ଜାତୀୟ

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ବେଳେ ସାମାନ୍ୟ ଜ୍ୱର ରହିଛି। ସୂଚନାଯୋଗ୍ୟ, ଜନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ…

କରୋନାକୁ ପୂରିଲା ୧୩୫ ଦିନ: ସାମାନ୍ୟ ଅସାବଧାନତା ନେଇପାରେ ଅନେକଙ୍କ ଜୀବନ !

ନୂଆଦିଲ୍ଲୀ,୧୬।୬: କରୋନା ଭାଇରସକୁ ଏକ ଅଜଣା ବିଶ୍ୱାସଘାତୀ ଶତ୍ରୁ ବୋଲି କହି ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି ସାମାନ୍ୟ ଅବହେଳା ପରିସ୍ଥିତିକୁ ଆହୁଳି ଜଟିଳ କରିଦେଇପାରେ। ଦେଶରେ କରୋନା ତା’ର ସ୍ଥିତି ଜାରିର କରିବାର ୧୩୫ ଦିନ ପୂରଣ ହୋଇସାରିଲାଣି। ହେଲେ ଏବେ…

ସରପଞ୍ଚ ଅଜୟ ପଣ୍ଡିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ

ଶ୍ରୀନଗର,୧୬।୬: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଜୁନ ୮ରେ କଶ୍ମୀରି ପଣ୍ଡିତ ସରପଞ୍ଚ ଅଜୟ ପଣ୍ଡିତାଙ୍କ ହୋଇଥିବା ହତ୍ୟାର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ଗତ ସପ୍ତାହ ଏନ୍‌କାଉଣ୍ଟରରେ ନିପାତ ହୋଇଥିବା ହିଜବୁଲ ମୁଜାହିଦିନର ଆତଙ୍କବାଦୀ ଓମାର ହିଁ ସରପଞ୍ଚଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ଏନେଇ…

୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ

ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଚାଇନର ୩ ସୈନ୍ୟଙ୍କର ଏଥିରେ ମୃତ୍ୟୁ ଘଟିଥିବା…

ଜୁଲାଇ ୧୫ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୬।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜୁଲାଇ ୧୫ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ଛୁଇଁବ। ହୋଇଥିବା ଏକ ସର୍ଭେ ରିପୋର୍ଟରେ…

ମୋଦିଙ୍କୁ ସୋନିଆଙ୍କ ଚିଠି

ନୂଆଦିଲ୍ଲୀ,୧୬।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ ବୃଦ୍ଧି ପାଉଥିବାରୁ ଏହାକୁ ନେଇ ସୋନିଆ ଅସନ୍ତୁଷ୍ଟ ହୋଇଛନ୍ତି। ପତ୍ର ମାଧ୍ୟମରେ ସେ ପ୍ରଧାନମନ୍ତ୍ରୀଙ୍କୁ…

ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପିଙ୍କୁ କରୋନା

ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟାର୍ଥଙ୍କ ଗନ୍‌ମ୍ୟାନ ପ୍ରଥମେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ…

ବଜେଟ ଉପସ୍ଥାପନ ପୂର୍ବରୁ ପୂଜାର୍ଚ୍ଚନା କଲେ ଆନ୍ଧ୍ର ଅର୍ଥମନ୍ତ୍ରୀ

ଅମରାବାତି,୧୬।୬: ଆନ୍ଧ୍ର ପ୍ରଦେଶର ଅର୍ଥମନ୍ତ୍ରୀ ବୁଗାନା ରାଜେନ୍ଦ୍ରନାଥ ମଙ୍ଗଳବାର ବିଧାନସଭାରେ ୨୦୨୦-୨୧ର ବଜେଟ ଉପସ୍ଥାପନ କରିବା ପୂର୍ବରୁ ନିଜ ଚାମ୍ବରରେ ପୂଜାର୍ଚ୍ଚନା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଦୃଷ୍ଟିରୁ ବଜେଟ ଉପସ୍ଥାପନ ପୂର୍ବରୁ ବିଧାନସଭାକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରାଯିବା ସହ…

ବଢୁଛି ମୋଦି ମାସ୍କର ଚାହିଦା

ଭୋପାଳ,୧୬।୬: କରୋନା ମହାମାରୀକୁ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ପୂର୍ବରୁ ମେଡିସିନ ଷ୍ଟୋରରେ ଏହି ମାସ୍କ ଉପଲବ୍ଧ ହେଉଥିବା ବେଳେ ଏବେ ଏହା ରାସ୍ତା କଡରେ ବି ମିଳି ଯାଉଛି। ଆଉ ଗ୍ରାହକ ମାସ୍କ ଖୋଜିବାକୁ ଏଣେତେଣେ…

କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନେଇ ପୁଣେରେ ରାଜନୀତି ଆରମ୍ଭ

ପୁଣେ, ୧୬।୬: କରୋନା ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଦେଶରେ ସମସ୍ତ ରାଜ୍ୟ ମଧ୍ୟରେ ଶୀର୍ଷରେ ରହିଛି। କରୋନା ମୃତକଙ୍କୁ ବହୁ କ୍ଷେତ୍ରରେ ପରିବାର ସଦସ୍ୟ ଛାଡ଼ି ଚାଲିଯାଉଥିବାରୁ ପୁଣେ ନଗର ନିଗମ ପକ୍ଷରୁ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। କରୋନା ମୃତକଙ୍କ…

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୈନ ଟୁଇଟ କରି କହିଛନ୍ତି ଶରୀରର…

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ, ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର, ୧୬।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେଠାରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?