ଜାତୀୟ

ପାକ୍‌ର ଅସ୍ତ୍ରଭର୍ତ୍ତି ଡ୍ରୋନ୍‌କୁ ଖସାଇଲା ବିଏସ୍‌ଏଫ୍‌

ଜମ୍ମୁ,୨୧ା୬(ପି.ଟି.): ଅନ୍ତର୍ଜାତୀୟ ସୀମା ନିକଟବର୍ତ୍ତୀ ଜମ୍ମୁ-କଶ୍ମୀରର କଠୁଆ ଜିଲା ଉପରେ ଉଡ଼ୁଥିବା ପାକିସ୍ତାନର ଏକ ଡ୍ରୋନ୍‌କୁ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଶନିବାର ଖସାଇଦେଇଛି। ଉକ୍ତ ଡ୍ରୋନ୍‌ରେ ଅତ୍ୟାଧୁନିକ ରାଇଫଲ, ଗ୍ରେନେଡ ଆଦି ଭର୍ତ୍ତି ହୋଇଥିଲା। ଆତଙ୍କବାଦୀଙ୍କ ବ୍ୟବହାର ଲାଗି…

ଶରୀରକୁ ସୁସ୍ଥ, ମନକୁ ଶାନ୍ତ ରଖେ ଯୋଗ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଅଭ୍ୟାସ କରିଛନ୍ତି। ଯୋଗ ଯେ ମଣିଷର ଶରୀରକୁ ସୁସ୍ଥ ରଖିବା ସହ ମନକୁ ଶାନ୍ତ ରଖିଥାଏ ଏହା କହିଛନ୍ତି ରାଷ୍ଟ୍ରପତି। ଆଧୁନିକ ଯୁଗରେ ବି ଲୋକେ ଯୋଗକୁ ଆପଣେଇ…

ରାଜ୍ୟ ସଭାରେ ଭାଜପା ସ୍ଥିତି କଂଗ୍ରେସର ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୧ା୬: ରାଜ୍ୟ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ପାର୍ଲାମେଣ୍ଟର ଉଚ୍ଚ ସଦନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଏବଂ ବିରୋଧୀ ଦଳ ମଧ୍ୟରେ ଆସନ ବ୍ୟବଧାନ ବୃଦ୍ଧି ପାଇଛି। ଭାଜପାର ସଦସ୍ୟ ସଂଖ୍ୟା ୮୬କୁ ବୃଦ୍ଧି ପାଇଥିବାବେଳେ ବିରୋଧୀ କଂଗ୍ରେସ…

ସୀମା ବିବାଦର ଲମ୍ବା ତାଲିକାରେ ଚାଇନା

ନୂଆଦିଲ୍ଲୀ, ୨୧ା୬: ଚାଇନାର ସାମ୍ରାଜ୍ୟବାଦୀ ଚିନ୍ତାଧାରା ସମ୍ପର୍କରେ କାହାକୁ ଅଛପା ନାହିଁ। ବିଭିନ୍ନ ଚୁକ୍ତିକୁ ପାଦତଳେ ଚାପି ଷଡ଼ଯନ୍ତ୍ର ସହି ନିଜର ଆଭିମୁଖ୍ୟକୁ ପୂରଣକରିବା ଲାଗି ଚାଇନା ପ୍ରୟାସ କରିଚାଲିଛି। କେବଳ ଭାରତର ଗଲଓ୍ବାନ୍‌ ଉପତ୍ୟକା ନୁହେଁ, ବିଭିନ୍ନ ପଡ଼ୋଶୀ ଦେଶର…

ବାଂଲାଦେଶକୁ ହାତେଇବାକୁ ଚାଇନାର ଯୋଜନା

ନୂଆଦିଲ୍ଲୀ,୨୧ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ପରେ ଦୁଇ ଦେଶର ସମ୍ପର୍କ ସବୁଠୁ ଖରାପ ସ୍ଥିତିକୁ ଆସିଯାଇଛି। ଏବେ ଚାଇନା ଭାରତକୁ ଚାରିପଟୁ ଘେରିବା ପାଇଁ ଉଦ୍ୟମ ଚଳାଇଛି। ପାକିସ୍ତାନ ଚାଇନାର ସବୁଦିନିଆ ବନ୍ଧୁ…

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଛି ବୋଲି ଦୋଷ ଲଦୁଥିବା ବେଳେ ଭାରତ ଏଭଳି ଦାବିକୁ ପ୍ରତ୍ୟାଖ୍ୟାନ କରିଛି।…

ବିଶ୍ୱରେ ୮କୋଟି ବିସ୍ଥାପିତ

ନୂଆଦିଲ୍ଲୀ, ୨୧ା୬: ଯୁଦ୍ଧ, ସଂଘର୍ଷ, ନିର୍ଯାତନା ଏବଂ ମାନବାଧିକାର ଉଲ୍ଲଂଘନ ଭଳି ସମସ୍ୟା ଲୋକଙ୍କୁ ବିସ୍ଥାପିତ କରିଚାଲିଛି। ଏସବୁର ପ୍ରଭାବରେ ୨୦୧୯ରେ ସାରା ବିଶ୍ୱର ୭ କୋଟି ୯୫ ଲକ୍ଷ ଲୋକ ବାଧ୍ୟ ହୋଇ ବିସ୍ଥାପିତ ହୋଇଛନ୍ତି, ଯାହାକି ୨୦୧୮ ତୁଳନାରେ…

ଇଣ୍ଟରନେଟ୍‌ର ଚମତ୍କାରିତା: ନିଖୋଜ ହେବାର ୪୦ ବର୍ଷ ପରେ ଘରକୁ ଫେରିଲେ ୯୪ ବର୍ଷୀୟା ବୃଦ୍ଧା

ଭୋପାଳ, ୨୦।୬- ଇଣ୍ଟରନେଟ୍‌ ସହିତ ଆଜିର ଯୁବ ପିଢ଼ି ପୁରା ଜଡ଼ିତ ହୋଇସାରିଛି। ଇଣ୍ଟରନେଟ୍‌ ଦ୍ୱାରା ଆମର କେତେବେଳେ ଉପକାର ହେଉଛିତ ପୁଣି ଅପକାର। କିନ୍ତୁ ବେଳେବେଳେ ଏହି ଇଣ୍ଟନେଟ୍‌ ଆମକୁ ଏଭଳି ସହାୟତା କରିଥାଏ, ଯାହାର ବିଶ୍ୱାସ ମଧ୍ୟ କରିହୁଏ…

କରୋନା ପଜିଟିଭ ଭାବି ଆଉ ଜଣଙ୍କ ଶବ ଦାହ କଲେ ହସ୍ପିଟାଲ କର୍ତ୍ତୃପକ୍ଷ

ଫରିଦାବାଦ, ୨୦।୬- ହରିୟାଣାର ଜଣାଶୁଣା ସହର ଫରିଦାବାଦରେ ଶନିବାର ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ସିଭିଲ ହସ୍ପିଟାଲ କର୍ତ୍ତୃପକ୍ଷ କରୋନା ରୋଗୀ ଭାବି ଭୁଲରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରି ଦେଇଥିବା…

ସତର୍କ କରାଇଲା ଡବ୍ଲ୍ୟୁଏଚ୍‌ଓ: ‘ବିପଜ୍ଜନକ ସ୍ଥିତିରେ ମହାମାରୀ କରୋନା’

ଜେନିଭା, ୨୦ା୬: ମହାମାରୀ କରୋନା ଏବେ ଏକ ନୂଆ ଓ ବିପଜ୍ଜନକ ପର୍ଯ୍ୟାୟରେ ପ୍ରବେଶ କରିଛି। ଗତ ଦୁଇଦିନ ହେବ ଉଗ୍ର ସଂକ୍ରମଣ ଦେଖାଦେଇଛି। ଗୁରୁବାର ୧.୫୦ ଲକ୍ଷ ଓ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୧.୮୧ ଲକ୍ଷରୁ ଅଧିକ ନୂଆ…

ଚାଇନାକୁ ବାୟୁସେନା ମୁଖ୍ୟଙ୍କ ସତର୍କବାଣୀ ‘ଯେକୌଣସି ପରିସ୍ଥିତି ଲାଗି ଆମେ ପ୍ରସ୍ତୁତ’

ହାଇଦ୍ରାବାଦ, ୨୦ା୬: ଲଦାଖର ଗଲଓ୍ବାନ୍‌ ଉପତ୍ୟକାରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଏହାକୁ ନେଇ ପରିସ୍ଥିତି ଉଷ୍ମ ରହିଥିବାବେଳେ ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ଆମେ ପ୍ରସ୍ତୁତ ବୋଲି ଏୟାର ଚିଫ୍‌ ମାର୍ଶାଲ ଆର୍‌କେଏସ୍‌ ଭଦୌରିଆ…

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ପ୍ରସ୍ତୁତ ହେଉଛି ହଜାରେ ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ

ମୁମ୍ବାଇ,୨୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିବା ପରେ ଏବେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଏକ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କରାଯାଉଛି। ମୁମ୍ବାଇ, ବାଇକୁଲାଠାରେ ରିଚାର୍ଡସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?