ଜାତୀୟ

ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ, ୧୪।୬: ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ, ରଜ ପର୍ବ ସମାଜରେ ଆନନ୍ଦ ଓ ଭାତୃତ୍ୱ ଭାବନାକୁ ସୁଦୃଢ଼ କରୁ। ଏହା ସହିତ ସେ ରାଜ୍ୟବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ…

ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଜଣେ ଭାରତୀୟ ଯବାନ ଶହୀଦ

ଶ୍ରୀନଗର, ୧୪।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସମ୍ପର୍କରେ ଭାରତୀୟ ସେନା…

୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ପାଖାପାଖି

ନୂଆଦିଲ୍ଲୀ, ୧୪।୬: କରୋନା ମହାମାରୀ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ରବିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୬୨୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୧୯୫ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୬୨ ହଜାର…

‘ଆରମ୍ଭ ହୋଇସାରିଛି ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୪ା୬(ପି.ଟି./ସ୍ବ.ପ୍ର.): ଭାରତରେ କରୋନା ସଂକ୍ରମଣ ସମ୍ପ୍ରତି କାୟା ମେଲିଚାଲିଛି। ପ୍ରତିଦିନ ୧୦ ହଜାରରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହେଉଛି। କିନ୍ତୁ ଦେଶରେ ଗୋଷ୍ଠୀ ସଂକ୍ରମଣ(କମ୍ୟୁନିଟି ଟ୍ରାନ୍ସମିିଶନ) ପର୍ଯ୍ୟାୟ ଆରମ୍ଭ ହୋଇଥିବା କଥାକୁ ସରକାର ମାନିବାକୁ ପ୍ରସ୍ତୁତ ନୁହନ୍ତି। ବିଶେଷଜ୍ଞମାନଙ୍କ…

ଏଆଇଏଡିଏମ୍‌କେ ବିଧାୟକ କରୋନା ଆକ୍ରାନ୍ତ

ଚେନ୍ନାଇ, ୧୪ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍‌କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୂର୍ବରୁ ତାମିଲନାଡ଼ୁର ଡିଏମ୍‌କେର ଚେପକ ବିଧାୟକ ଜେ. ଆନ୍‌ବାଝଗନ୍‌…

ସୀମାରୁ ପର୍ଯ୍ୟାୟକ୍ରମେ ହଟୁଛନ୍ତି ସେନା

ଡେରାଡୁନ,୧୪ା୬(ପି.ଟି.): ପୂର୍ବ ଲଦାଖ ବିବାଦକୁ ନେଇ ଭାରତ ଓ ଚାଇନା ମଧ୍ୟରେ ଚାଲିଥିବା ସେନା ଅଧିକାରୀସ୍ତରୀୟ ଆଲୋଚନା ଫଳପ୍ରଦ ହୋଇଛି। ଗଲଓ୍ବାନ ଉପତ୍ୟକାରୁ ଉଭୟ ପକ୍ଷର ସୈନ୍ୟ ପର୍ଯ୍ୟାୟ କ୍ରମେ ହଟୁଥିବା ସେନାଧ୍ୟକ୍ଷ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେ ଶନିବାର କହିଛନ୍ତି। ଆପୋସ…

ସେନାରେ ୩୩୩ ଅଧିକାରୀ ସାମିଲ

ଡେରାଡୁନ,୧୪ା୬: ଉତ୍ତରାଖଣ୍ଡର ଡେରାଡୁନ୍‌ସ୍ଥିତ ଭାରତୀୟ ମିଲେଟାରୀ ଏକାଡେମୀ (ଆଇଏମ୍‌ଏ)ରେ ପାସିଂ ଆଉଟ୍‌ ପରେଡ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶେଷ ପରେ ସେନାରେ ସାମିଲ ହୋଇଛନ୍ତି ୩୩୩ ଅଧିକାରୀ। ଏହି ପରେଡ୍‌ରେ ୯ ମିତ୍ର ଦେଶର ୯୦ଜଣ କ୍ୟାଡେଟ୍‌ ମଧ୍ୟ ସାମିଲ…

ଗଠନ ହେବ ସାମାଜିକ ସୁରକ୍ଷା ପାଣ୍ଠି

ନୂଆଦିଲ୍ଲୀ,୧୪ା୬: ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରବାସୀ ଶ୍ରମିକମାନଙ୍କୁ ସହାୟତା କରିବା ଲାଗି ଏକ ସାମାଜିକ ସୁରକ୍ଷା ପାଣ୍ଠି ଗଠନ ନିମନ୍ତେ କେନ୍ଦ୍ର ସରକାର ବିଚାର କରୁଛନ୍ତି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ କାମଧନ୍ଦା ହରାଇଥିବା ଲକ୍ଷ ଲକ୍ଷ ଦାଦନ ଶ୍ରମିକ ଏହାଦ୍ୱାରା…

ବିଗିଡ଼ିଲାଣି କରୋନା ସ୍ଥିତି

ନୂଆଦିଲ୍ଲୀ, ୧୪ା୬: ଭାରତରେ ମହାମାରୀ କରୋନାର ଭୟଙ୍କର ସ୍ଥିତି ଏବେ ଦେଖିବାକୁ ମିଳିଛି। ବିଶେଷ କରି ଲକ୍‌ଡାଉନ୍‌ ଉଠିବା ଓ ପ୍ରବାସୀଙ୍କ ଆଗମନ ପରେ ସ୍ଥିତି ଅସମ୍ଭାଳ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ କରୋନା ସ୍ଥିତିର ସମୀକ୍ଷା ଲାଗି…

ଆଫ୍ରିଦୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପରାମର୍ଶ: କରୋନାରୁ ବଞ୍ଚିବାକୁ ହେଲେ ମୋଦିଙ୍କ ଆଶ୍ରୟ ନିଅ

ନୂଆଦିଲ୍ଲୀ,୧୩।୬- ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି ଯେ, ଗୁରୁବାରଠାରୁ ମୁଁ ଅସୁସ୍ଥତା ଅନୁଭବ କରୁଥିଲି। ମୋର କରୋନା ଟେଷ୍ଟ ହୋଇଛି…

ଏଆଇଏଡିଏମ୍‌କେ ବିଧାୟକ କରୋନା ଆକ୍ରାନ୍ତ

ଚେନ୍ନାଇ, ୧୩ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍‌କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୂର୍ବରୁ ତାମିଲନାଡ଼ୁର ଡିଏମ୍‌କେର ଚେପକ ବିଧାୟକ ଜେ. ଆନ୍‌ବାଝଗନ୍‌…

ରବିବାର ଦିଲ୍ଲୀ କରୋନା ସ୍ଥିତି ସମୀକ୍ଷା କରିବେ ଶାହା

ନୂଆଦିଲ୍ଲୀ, ୧୩ା୬: ମହାମାରୀ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟ ଏହା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରବିବାର ପୂର୍ବାହ୍ନ ୧୧ଟାରେ ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?