ ଉପସ୍ଥାପନ ହେବ। ସେହିଭଳି ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ ଆଗତ କରାଯିବ। ୨୦୧୫-୧୬ ପରେ ପ୍ରଥମ ଥର ଲାଗି ଶନିବାର ବଜେଟ ଉପସ୍ଥାପନ କରାଯିବ।...

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପଶ୍ଚିମବଙ୍ଗକୁ ବ୍ୟାପିଲା ନିଆଁ

ଗୁଆହାଟୀ/ନୂଆଦିଲ୍ଲୀ/କୋଲକାତା, ୧୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ନୂଆ ନାଗରିକତ୍ୱ ଆଇନକୁ ନେଇ ଉତ୍ତର-ପୂର୍ବାଞ୍ଚଳରେ ଚାଲିଥିବା ଆନ୍ଦୋଳନର ନିଆଁ ଶୁକ୍ରବାର ପଶ୍ଚିମବଙ୍ଗକୁ ବ୍ୟାପିଛି। ଆସାମ, ତ୍ରିପୁରା, ମଣିପୁର, ସିକିମ, ମେଘାଳୟ ଓ ତ୍ରିପୁରାରେ ସ୍ଥିତି ସାମାନ୍ୟ ସୁଧୁରିଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ଏବଂ ପୋଡ଼ାଜଳା...

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ଜାମିଆରେ ପୋଲିସ-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ନୂଆଦିଲ୍ଲୀ,୧୩।୧୨: ନାଗରିକତା ସଂଶୋଧନ ବିଲ୍‌(ସିଏବି)କୁ ନେଇ ଦେଶ ସାରା ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହି ବିରୋଧର ନିଆଁ ଉତ୍ତରପୂର୍ବ ରାଜ୍ୟ ପରେ ଏବେ ଦିଲ୍ଲୀରେ ଦେଖିବାକୁ ମିଳିଛି। ଶୁକ୍ରବାର ସିଏବିକୁ ବିରୋଧ କରି ଜାମିଆ ମିଲ୍ଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର...

ଭୂକମ୍ପରେ ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୩।୧୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ରହିଛି। ଏହାର କେନ୍ଦ୍ରସ୍ଥଳ ଚମୋଲିର କସବେ ନିକଟରେ ଥିବା ଜଣାପଡ଼ିଛି। ଭୂକମ୍ପ ହେବା ସମୟରେ ସ୍ଥାନୀୟ ଲୋକେ ଭୟଭୀତ...

ଆନ୍ଧ୍ରପ୍ରଦେଶ କ୍ୟାବିନେଟ୍‌ରେ ଗୃହୀତ ହେଲା ଦିଶା ବିଲ୍‌: ବଳାତ୍କାର ଅଭିଯୁକ୍ତଙ୍କୁ ୨୧ ଦିନରେ ଫାଶୀ ଦଣ୍ଡାଦେଶ

ହାଇଦ୍ରାବାଦ,୧୩।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ କ୍ୟାବିନେଟ ଦିଶା ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଶୁକ୍ରବାର ବିଧାନସଭାରେକ ଦିଶା ବିଲ୍‌ ବା ଆନ୍ଧ୍ରପ୍ରଦେଶ କ୍ରିମିନାଲ ଲ’ ଆମେଣ୍ଡମେଣ୍ଟ ଆକ୍ଟ ୨୦୧୯ ଗୃହୀତ ହୋଇଛି। ଏଣିକି ବଳାତ୍କାର ଓ ଗଣବଳାତ୍କାର...

ଫୋବର୍‌ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ

ନୂଆଦିଲ୍ଲୀ,୧୩।୧୨: ଫୋବର୍‌ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି। ପ୍ରଥମ ଥର ଜଣେ ଅର୍ଥମନ୍ତ୍ରୀଙ୍କ ନାଁ ଏହି ତାଲିକାରେ ସାମିଲ କରାଯାଇଛି। ଫୋବର୍‌ସ...

ଗାଡିରେ ଲେଖାହୋଇଛି ନବାବ-ଦାରୁ: ଚିନ୍ତାରେ ପୋଲିସ, ନମ୍ବର ନ ଥାଇ କିପରି କାଟିବ ଚାଲାଣ

ଆଗ୍ରା,୧୩।୧୨: ଦେଶରେ ନୂଆ ମୋଟରଯାନ ଲାଗୁ ହେବା ପରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ହୋଇଛି। ଏଥିସହ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଏକ ଫଟୋ ଚାଲାଣର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ବ୍ୟବସ୍ଥାରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ଗାଡି...

ସାମ୍ବା ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ: ପାକିସ୍ତାନ ଅନୁପ୍ରବେଶକାରୀ ନିହତ

ଶ୍ରୀନଗର,୧୩।୧୨: ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ହତ୍ୟା କରାଯାଇଛି। ଶୁକ୍ରବାର ଭାରତର ସୀମା ଲାଇନ୍‌ ଅଫ୍‌ କଣ୍ଟ୍ରୋଲ(ଏଲ୍‌ଓସି)ରେ ପାକିସ୍ତାନର କିଛି ଅନୁପ୍ରବେଶକାରୀ ଅନୁପ୍ରବେଶ ଉଦ୍ୟମ କରୁଥିବା ଦେଖି ଭାରତୀୟ ସେନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ...

‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ କ୍ଷମା ମାଗିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧୨: କଂlଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ ଇଣ୍ଡିଆ’ ମନ୍ତବ୍ୟକୁ ନେଇ ଲୋକ ସଭାରେ ଝଡ ଉଠିଛି। ଗୃହରେ ଭାଜପା ରାହୁଲ କ୍ଷମା ମାଗନ୍ତୁ ବୋଲି ଦାବି କରିଛି। କିନ୍ତୁ ରାହୁଲ କହିଛନ୍ତି, ମୁଁ କ୍ଷମା ମାଗିବାର...

ମା’ କାଳୀଙ୍କ ପୂଜା କରି ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବି: ପବନ କୁମାର

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଯୁବକଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବା ପାଇଁ ପ୍ରସ୍ତୁତି ଚାଲିଛି। ଉତ୍ତର ପ୍ରଦେଶର ମୀରଟ ଜେଲରେ ଥିବା ଘାତକ ପବନ ଜହ୍ଲାଦ ହିଁ ୪ ଦୋଷୀଙ୍କୁ ଫାଶୀ ଫାଶୀ ଖୁଣ୍ଟରେ...

ରାହୁଲଙ୍କ ‘ରେପ କ୍ୟାପିଟାଲ’ ବୟାନକୁ ନେଇ ଦୁଃଖ ପ୍ରକାଶ କଲେ ରାଜନାଥ

ନୂଆଦିଲ୍ଲୀ,୧୩।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ କ୍ୟାପିଟାଲ’ ବୟାନକୁ ନେଇ ଶୁକ୍ରବାର ଲୋକ ସଭାରେ ହଙ୍ଗାମା ହୋଇଛି। ଲୋକ ସଭାରେ ମହିଳା ଏମ୍‌ପିମାନେ ଏହା ମହିଳାଙ୍କ ପ୍ରତି ଅପମାନ ବୋଲି କହିବା ସହ ସଂସଦରେ ରାହୁଲ କ୍ଷମା ମାଗନ୍ତୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri