ଜାତୀୟ

ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ ନେଇଛି। ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ…

କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ ବିଦେଶୀ ବଜାରରେ ଲିଷ୍ଟିଂ କରାଇବା ଏବଂ ଇଜ ଅଫ୍‌ ଡୁଇଁ ବିଜ୍‌ନେସକୁ ପ୍ରୋତ୍ସାହିତ କରିବା…

ଘରୋଇ ହାତକୁ ଯିବ ଅଣ ଷ୍ଟ୍ରାଟେଜିକ୍‌ ପିଏସ୍‌ୟୁ

ନୂଆଦିଲ୍ଲୀ,୧୮।୫:ସରକାର ବିଭିନ୍ନ କ୍ଷେତ୍ରରେ ଘରୋଇକରଣକୁ ବର୍ତ୍ତମାନ ଗୁରୁତ୍ୱ ଦେଉଛନ୍ତି। ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକର ସଂଜ୍ଞା ନିରୂପଣ କରିବା ଲାଗି ନୂଆ ପବ୍ଲିକ ଏଣ୍ଟରପ୍ରାଇଜ ନୀତି ଆଣିବେ। ନୂଆ ନୀତି କାର୍ଯ୍ୟକ୍ଷମ ହେଲେ ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକରେ ୪ରୁ ଅଧିକ ରାଷ୍ଟ୍ରାୟତ୍ତ କମ୍ପାନୀ କାମ କରିପାରିବେ…

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ ଋଣ କରିବାକୁ ସକ୍ଷମ ହୋଇପାରିବେ। ଏହାଦ୍ୱାରା ରାଜ୍ୟଗୁଡିକୁ ୪.୨୮ ଲକ୍ଷ କୋଟି ଟଙ୍କାର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏହାଦ୍ୱାରା ୩୦୦ କୋଟି ମାନବ କାର୍ଯ୍ୟଦିବସ ସୃଷ୍ଟି କରାଯାଇପାରିବ। ଘରକୁ ଫେରିଥିବା…

ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା ଅଧିକ ଅର୍ଥ ବିନିଯୋଗ ହେବ। ଅଧିକ ହେଲ୍‌ଥ ଏବଂ ଓ୍ବେଲ୍‌ନେସ ସେଣ୍ଟର ସ୍ଥାପନକୁ…

ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ

ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା…

ରାଷ୍ଟ୍ରପତି ଭବନରେ କରୋନା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଭବନରେ ମୁତୟନ ଥିବା ଏସିପିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।…

ଲକ୍‌ଡାଉନ୍‌ ସମୟସୀମା ୩୧ ମେ ପର୍ଯ୍ୟନ୍ତ ବଢ଼ିଲା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ଚତୁର୍ଥ ଥର ଲାଗି ବୃଦ୍ଧି କରାଯାଇଛି। ମେ ୩୧ ପର୍ଯ୍ୟନ୍ତ ଦେଶରେ ଲକ୍‌ଡାଉନ୍‌…

୫ ଦିନରେ ରାଜଧାନୀ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷରୁ ଅଧିକ ଯାତ୍ରୀ କଲେ ଯାତ୍ରା: ୬୯ କୋଟି ରାଜସ୍ବ ସଂଗ୍ରହ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ରାଜଧାନୀ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରାଯାଉଛିି। ୧୨…

ପ୍ରବାସୀ ଶ୍ରମିକଙ୍କ ପ୍ରତି ରହିଛି ଦିଲ୍ଲୀ ସରକାରଙ୍କ ଦାୟିତ୍ୱବୋଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ବହୁ ପ୍ରବାସୀ ଶ୍ରମିକ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ତେବେ ଦିଲ୍ଲୀରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କ ପ୍ରତି ସରକାରଙ୍କ ଦାୟିତ୍ୱବୋଧ ରହିଛି…

୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍‌ଏସ୍‌ ଜଲାଶ୍ୱ

କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri