ଜାତୀୟ

୫୦ ବର୍ଷ ତଳେ ଆତ୍ମନିର୍ଭର ଭାରତ ପ୍ରସ୍ତାବକୁ ଇନ୍ଦିରା ଗାନ୍ଧୀ କରିଥିଲେ ନିନ୍ଦା: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଜାରି ରହିଥିବାବେଳେ ଆର୍ଥିକ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଆତ୍ମନିର୍ଭର ଭାରତ ନିର୍ମାଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏହାକୁ ଭାଜପା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ସ୍ବାଗତ କରିବା ସହିତ କଂଗ୍ରେସକୁ ଟାର୍ଗେଟ…

ଦିଲ୍ଲୀରେ ପ୍ରଥମ ଥର ହେଲା ରାପିଡ ଆଣ୍ଡିଜେନ୍‌ ଟେଷ୍ଟ: ୨୪୨ କଣ୍ଟେନମେଣ୍ଟ ଜୋନ୍‌ରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀରେ ଦ୍ରୁତଗତିରେ ବଢ଼ୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଗୁରୁବାରଠାରୁ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟିଂ ଆରମ୍ଭ ହୋଇଛି। ଏହି ଟେଷ୍ଟିଂ ଦ୍ୱାରା ବହୁତ କମ୍‌ ସମୟ ମଧ୍ୟରେ କରୋନା ରିପୋର୍ଟ ଉପଲବ୍ଧ ହୋଇପାରିବ। ମାତ୍ର ୩୦ ମିନିଟ୍‌ରୁ ୧ଘଣ୍ଟା ମଧ୍ୟରେ…

ଚାଇନିଜ୍‌ ଖାଦ୍ୟ ବିକ୍ରି କରୁଥିବା ରେସ୍ତୋରାଁ ଉପରେ ନିଷେଧାଜ୍ଞା ଜାରି କରାଯିବା ଦରକାର: ରାମଦାସ ଅଠାଓ୍ବଲେ

ନୂଆଦିଲ୍ଲୀ,୧୮।୬: ରିପବ୍ଲିକ ପାର୍ଟି ଅଫ୍‌ ଇଣ୍ଡିଆ(ଆର୍‌ପିଆଇ-ଏ)ର ନେତା ରାମଦାସ ଅଠାଓ୍ବେଲେ ଗୁରୁବାର ଚାଇନିଜ ଖାଦ୍ୟକୁ ନେଇ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି, ଯେଉଁ ରେସ୍ତୋରାଁ ଚାଇନିଜ ଖାଦ୍ୟ ବିକ୍ରି କରୁଛନ୍ତି ସେଭଳି ରେସ୍ତୋରାଁ ଉପରେ ସରକାର ନିଷେଧାଜ୍ଞା ଜାରି କରିବା ଦରକାର।…

ଜୁଲାଇ ୨ରୁ ହେବ ରାମଲଲା ମନ୍ଦିର ନିର୍ମାଣର ଔପଚାରିକ ଶୁଭାରମ୍ଭ

ଅଯୋଧ୍ୟା,୧୮।୬: ବହୁ ପ୍ରତିକ୍ଷିତ ଅଯୋଧ୍ୟା ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଜୁଲାଇ ୨ରୁ ଔପଚାରିକ ଭାବେ ଆରମ୍ଭ ହେବ। କାରଣ ଜୁଲାଇ ୨ରେ ଦେବତାମାନଙ୍କର ଦେବଶୟନ ଏକାଦଶୀର ମଙ୍ଗଳ ମୁହୂର୍ତ୍ତରେ ମନ୍ଦିରର ଭୂମି ପୂଜା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ…

ଆରୋଗ୍ୟ ସେତୁ ଆପ୍‌ର ରେକର୍ଡ: ୪୫ ଦିନରେ ୧୩ କୋଟି ଡାଉନଲୋଡ୍‌

ନୂଆଦିଲ୍ଲୀ, ୧୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ଆପ୍‌ ଜାରି କରାଯାଇଛି। ଗତ ୪୫ ଦିନ ମଧ୍ୟରେ ଏହି ଆପ୍‌କୁ ୧୩ କୋଟିରୁ ଅଧିକ ଥର ଡାଉନଲୋଡ୍‌ କରାଯାଇଛି। ଏହୀ ଆପ୍‌ ଏପ୍ରିଲ୍‌…

ପାକିସ୍ତାନ-ଚାଇନା-ନେପାଳ ସହିତ ସୀମା ବିବାଦ: ମୋଦିଙ୍କ ପାଇଁ ପାଲଟିଛି ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ, ୧୮।୬: ଭାରତ ସହିତ ପାକିସ୍ତାନ,ଚାଇନା ଓ ନେପାଳର ସୀମା ବିବାଦ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଗ୍ନି ପରୀକ୍ଷା ପାଲଟିଛି। ଚାଇନାର ସୀମା ବିବାଦ ଯୋଗୁ ଗଲଓ୍ବାନ ଘାଟିରେ ସଂଘର୍ଷ ଘଟି ସାରିଛି। ଏହାର ସମାଧାନ…

ବିପର୍ଯ୍ୟୟ ସମୟରେ କାନ୍ଦିବା ଭାରତର ଲକ୍ଷଣ ନୁହେଁ, କରୋନା ଦେଶପାଇଁ ଏକ ସୁଯୋଗ: ମୋଦି

ନୂଆଦିଲ୍ଲୀ,୧୮।୬: ଆତ୍ମନିର୍ଭରଶୀଳ ଭାରତ ଅଭିଯାନକୁ ନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଣିଜି୍ୟକ କ୍ଷେତ୍ର ପାଇଁ ୪୧ କୋଇଲା ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଭାରତ ବିପର୍ଯ୍ୟୟ ସମୟରେ କାନ୍ଦିବା ଦେଶ ନୁହେଁ। ଆମେ…

ଦିଲ୍ଲୀ-ଏନ୍‌ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍‌ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ନେଇ…

ପୋଲିସ ଷ୍ଟେଶନରେ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ

ମୁମ୍ବାଇ,୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି କୁହାଯାଉଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଏବେବି ଅନେକଙ୍କ ମନରେ…

କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ ପୋଲିସଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ ୩,୮୨୦…

ମାନସିକ ଚିକିତ୍ସା ପାଇଁ ଭାରତୀୟଙ୍କ ପାଖରେ ନାହିଁ ଟଙ୍କା

ନୂଆଦିଲ୍ଲୀ, ୧୮।୬: ପରିବର୍ତ୍ତିତ ଜୀବନ ଶୈଳୀରେ ବହୁ ଭାରତୀୟ ମାନସିକ ଅବସାଦ ଗ୍ରସ୍ତ ହୋଇଥାନ୍ତି। କେତେକ ଏହାର ଚିକିତ୍ସା ମଧ୍ୟ କରିଥାନ୍ତି। ଅପରପକ୍ଷରେ ଏହାର ଚିକିତ୍ସା ପାଇଁ ଲାଗୁ ଥିବା ଟଙ୍କାର ଅଭାବ ଯୋଗୁ ବହୁ ଲୋକ ନିଜର ସ୍ଥିତି ସହିତ…

ସ୍ବାସ୍ଥ୍ୟ ବିଭାଗ ସମ୍ଭାଳିବେ ସିସୋଡିଆ

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅନୁପସ୍ଥିତରେ ଏବେ ତାଙ୍କ ବିଭାଗର ଦାୟିତ୍ୱ ସମ୍ଭାଳିବେ ଉପମୁଖ୍ୟନ୍ତ୍ରୀ ମନିଷ ସିସୋଡିଆ। ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କରୋନା ଟେଷ୍ଟ ରିପୋର୍ଟ ବୁଧବାର ପଜିଟିଭ ଆସିଥିବା ବେଳେ ଏବେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେଣୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?