ୱକ୍ଫ ସଂଶୋଧନ: ନୂଆ ନିଯୁକ୍ତି ଉପରେ ରୋକ୍, ୭ ଦିନ ଭିତରେ କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭।୫: ସୁପ୍ରିମକୋର୍ଟ ଓ୍ୱକ୍ଫ ଆଇନ ସଂଶୋଧନ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କୁ ୭ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଓ୍ୱାକ୍ଫ ବୋର୍ଡରେ ନୂଆ ନିଯୁକ୍ତି ଉପରେ ରୋକ୍ ଲଗାଯାଇଛି। ଏହି ନିଷ୍ପତ୍ତି ଅନୁସାରେ, ଓ୍ୱାକ୍ଫ ସଂଶୋଧନ ସମ୍ପର୍କିତ…
ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ
ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ଯୋଜନାରେ ମରାଠୀ ଏବଂ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ହିନ୍ଦୀକୁ…
“ଟଙ୍କା ନଷ୍ଟ କରିବାକୁ ଚାହୁଁନାହିଁ”: କ୍ୟାନସରେ ପୀଡିତ ବ୍ୟକ୍ତି ସ୍ତ୍ରୀ’ଙ୍କୁ ହତ୍ୟା କରି ନିଜେ କଲେ ଆତ୍ମହତ୍ୟା
ଗାଜିଆବାଦ, ୧୭ା୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଜଣେ ରିଅଲ୍ ଇଷ୍ଟେଟ୍ ଡିଲର ବୁଧବାର ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। କୁଲଦୀପ ତ୍ୟାଗୀ (୪୬) ଏକ ଆତ୍ମହତ୍ୟା ନୋଟ୍ ଛାଡ଼ିଥିଲେ, ଯେଉଁଥିରେ ସେ ଲେଖିଥିଲେ…
ହୃଦୟବିଦାରକ ଘଟଣା: ୧୧ ବର୍ଷର ମୁକ, ବଧିର ନାବାଳିକାଙ୍କୁ ବଳାତ୍କାର, ନିର୍ଯାତନା
ନୂଆଦିଲ୍ଲୀ,୧୭ା୪: ଉତ୍ତରପ୍ରଦେଶର ରାମପୁରରେ ଜଣେ ୧୧ ବର୍ଷୀୟ ମୁକ ଏବଂ ବଧିର ନାବାଳିକାଙ୍କ ସହ ବଳାତ୍କାର ଓ ନିର୍ଯ୍ୟାତନର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଖବର ଅନୁଯାୟୀ, ସମାନ ଗ୍ରାମର ଅଭିଯୁକ୍ତଙ୍କ ଦ୍ୱାରା ଏହି ନାବାଳିକାଙ୍କ ଉପରେ ନିର୍ମମ ଅତ୍ୟାଚାର…
Love Marriage: କୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାତାପିତାଙ୍କ ଇଚ୍ଛା ବିରୋଧରେ ବିବାହ କଲେ ମିଳିବନି ପୋଲିସ ସୁରକ୍ଷା
ନୂଆଦିଲ୍ଲୀ,୧୭।୪: ଆହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ ଯେଉଁ ପ୍ରେମୀଯୁଗଳମାନେ ନିଜ ଇଚ୍ଛାରେ ମାତାପିତାଙ୍କ ଅନୁମତି ବିନା ବିବାହ କରନ୍ତି, ସେମାନଙ୍କୁ ଆଉ ପୋଲିସ ସୁରକ୍ଷା ମିଳିବ ନାହିଁ। ଯଦି ସେମାନଙ୍କ ଜୀବନ କିମ୍ବା ସ୍ବାଧୀନତା ଉପରେ ପ୍ରକୃତ…
Gold Rate Today : ଆଉ କିଣିବାନି ସୁନା! ଜାଣନ୍ତୁ ୧୦ ଗ୍ରାମ ପ୍ରତି ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ, ୧୭।୪: ଭାରତୀୟ ବଜାରରେ ସୁନା ଦର ରେକର୍ଡ ଛୁଇଁଛି। ଏବେ ସୁନା ଲକ୍ଷେ ମୁହାଁଉଛି। ଗୁରୁବାର ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୯୮,୧୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ଦିଲ୍ଲୀ ବଜାରରେ ଏକଦିନରେ ୧,୬୫୦ ଟଙ୍କା…
‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’
କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି, ସଂଘୀୟ ସଂସ୍ଥାଗୁଡ଼ିକ ଭାଜପା ଏବଂ ଶାହାଙ୍କ ନିୟନ୍ତ୍ରଣରେ ରହିଛି। ସେମାନେ ବାଂଲାଦେଶରୁ ଆପରାଧିକ…
ଆଜି ଓଡ଼ିଶା ଆସୁଛନ୍ତି ଗଡକରୀ, ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ
ଭୁବନେଶ୍ୱର, ୧୭ା୪(ସୁନିତ୍ ମିଶ୍ର): ଓଡ଼ିଶାରେ ଏନ୍ଏଚ୍ଏଆଇର ଅନେକ ପ୍ରକଳ୍ପର ଶିଳାନ୍ୟାସ ଗୁରୁବାର କରାଯିବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ପ୍ରାୟ ୪…
ଇଣ୍ଡିଆ ମେଣ୍ଟ ସଂକଳ୍ପକୁ ଅଧିକ ସଶକ୍ତ କରିବା ଆବଶ୍ୟକ: ଅଖିଳେଶ
ଭୁବନେଶ୍ୱର,୧୭ା୪(ସୁନିତ୍ ମିଶ୍ର): ସମାଜବାଦୀ ପାର୍ଟି (ଏସ୍ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ଜୋର୍ ଧରିଛି। ଏହି ଗସ୍ତ କାଳରେ ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିବା…
ଗୁରୁଗ୍ରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ଥିବା ଏୟାର ହୋଷ୍ଟେସଙ୍କୁ ଯୌନ ନିର୍ଯାତନା
ନୂଆଦିଲ୍ଲୀ,୧୬।୪: ଗୁରୁଗ୍ରାମରରେ ଜଣେ ୪୬ ବର୍ଷୀୟ ଏୟାର ହୋଷ୍ଟେସ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭେଣ୍ଟିଲେଟରରେ ଥିବା ସମୟରେ ଯୌନ ନିର୍ଯାତନାର ଶିକାର ହେବାକୁ ପଡିଛି। ଏହି ଘଟଣା ଏପ୍ରିଲ ୬, ୨୦୨୫ରେ ଘଟିଥିଲା, କିନ୍ତୁ…
ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର
ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା ଡାକ୍ତର ସୁରେଶ ଚନ୍ଦ୍ରା ଜଣେ ଚାରି ବର୍ଷର ପିଲାକୁ ଥଣ୍ଡା ଭଲ କରେଇବା ପାଇଁ…
Video: ନଦୀରେ ପଶି ରିଲ୍ ଶୁଟିଂ କରୁଥିଲେ ମହିଳା, ପ୍ରବଳ ସ୍ରୋତରେ ଭାସିଗଲେ
ନୂଆଦିଲ୍ଲୀ,୧୬ା୪: ଉତ୍ତରାଖଣ୍ଡରେ ଏକ ରିଲ୍ ସୁଟିଂ କରୁଥିବା ସମୟରେ ଜଣେ ମହିଳା ନଦୀରେ ବୁଡ଼ି ଭାସି ଯାଇଛନ୍ତି। ଯାହା ନେପାଳର ଏକ ପରିବାର ପାଇଁ ଏକ ମଜାଦାର ଛୁଟି ଏକ ଦୁଃଖଦ ଘଟଣାରେ ପରିଣତ ହୋଇଛି। ଉତ୍ତରାକାଶୀରେ ମହିଳା ଜଣକ ଗଙ୍ଗାର…
Archives


