ଇଟାଲିରେ ଥିବା ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ବିଦେଶରେ ଥିବା ଆଉ କେତେଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ସରକାର ଯୋଜନା କରିଛନ୍ତି। ରୋମରେ ଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ…
ବିଚାର ନ ହୋଇ ପଡ଼ି ରହିଛି ୨ ଲକ୍ଷ ୪୪ ହଜାର ବଳାତ୍କାର ମାମଲା
ନୂଆଦିଲ୍ଲୀ,୨୧।୩ : ଦେଶରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୪୪ ହଜାର ବଳାତ୍କାର ମାମଲା ପଡ଼ି ରହିଛି। ଏଭଳି ମାମଲାର ଶୀଘ୍ର ବିଚାର ପାଇଁ ୧,୦୨୩ ଫାଷ୍ଟ୍ ଟ୍ରାକ୍ କୋର୍ଟ ସ୍ଥାପନ ଲାଗି କେନ୍ଦ୍ର ସରକାର ଘୋଷଣା କରିଥିଲେ। ତେବେ ଇତିମଧ୍ୟରେ…
କରୋନା ଭାଇରସ୍ ମୁକାବିଲା: ନିମୋନିଆ ରୋଗୀଙ୍କ ହେବ ଯାଞ୍ଚ
ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ୍ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ସରକାର ନିଜର ରଣନୀତିରେ ପରିବର୍ତ୍ତନ ଆଣିଛନ୍ତି। ଏବେ ସମସ୍ତ ହସ୍ପିଟାଲରେ ନିମୋନିଆ ରୋଗୀଙ୍କର ମଧ୍ୟ କରୋନା ଭାଇରସ୍ ସଂକ୍ରମଣ ନେଇ ଯାଞ୍ଚ କରାଯିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ…
ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ: ମାସ୍କ୍-ସାନିଟାଇଜର ଅଧିକ ଦାମରେ ବିକିଲେ ଜେଲଦଣ୍ଡ
ନୂଆଦିଲ୍ଲୀ,୨୧।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ-୧୯୫୫ ଜାରି କରାଯାଇଛି। ଏହି ଅଧିନିୟମ ଅନ୍ତର୍ଗତ ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିକ ଦାମରେ ବିକିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲଦଣ୍ଡାଦେଶ କରାଯିବାର ବ୍ୟବସ୍ଥା ରହିଛି। ଦେଶରେ କରୋନା…
ପ୍ରଥମ କେସ୍ ଜିତିଲେ ସୀମା କୁଶଓ୍ବାହ: ଆଇଏଏସ୍ ଅଫିସର ହେବାକୁ ଚାହୁଁଥିଲେ ‘ନିର୍ଭୟା ନାୟିକା’
ନୂଆଦିଲ୍ଲୀ: ନିର୍ଭୟା ବଳାତ୍କାର ଘଟଣାରେ ୪ ଦୋଷୀଙ୍କୁ ଫାଶୀ ମିଳିବା ପରେ ଏବେ ଚର୍ଚ୍ଚାରେ ନିର୍ଭୟାଙ୍କ ଓକିଲ ସୀମା କୁଶଓ୍ବାହ। ୨୦୧୨ର ଏହି ଘଟଣା ପରଠାରୁ ସେ ମାମଲାରେ ନିଜକୁ ଯୋଡିଥିଲେ। ରାଷ୍ଟ୍ରପତି ଭବନ, ଇଣ୍ଡିଆ ଗେଟ୍ ଆଦି ବିଭିନ୍ନ ସ୍ଥାନରେ…
ଭାରତୀୟ ସେନାର କରୋନା ମୁକାବିଲା: ପ୍ରଥମଥର ପାଇଁ ୩୫% ଅଧିକାରୀ-୫୦% ଜେସିଓ ସପ୍ତାହେ ପାଇଁ ଘରେ ରହି କରିବେ କାମ
ନୂଆଦିଲ୍ଲୀ,୨୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପ୍ରଥମଥର ପାଇଁ ୩୫ ପ୍ରତିଶତ ଅଧିକାରୀୟ ଏବଂ ୫୦ ପ୍ରତିଶତ ଜେସିଓ ମାର୍ଚ୍ଚ ୨୩ରୁ ସପ୍ତାହେ…
ଗଣମାଧ୍ୟମ ପ୍ରତିନିଧିଙ୍କୁ ସାନିଟାଇଜର, ମାସ୍କ କିଟ୍ ବାଣ୍ଟିଲେ ଡିଏମ୍କେ ମୁଖ୍ୟ
ଚେନ୍ନାଇ,୨୧।୩: ଡରାଉଚି କରୋନା। ହେଲେ ଏହାକୁ ନେଇ ଭୟଭୀତ ନ ହେବାକୁ ସରକାର କହିଛନ୍ତି। ସାବଧାନତା ଏବଂ ସତର୍କତା ଆମକୁ କରୋନା ଦାଉରୁ ରକ୍ଷା କରିବ ବୋଲି କୁହାଯାଉଛି। ବିଶେଷ ଭାବେ ୨୦ ସେକେଣ୍ଡ ପର୍ଯ୍ୟନ୍ତ ହାତକୁ ଭଲଭାବେ ଧୋଇବାକୁ କୁହାଯାଉଥିବା…
ନିର୍ଭୟା ଦୋଷୀଙ୍କ ଆୟ ୧.୩୭ ଲକ୍ଷ
ନୂଆଦିଲ୍ଲୀ: ନିର୍ଭୟାଙ୍କୁ ମିଳିଛି ନ୍ୟାୟ। ତିହାର ଜେଲ୍ରେ ଫାଶୀରେ ଝୁଲିଛନ୍ତି ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଦୋଷୀ। ଆଉ ତା’ ସହିତ ଶେଷ ହୋଇଛି ଦୀର୍ଘ ୭ବର୍ଷର ଆଇନଗତ ପ୍ରକ୍ରିୟା ଏବଂ ସବୁ ଦ୍ୱନ୍ଦ୍ୱରେ ପଡ଼ିଛି ଯବନିକା। ହେଲେ…
କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍ ପାସ୍
ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ…
କରୋନା ଭୟ ସତ୍ତ୍ୱେ ଭେଙ୍କଟେଶ୍ୱର ମନ୍ଦିରରେ ହେଲା ବିବାହ
ହାଇଦ୍ରାବାଦ,୨୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ କୌଣସି ସ୍ଥାନରେ ଲୋକେ ଏକାଠି ହେବାକୁ ସରକାର ବାରଣ କରିଛନ୍ତି। ଏହି ସମୟରେ ବିବାହ, ଜନ୍ମଦିନ ଭଳି ଉତ୍ସବ ପାଳନ ନ କରିବାକୁ ଅନୁରୋଧ କରାଯାଇଛି। ହେଲେ ପୂର୍ବରୁ…
କରୋନା ସଂକ୍ରମଣ: ଭାରତର ସ୍ଥିତି ଇଟାଲିଠାରୁ ମାସେ; ଆମେରିକାଠୁ ମାତ୍ର ୧୫ ଦିନ ଦୂରରେ
ନୂଆଦିଲ୍ଲୀ,୨୧।୩: ପୃଥିବୀସାରା କରୋନା ଯୋଗୁ ଆତଙ୍କ ଦେଖାଦେଇଛି। ଫଳରେ ଗମନାଗମନ ଏକଦମ୍ ଠପ୍ ହୋଇଯାଇଛି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ବଢୁଛି। ଭାରତର ସ୍ଥିତି ଇଟାଲିର ଅବସ୍ଥାଠାରୁ ମାସେ ଦୂରରେ ଥିବାବେଳେ ଆମେରିକାର ସ୍ଥିତିଠାରୁ ମାତ୍ର ୧୫ ଦିନ ଦୂରରେ…
ମୁଖ୍ୟମନ୍ତ୍ରୀ ଦୌଡ଼ରେ ତୋମର, ଶିବରାଜ, ନରୋତ୍ତମ
ଭୋପାଳ,୨୧।୩: ମଧ୍ୟପ୍ରଦେଶରେ କମଲନାଥ ସରକାର ଭାଙ୍ଗିଯିବା ପରେ ଏବେ ସେଠାରେ ସରକାର ଗଠନକୁ ନେଇ ଲାଗି ରହିଛି ରାଜନୈତିକ ଆଲୋଚନା। ଭାରତୀୟ ଜନତା ପାର୍ଟି(ଭାଜପା)ସରକାର ଗଠନ କରିବାକୁ ନେଇ ପାଗ ଭିଡୁଥିବା ଆଲୋଚନା ହେଉଛି। ଅନୁମାନ କରାଯାଉଛି ଶନିବାର ଭାଜପା ଏହା…
Archives


