ଜାତୀୟ

ଚାଇନା କେବେ ଭାରତର ମିତ୍ର ହୋଇ ନ ପାରେ: ବାବା ରାମଦେବ

ନୂଆଦିଲ୍ଲୀ,୨୦।୬: ଭାରତ-ଚାଇନା ବିବାଦକୁ ନେଇ ସବୁଠି ଚର୍ଚ୍ଚା ଯୋର ଧରିଛି। ଏବେ ଅନେକ ସ୍ଥାନରେ ଚାଇନା ସାମଗ୍ରୀ ସମ୍ପୂର୍ଣ୍ଣ ବର୍ଜ୍ଜନ କରିବାକୁ କୁହାଯାଉଥିବା ବେଳେ ଏହାକୁ ନେଇ ଯୋଗଗୁରୁ ବାବା ରାମଦେବ ତାଙ୍କର ମତ ରଖିଛନ୍ତି। ସେ କହିଛନ୍ତି ଚାଇନା କେବେ…

କରୋନା ଚିକିତ୍ସା ପାଇଁ ଆସିଲା ଔଷଧ: ଦାମ ମାତ୍ର ୧୦୩ ଟଙ୍କା

ନୂଆଦିଲ୍ଲୀ,୨୦।୬: ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ କମ୍ପାନୀ କରୋନାରେ ସାମାନ୍ୟ ଭାବେ ପୀଡ଼ିତ ରୋଗୀଙ୍କ ଚିକିତ୍ସା ପାଇଁ ଏକ ଆଣ୍ଟିଭାଇରାଲ ଔଷଧ ଆଣିଛନ୍ତି। ଫାଭିପିରାଭିର(Favipiravir) ଆଣ୍ଟିଭାଇରାଲ ଔଷଧକୁ ଫାଭିଫ୍ଲୁ ବ୍ରାଣ୍ଡ ନାମରେ ଲଞ୍ଚ କରାଯାଇଛି। କମ୍ପାନୀ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। କମ୍ପାନୀ…

ଚାଇନା ଉତ୍ପାଦ ବ୍ୟବହାର ନ କରିବାକୁ ଚାହୁଁଛନ୍ତି ୮୭ ପ୍ରତିଶତ ଭାରତୀୟ

ନୂଆଦିଲ୍ଲୀ, ୨୦।୬: ଗଲଓ୍ବାନ ଘାଟିରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ଭାରତୀୟଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇବାରେ ଲାଗିଛି। ଚାଇନାକୁ ଆର୍ଥିକ କ୍ଷେତ୍ରରେ ଦୁର୍ବଳ କରିବା ଲାଗି ୮୭ ପ୍ରତିଶତ ଭାରତୀୟ କୌଣସି ଚାଇନା ଉତ୍ପାଦ ଏକବର୍ଷ ପର୍ଯ୍ୟନ୍ତ…

୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର

ଲସ୍‌ ଏଞ୍ଜେଲସ୍‌/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍‌ ଏଞ୍ଜେଲସ୍‌ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ ରହି ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନକୁ ସହାୟତା ଯୋଗାଉଥିଲେ। ସେ ଗତ ୧୪ ବର୍ଷ ଧରି…

ସୂର୍ଯ୍ୟ ପରାଗ ୨୦୨୦: ରାତି ୧୦ଟାରୁ ବନ୍ଦ ରହିବ ଚାରିଧାମର ମନ୍ଦିର

ଡେରାଡୁନ,୨୦।୬: ସୂର୍ଯ୍ୟପରାଗ ଦୃଷ୍ଟିରୁ ଉତ୍ତରାଖଣ୍ଡରେ ଥିବା ସମସ୍ତ ଚାରି ଧାମର ମନ୍ଦିର ଗୁଡିକ ଶନିବାର ରାତି ୧୦ଟାରୁ ରବିବାର ଅପରାହ୍ନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଜଣାପଡିଛି। ବଦ୍ରିନାଥ-କେଦାରନାଓ ଓ ଗଙ୍ଗୋତ୍ରି- ଯମୁନୋତ୍ରି ଶନିବାର ରାତି ୧୦ଟାରୁ ବନ୍ଦ ରହିବ ବୋଲି…

ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି

ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ୬ଟି ରାଜ୍ୟର ୧୧୬ ଜିଲାରେ ଏହି ଯୋଜନା ପ୍ରଣୟନ କରାଯିବ। ଏହା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ ସେ ୨୪ ଘଣ୍ଟା ଆଇସିୟୁରେ ରହିବା ସହ ତାଙ୍କର ସ୍ବାସ୍ଥ୍ୟ ଉପରେ ନଜର ରଖାଯିବ।…

ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’

ସର୍ଜିକାଲ ଷ୍ଟ୍ରାଇକ୍‌ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ନୂଆଦିଲ୍ଲୀ: ଭାରତ-ଚାଇନା ସୀମାନ୍ତରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ସଂଘର୍ଷ ଗଲଓ୍ବାନ…

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୧୪ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨୦।୬: କରୋନା ସଂକ୍ରମଣ ଏବେ ସରକାର ତଥା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଦେଶରେ ହୁ ହୁ ହୋଇ ବଢି ଚାଲିଥିବା ଏହି ମହାମାରୀ କେବେ କମିବ ତାକୁ ସମସ୍ତଙ୍କର ଅପେକ୍ଷା। ଏପଟେ ଦେଶରେ ଗୋଟିଏ ଦିନରେ…

ଲେହରେ ଭାରତୀୟ ଯୁଦ୍ଧବିମାନ

ନୂଆଦିଲ୍ଲୀ,୨୦ା୬: ଗଲ୍‌ଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପୂର୍ବ ଲଦାଖ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ବାୟୁସେନା ମୁଖ୍ୟ ମାର୍ଶାଲ ଆର୍‌.କେ.ଏସ୍‌. ଭଦୁରିଆ ଲଦାଖକୁ ଦୁଇଦିନିଆ ଗସ୍ତରେ ଯାଇ ସେଠାରେ ଭାରତୀୟ ବାୟୁସେନାର…

ସବୁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି ଲଗାଅ

ନୂଆଦିଲ୍ଲୀ,୨୦ା୬(ଆଇଏଏନ୍‌ଏସ୍‌): କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସମସ୍ତ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ଲଗାଇବା ଦିଗରେ ରାଜ୍ୟ ସରକାରମାନେ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ନାରାୟଣ (ଏଲ୍‌ଏନ୍‌ଜେପି) ହସ୍ପିଟାଲ ଏହାର ସମସ୍ତ ଓ୍ବାର୍ଡରେ ସିସିଟିଭି ଲଗାଇଥିବାରୁ…

ପୁନର୍ବିଚାର ପାଇଁ ପିଟିଶନ ଦାଏର

ନୂଆଦିଲ୍ଲୀ/ ପୁରୀ ଅଫିସ୍‌, ୨୦ା୬ : ଏବର୍ଷ ପୁରୀ ସମେତ ସାରା ଓଡ଼ିଶାରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବାର ଦିନକ ପରେ ଉକ୍ତ ରାୟରେ ପରିବର୍ତ୍ତନ ପାଇଁ ପିଟିଶନ ଦାଏର ହୋଇଛି। କେବଳ ପୁରୀରେ ସେବାୟତମାନଙ୍କୁ ନେଇ ରଥଯାତ୍ରା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?