ଦେଶୀ ଲୁକ୍ରେ ନୋବେଲ ପୁରସ୍କାର ଗ୍ରହଣ କଲେ ଅଭିଜିତ୍ ବାନାର୍ଜୀ
ଷ୍ଟକହୋମ, ୧୧।୧୨: ସମ୍ପୂର୍ଣ୍ଣ ଭାରତୀୟ ଲୁକ୍ରେ ନୋବେଲ ପୁରସ୍କାର ଗ୍ରହଣ କରିଛନ୍ତି ଭାରତୀୟ ମୂଳର ପ୍ରଫେସର ଅଭିଜିତ୍ ବାନାର୍ଜୀ। ସେ ଧୋତି ପିନ୍ଧିଥିବାବେଳେ ତାଙ୍କ ସ୍ତ୍ରୀ ଇସ୍ତର୍ ଡୁଫ୍ଲୋ ମଧ୍ୟ ଶାଢି ପିନ୍ଧିଥିବାର ନଜର ଆସିଥିଲେ। ସ୍ବିଡେନର ଷ୍ଟକ୍ହୋମ କନସର୍ଟ...
ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରାସ କଲେ ପଶ୍ଚିମବଙ୍ଗ ସରକାର
କୋଲକତା,୧୧।୧୨: ପଶ୍ଚିମବଙ୍ଗ ସରକାର ନୂଆ ନିୟମ ଆଣି ରାଜ୍ୟପାଳ ଧନଖରଙ୍କୁ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରସେ କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜି ଏକ ବିଜ୍ଞପ୍ତି ଜାରି କରି କୁଳପତି ବାଛିବାରେ କୁଳାଧିପତିଙ୍କ ଭୂମିକା...
ମହିଳା ବିରୋଧୀ ଅପରାଧରେ ରାଜନେତାଙ୍କ ସମ୍ପୃକ୍ତି: ଭାଜପା ପ୍ରଥମ, କଂଗ୍ରେସ ଦ୍ୱିତୀୟରେ
ନୂଆଦିଲ୍ଲୀ,୧୧ା୧୨: ଦେଶବ୍ୟାପୀ ମହିଳା ବିରୋଧୀ ହିଂସା ଓ ଅପରାଧର ମାତ୍ରା ବଢ଼ି ବଢ଼ି ଚାଲିଛି। ଦିଲ୍ଲୀରୁ ପଲ୍ଲୀ ଯାଏ ଏହାକୁ ନେଇ ତୀବ୍ର ପ୍ରତିବାଦର ସ୍ବର ମଧ୍ୟ ଦେଖିବାକୁ ମିଳୁଛି। ସାଧାରଣ ଜନତାଙ୍କ କଥା ଛାଡ଼ନ୍ତୁ, ବିଭିନ୍ନ ଦଳର ରାଜନେତାମାନେ...
ଚିଲି ବାୟୁସେନା ବିମାନ ନିଖୋଜ: ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଆଶଙ୍କା
ସାଣ୍ଟିଆଗୋ,୧୧ା୧୨: ୩୮ ଜଣ ଯାତ୍ରୀଙ୍କୁ ନେଇ ଆଣ୍ଟାର୍କଟିକା ଯାଉଥିବା ଚିଲିର ଏକ ସେନା ବିମାନ ନିଖୋଜ ହୋଇଯାଇଛି। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସମସ୍ତ ୧୭ ଅଧିକାରୀ ଓ ବିମାନ କର୍ମଚାରୀଙ୍କ ସହ ୨୧ ଯାତ୍ରୀଙ୍କ ମୃତ୍ୟୁ...
ଏସ୍ସି/ଏସ୍ଟି ସଂରକ୍ଷଣ ସଂଶୋଧନ ବିଲ୍କୁ ଲୋକ ସଭାର ମଞ୍ଜୁରୀ
ନୂଆଦିଲ୍ଲୀ,୧୧ା୧୨(ପି.ଟି.): ଲୋକ ସଭାରେ ମଙ୍ଗଳବାର ଅନୁସୂଚିତ ଜାତି (ଏସ୍ସି) ଅନୁସୂଚିତ ଜନଜାତି, (ଏସ୍ଟି) ବର୍ଗର ଲୋକଙ୍କ ଲାଗି ୧୦ ବର୍ଷ ପାଇଁ ସଂରକ୍ଷଣ ବୃଦ୍ଧି ସଂକ୍ରାନ୍ତ ସମ୍ବିଧାନ ସଂଶୋଧନ ବିଲ୍ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଦଳ ନିର୍ବିଶେଷରେ ଉକ୍ତ ବିଲ୍କୁ...
ପିଟିଶନରେ ସ୍ବାକ୍ଷର କଲେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ, ବିଦ୍ୱାନ: ନାଗରିକତ୍ୱ ବିଲ୍ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୧୧ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ ହୋଇ ରାଜ୍ୟ ସଭାରେ ଉପସ୍ଥାପିତ ହେବାକୁ ଯାଉଥିବାବେଳେ ଏହା ବିରୋଧରେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ଓ ବିଦ୍ୱାନ ଏକ ସ୍ବାକ୍ଷର ଅଭିଯାନ ଚଳାଇଛନ୍ତି। ଉକ୍ତ ବିଲ୍କୁ ତୁରନ୍ତ ପ୍ରତ୍ୟାହାର...
ଉତ୍ତରପୂର୍ବରେ ବନ୍ଦ ପାଳନ
ନୂଆଦିଲ୍ଲୀ,୧୧ା୧୨: ନାଗରିକତ୍ୱ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ ହେବାର ଦିନକ ପରେ ଓ ରାଜ୍ୟ ସଭାରେ ଉପସ୍ଥାନ କରାଯିବାର ଦିନକ ପୂର୍ବରୁ ଏହାକୁ ଉତ୍ତର-ପୂର୍ବାଞ୍ଚଳରେ ପ୍ରବଳ ବିରୋଧ କରାଯାଇଛି। ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ମଙ୍ଗଳବାର ଏହା ବିରୋଧରେ ବନ୍ଦ ପାଳନ...
ଆମେରିକା ସଂଘୀୟ କମିଶନଙ୍କ ସୁପାରିସ: ସିଏବି ପାସ୍ ହେଲେ ଶାହାଙ୍କ ଉପରେ କଟକଣା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୧ା୧୨(ପି.ଟି./ଆଇଏଏନ୍ଏସ୍): ଭାରତର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଲ୍ (ସିଏବି) ଗୃହୀତ ହେଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କ ଉପରେ କଟକଣା ଜାରି କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ (ୟୁଏସ୍ସିଆଇଆର୍ଏଫ୍) ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଅନ୍ୟପକ୍ଷରେ ନୂଆଦିଲ୍ଲୀ ପକ୍ଷରୁ...
ନାଗରିକତ୍ୱ ସଂଶୋଧନ ବିଲ୍: ଶିବସେନାର ୟୁ-ଟର୍ନ: ରାଜ୍ୟ ସଭାରେ ଅସଲ ପରୀକ୍ଷା ଆଜି
ନୂଆଦିଲ୍ଲୀ,୧୧ା୧୨: ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣମୁସଲିମ୍ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ ସକାଶେ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ବିଲ୍ ସୋମବାର ମଧ୍ୟରାତ୍ରିରେ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ରାଜ୍ୟ ସଭାରେ ଅସଲ ପରୀକ୍ଷା ବାକି ଅଛି।...
ପିଏମ୍ କିଷାନ ଲାଗି ଆଧାର ଅନିବାର୍ଯ୍ୟ
ନୂଆଦିଲ୍ଲୀ,୧୧ା୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (ପିଏମ୍-କିଷାନ)ର ଲାଭ ନେବା ଲାଗି ଡିସେମ୍ବର ପରଠାରୁ ଆଧାର ଅନିବାର୍ଯ୍ୟ ହେବ। ଆଧାର ପ୍ରମାଣନ ହୋଇଥିବା କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯୋଜନା ଅର୍ଥ ଦିଆଯିବ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର...
ବରେଲି ବଜାରରେ ୩୦ ଫୁଟର ଝୁମ୍କା
ବଲିଉଡ୍ ମୁଭି ‘ମେରା ଶାୟା’ କେହି ଦେଖନ୍ତୁ ଅବା ନ ଦେଖନ୍ତୁ ହେଲେ ଏହାର ଗୀତ ‘ଝୁମ୍କା ଗିରା ରେ ବରେଲି କେ ବାଜାର ମେଁ’ ସମସ୍ତେ ଶୁଣିଥିବେ। ଏବେ ଏହି ଝୁମ୍କାକୁ ନେଇ ପୁଣିଥରେ ଚର୍ଚ୍ଚାକୁ ଆସିଛି ବରେଲି।...
ରୋଡ୍ ରୋମିଓଙ୍କୁ ପେଟେଣ୍ଟ ମେଡିସିନ: ୩୩ ସେକେଣ୍ଡରେ ୨୬ଥର ଜୋତାରେ ପିଟିଲେ ମହିଳା କନଷ୍ଟେବଳ
କାନପୁର,୧୦।୧୨: ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଦୁର୍ବ୍ୟବହାର। ରୋଡ୍ ରୋମିଓଙ୍କୁ ଉଚିତ ଶିକ୍ଷା ଦେଲେ ଆଣ୍ଟି ରୋମିଓ ସ୍କ୍ବାଡ୍। ୩୩ ସେକେଣ୍ଡରେ ୨୬ଥର ଜୋତାରେ ପିଟିଲେ ମହିଳା କନଷ୍ଟେବଳ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର କାନପୁର ସହରରେ। ମଙ୍ଗଳବାର ବିଠୁର...
Archives


