ମନୋଜ ଆହୁଜା ସିବିଏସ୍ଇ ଅଧ୍ୟକ୍ଷ
ନୂଆଦିଲ୍ଲୀ, ୧୩ା୫: ୧୯୯୦ ଓଡ଼ିଶା କ୍ୟାଡର୍ର ଆଇଏଏସ୍ ଅଫିସର ମନୋଜ ଆହୁଜା ସିବିଏସ୍ଇ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପୂର୍ବରୁ ସେ ଲାଲ୍ ବାହାଦୁର ଶାସ୍ତ୍ରୀ ନ୍ୟାଶନାଲ ଏକାଡେମି ଅଫ୍ ଆଡ୍ମିନିଷ୍ଟ୍ରେଶନର ସ୍ବତନ୍ତ୍ର ନିର୍ଦ୍ଦେଶକ ଥିଲେ। ସେହିଭଳି ତାଙ୍କ ସ୍ତ୍ରୀ ଆରତି…
‘ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରନ୍ତୁ ମୋଦି’
ନୂଆଦିଲ୍ଲୀ,୧୩ା୫ (ଆଇଏଏନ୍ଏସ୍): ଦେଶର ସଂଘୀୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିୟମିତ ଭାବେ ଭେଟି ଆଲୋଚନା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ପରାମର୍ଶ ଦିଆଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ ତଥା…
ସମୟ ପୂର୍ବରୁ ମିଳିପାରେ କରୋନା ଟିକା
ନୂଆଦିଲ୍ଲୀ,୧୩ା୫: ସାରା ବିଶ୍ୱରେ ପ୍ରାୟ ୨ ଲକ୍ଷ ୯୦ ହଜାର ଲୋକଙ୍କ ଜୀବନ ନେଇଥିବା ଏବଂ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସଂକ୍ରମିତ କରିଥିବା ମହାମାରୀ କରୋନା(କୋଭିଡ୍-୧୯) କବଳରୁ ମୁକ୍ତି ପାଇଁ ସବୁ ଦେଶ ଚାହୁଁଛନ୍ତି। ଏଥିପାଇଁ ସମସ୍ତେ ସଂଗ୍ରାମ ଚଳାଇଛନ୍ତି।…
ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍ଡାଉନ୍ ୪.୦
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍ଡାଉନ୍-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର ହେବ। ମେ’ ୧୮ ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ନେଇ ସୂଚନା ଦିଆଯିବ।…
ଭାରତ ବିପଦକୁ ସୁଯୋଗ ଭାବେ ବଦଳାଇ ଦେଇଛି: ମୋଦି
ନୂଆଦିଲ୍ଲୀ,୧୨।୫: ବିଶ୍ୱବାସୀଙ୍କ କରୋନା ମୁକାବିଲାକୁ ୪ ମାସ ବିତିଲାଣି। ଗୋଟିଏ ଭୂତାଣୁ ବିଶ୍ୱକୁ ହଲାଇଦେଇଛି। ବିଶ୍ୱର କୋଟି କୋଟି ଜୀବନ ସଙ୍କଟ ଦେଇ ଗତି କରୁଛି। ଭାରତର ଅନେକ ପରିବାର ପରିଜନଙ୍କୁ ହରାଇଛନ୍ତି। ସମସ୍ତଙ୍କୁ ସମବେଦନା ଜଣାଉଛି। ବିଶ୍ୱ ଜୀବନ ବଞ୍ଚାଇବାକୁ…
ଆତ୍ମନିର୍ଭରଶୀଳ ହେବ ଭାରତ: ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେଇ ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍ ଭାରତୀୟ ଜିଡିପିର ପ୍ରାୟ ୧୦%। ଏହା ଆତ୍ମନିର୍ଭର ଭାରତକୁ ଶକ୍ତି ଦେବ।…
କୋଭିଡ-୧୯: ୧୭ ହଜାର କଏଦୀଙ୍କୁ ମିଳିବ ପାରୋଲ
ମୁମ୍ବାଇ,୧୨।୫: କରୋନା ଭାଇରସ ସଂକ୍ରମଣ ଏବେ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏହାକୁ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏବେ ମହାରାଷ୍ଟ୍ରର ବିଭିନ୍ନ ଜେଲରେ ବନ୍ଦୀଥିବା ପାଖାପାଖି ୩୫,୦୦୦ କଏଦୀଙ୍କ ମଧ୍ୟରୁ ୧୭,୦୦୦ କଏଦୀଙ୍କୁ ଅସ୍ଥାୟୀ ପାରୋଲ…
ଇଣ୍ଟରନ୍ୟାଶନାଲ ନର୍ସେସ ଡେ’: ରକ୍ତ ଦାନ କଲେ ଏମ୍ସର କରୋନା ଯୋଦ୍ଧା
ନୂଆଦିଲ୍ଲୀ,୧୨।୫: ମେ’ ୧୨ ଇଣ୍ଟରନ୍ୟାଶନାଲ ନର୍ସେସ ଡେ’ ଅବସରରେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ କାର୍ଯ୍ୟରତ ନର୍ସମାନେ ଏକ ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ବର୍ତ୍ତମାନ କରୋନା ସଂକ୍ରମଣକୁ ନେଇ ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତରେ…
ଇଣ୍ଟରନ୍ୟାଶନାଲ ନର୍ସେସ୍ ଡେ’: ରୋଗୀଙ୍କ ସେବା କରୁଛନ୍ତି ୯ ମାସର ଗର୍ଭବତୀ ନର୍ସ
ଶିବାମୁଗ୍ଗା,୧୨।୫: ମେ’ ୧୨ରେ ପାଳନ କରାଯାଉଛି ଇଣ୍ଟରନ୍ୟାଶନାଲ ନର୍ସେସ୍ ଡେ’। ଏବେ ସାରା ବିଶ୍ୱ ଏହି କରୋନା ଯୋଦ୍ଧାଙ୍କୁ ସାଲ୍ୟୁଟ କରୁଛନ୍ତି। ସାରା ବିଶ୍ୱରେ କରୋନା ମହାମାରୀ ଏବେ ତାଣ୍ଡବ ରଚି ଚାଲିଥିବା ବେଳେ ନର୍ସମାନେ ସାଜିଛନ୍ତି ଆଗ ଧାଡିର ଯୋଦ୍ଧା।…
କରୋନା ପୀଡ଼ିତ ଶିକ୍ଷକଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୨।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ସହାୟତା ରାଶି ଭାବେ ୧କୋଟି ଟଙ୍କା ପ୍ରଦାନ କରିବାକୁ ପୂର୍ବରୁ ଘୋଷଣା କରିଥିଲେ। ମେ’ ୪ରେ ମ୍ୟୁନିସିପାଲ କର୍ପୋରେଶନ ଅଫ୍ ଦିଲ୍ଲୀ(ଏମ୍ସିଡି)ସ୍କୁଲରେ କାମ କରୁଥିବା ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ପରେ…
ପୋଲିସ ଏସ୍ଆଇଙ୍କ ସିଙ୍ଘମ୍ ଷ୍ଟାଇଲ୍ ପଡ଼ିଲା ମହଙ୍ଗା: ଗଣିଲେ ୫,୦୦୦ ଜରିମାନା
ଭୋପାଳ,୧୨।୫: ମଧ୍ୟପ୍ରଦେଶ ଦମୋହ ଜିଲାରେ ଜଣେ ପୋଲିସ ଏସ୍ଆଇଙ୍କୁ ସିଙ୍ଘମ୍ ଷ୍ଟାଇଲ୍ରେ ଭିଡ଼ଓ ଶୁଟିଂ କରିବା ମହଙ୍ଗା ପଡ଼ିଛି। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ସମ୍ପୃକ୍ତ ଏସ୍ଆଇଙ୍କ ଉପରେ ୫,୦୦୦ଟଙ୍କା ଜରିମାନ ଦଣ୍ଡାଦେଶ କରାଯାଇଛି। ସ୍ଥାନୀୟ ନରସିଂହଗଡ଼ ପୋଲିସ ଥାନାରେ କାର୍ଯ୍ୟ…
କରୋନା ଯୁଦ୍ଧରେ ବିଜୟୀ ହେଲେ ୮୮ ବର୍ଷୀୟ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ
ନୂଆଦିଲ୍ଲୀ,୧୨।୫: ହିମାଚଳ ପ୍ରଦେଶରେ ୮୮ ବର୍ଷୀୟ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ କେଏସ୍ ଜସଓ୍ବାଲ କରୋନା ଯୁଦ୍ଧରେ ବିଜୟୀ ହୋଇ କରୋନା ସହ ଲଢିବାକୁ ଅନ୍ୟମାନଙ୍କୁ ସାହାସ ଯୋଗାଇଛନ୍ତି। ଏପ୍ରିଲ ୨୭ରେ ସେ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ନୂଆଦିଲ୍ଲୀର…
Archives


