ଜାତୀୟ

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ଅବଶିଷ୍ଟ ପରୀକ୍ଷାଗୁଡ଼ିକ ପାଇଁ ସୂଚୀ ତାଲିକା ସୋମବାର ପ୍ରକାଶ ପାଇଛି। ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ବୋର୍ଡ…

ଲକ୍‌ଡାଉନ ୪.୦: କର୍ନାଟକରେ ଖୋଲା ରହିବ ସବୁ ଦୋକାନ

ବେଙ୍ଗାଲୁରୁ,୧୮।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ସୋମବାରଠାରୁ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହି ସମୟରେ ନିୟମରେ କିଛିଟା କୋହଳ କରାଯାଇଥିବା ବେଳେ ଏଥିରେ ପରିବର୍ତ୍ତନ କରିବାର ଅଧିକାର ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଦେଇଛନ୍ତି। ତେବେ ସୋମବାରଠାରୁ କର୍ନାଟକରେ…

‘ଅମ୍ଫନ’ ମୁକାବିଲା ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖାପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେଇସାରିଛି। ଏହାର ମୁକାବିଲା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଉଚ୍ଚ ସ୍ତରୀୟ ବୈଠକ ଡକାଇଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରଣାଳୟ ଓ ନ୍ୟାଶନାଲ…

ପୋଲିସ-ପ୍ରବାସୀ ଶ୍ରମିକ ମୁହାଁମୁହିଁ

ଅହମଦାବାଦ,୧୮।୫: ଥମୁନି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା। ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟରେ ପହଞ୍ଚିଥିବା ବେଳେ ଏବେବି ଆହୁରି ଅନେକ ବାହାର ରାଜ୍ୟରେ ରହିଯାଇଥିବା ବେଳେ ସେମାନେ ନିଜ ରାଜ୍ୟକୁ ଫେରିବାକୁ ବ୍ୟସ୍ତ ହୋଇ ପଡିଲେଣି। ସୋମବାର ଗୁଜରାଟ…

୨୧୧ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆତ୍ମନିର୍ଭର ଭାରତ ଗୀତକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଦେଶର ଅର୍ଥ ବ୍ୟବସ୍ଥା ଖରାପ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥ ବ୍ୟବସ୍ଥାକୁ ସୁଧାରିବା ପାଇଁ ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି ଆହ୍ବାନ ଦେଇଛନ୍ତି।…

ମେ’ ୩୧ରେ ‘ମନ କି ବାତ’ କାର୍ଯ୍ୟକ୍ରମରେ କଥା ହେବେ ମୋଦି: ଟୁଇଟ କରି ମାଗିଲେ ଜନତାଙ୍କ ମତ

ନୂଆଦିଲ୍ଲୀ,୧୮।୫: ଦେଶରେ ଲାଗି ରହିଥିବା କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩୧ ତାରିଖରେ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସୋମବାର ମୋଦି ଏ ସମ୍ପର୍କରେ ଟୁଇଟ କରିବା…

କରୋନା ସଙ୍କଟ: ୪୦,୦୦୦ କଏଦୀଙ୍କୁ ମିଳିଛି ଅସ୍ଥାୟୀ ଜାମିନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ଦେଶର ବିଭିନ୍ନ ଜେଲରେ ରହିଥିବା କଏଦୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ…

ଆସିଲା ନଓ୍ବାଜୁଦ୍ଦିନଙ୍କ କରୋନା ଟେଷ୍ଟ ରିପୋର୍ଟ

ଲକ୍ଷ୍ନୌ,୧୮।୫: ବଲିଉଡ୍‌ ଅଭିନେତା ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ନିକଟରେ ୧୪ ଦିନଆ ହୋମ କ୍ୱାରାଣ୍ଟାଇନରେ ଥିବା ଏହି ଅଭିନେତାଙ୍କ କରୋନା ଟେଷ୍ଟ ରିପୋର୍ଟ ୪ ଦିନ ଭିତରେ ଆସି ଯାଇଛି ଓ ଏହା ନେଗେଟିଭ ରହିଛି।…

ରେକର୍ଡ କଲା ଭାରତ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୪୨ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଗୋଟିଏ ଦିନରେ ଦେଶରେ ଯେଉଁ ପରିମାଣରେ କରୋନା ପଜିଟିଭ ଚିହ୍ନଟ କରାଯାଇଛି ଏହା ଏପର୍ଯ୍ୟନ୍ତ ଚିହ୍ନଟର ରେକର୍ଡକୁ ଭାଙ୍ଗି ଦେଇିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୪୨…

ଦିଲ୍ଲୀରୁ ଫେରିଗଲେଣି ୬୦% ଦେହଜୀବୀ

ନୂଆଦିଲ୍ଲୀ,୧୮ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଜୀବିକା ହରାଇ ଦିଲ୍ଲୀର ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଯୌନକର୍ମୀ ସେମାନଙ୍କ ରାଜ୍ୟକୁ ଫେରିଗଲେଣି। କରୋନା ସଂକ୍ରମଣ ଭୟରେ ଗ୍ରାହକ ଆସୁ ନ ଥିବାରୁ ଦେହଜୀବୀଙ୍କ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଥିବା ଏକ ଫୋରମ୍‌ ପକ୍ଷରୁ କୁହାଯାଇଛି। ଦିଲ୍ଲୀରେ…

‘ଭୁଆଁ ବୁଲାଉଛି କେନ୍ଦ୍ର’

ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍‌ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍‌ ଘୋଷଣା କରିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କ୍ରମାଗତ ୫ ଦିନ ଧରି…

ଲକ୍‌ଡାଉନ୍‌ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮ା୫(ଆଇଏଏନ୍‌ଏସ୍‌): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କଲେ ସମ୍ପୃକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri