ଜାତୀୟ

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର ୮) ବମ୍ବେ ହାଇକୋର୍ଟ ମାଜିଷ୍ଟ୍ରେଟ କୋର୍ଟ ପକ୍ଷରୁ ଜାରି ହୋଇଥିବା ସମନକୁ ରଦ୍ଦ…

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି ଅଧିକ ହୋଇଥିବାରୁ ଲୋକେ ତୁରନ୍ତ ଜରିମାନା ପୈଠ କରନ୍ତି ନାହିଁ। ପରେ ଏହା…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାଜପା ରାଜ୍ୟରେ ସରକାର ଗଠନ କରିଥିବାରୁ ବଙ୍ଗଳାରେ ଦୁର୍ଗାପୂଜା…

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। କେନ୍ଦ୍ର ପ୍ରାୟୋଜିତ ଯୋଜନା ଓ ସାଂସଦ ପାଣ୍ଠିରେ ଚାଲିଥିବା ବିକାଶ…

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ। ସୋମବାର ବିଧାନସଭାରେ ଗୃହ (ପୋଲିସ) ବିଭାଗର ଅନୁଦାନ ଦାବି ଉପରେ ଆଲୋଚନାର ଉତ୍ତର…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ଉଭୟ ଆସନରେ ଅକ୍ଟୋବର ୬ ତାରିଖରେ ମତଦାନ ହେବ। ନନ୍ଦୀଗ୍ରାମ ଆସନଟି ଭାରତୀୟ…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬ ଜଣ ଯାତ୍ରୀ ଥିଲେ। ଜଣେ ଅଧିକାରୀ ନ୍ୟୁଜ ଏଜେନ୍ସି PTIକୁ ସୂଚନା ଦେଇ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ ଆଧାରରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ପାଇଛି। ଏହି ହ୍ରାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ। ଏଥିରେ ଶୁଭେନ୍ଦୁ ଅଧିକାରୀ ଛାଡ଼ିଥିବା ନନ୍ଦୀଗ୍ରାମ…

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା ୬ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?