ଆର୍ଥିକ ସ୍ଥିତି, କରୋନାକୁ ନେଇ ବର୍ଷିଲେ ରାହୁଲ
ନୂଆଦିଲ୍ଲୀ, ୧୩।୩: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତି ମଧ୍ୟ ଭୁଶୁଡ଼ୁଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋଇଛନ୍ତି। କିଭଳି ଏହାର ମୁକାବିଲା କରାଯିବ, ସେନେଇ ତାଙ୍କ ପାଖରେ କୌଣସି ଉତ୍ତର ନାହିଁ ବୋଲି କଂଗ୍ରେସ ନେତା…
କରୋନା ମୁକାବିଲା ଲାଗି ଚାଇନାକୁ ବ୍ରିଟିଶ ଅର୍ଥନୀତିଜ୍ଞଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭାଇରସ ଭାରତରେ ଆରମ୍ଭ ହୋଇ ନ ଥିବାରୁ ବ୍ରିଟିଶ ଅର୍ଥନୀତିଜ୍ଞ ଜିମ୍ ଓ ନିଲ୍ ଭଗବାନଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ ଭାରତର ବ୍ୟବସ୍ଥାକୁ ସମାଲୋଚନା କରି କହିଛନ୍ତି, ଭଗବାନଙ୍କୁ ଧନ୍ୟବାଦ ଦେବା କଥା, କାରଣ ଚାଇନା ଭଳି ଦେଶରେ…
ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି
ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ ରଖିଥିବାରୁ ଦେଶ ୮୫୦୦ କୋଟି ଟଙ୍କା କ୍ଷତି ସହିବ ବୋଲି ବିଭିନ୍ନ ଶିଳ୍ପ ସଂଗଠନ…
୩୧ ଯାଏ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ
ନୂଆଦିଲ୍ଲୀ, ୧୩।୩: କରୋନା ଭାଇରସ୍ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ସରକାରଙ୍କ ବିଭିନ୍ନ ପ୍ରୟାସ ଓ ସଚେତନତା ସତ୍ତ୍ୱେ ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୩୧…
ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ
ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ ଯାଇପାରିବେ ନାହିଁ ବୋଲି ଏକ ବିବୃତିରେ କୁହାଯାଇଛି। ରାଷ୍ଟ୍ରପତି ଭବନ ମ୍ୟୁଜିୟମ କମ୍ପ୍ଲେକ୍ସ ଓ…
ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ
ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ ସମାବେଶରେ ସାମିଲ ନ ହେବାକୁ ମୋଦି ଆହ୍ବାନ ଦେଇଛନ୍ତି। କରୋନାକୁ ନେଇ ତାଙ୍କ ସରକାର…
କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪: ପର୍ଯ୍ୟବେକ୍ଷଣରେ ୩୫ ହଜାର ସନ୍ଦିଗ୍ଧ
ନୂଆଦିଲ୍ଲୀ,୧୩।୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ସାରା ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କରୋନା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି…
ମୋତେ ଫାଶୀ ଦିଅ, ଆଖିରେ ଏସିଡ୍ ଢାଳ
ନୂଆଦିଲ୍ଲୀ,୧୩।୩(ପି.ଟି.): ମୁଁ ଯଦି ଭୁଲ କରିଥାଏ ତେବେ ମୋତେ ଫାଶୀ ଦେଇଦିଅ ଓ ମୋ ଆଖିରେ ଏସିଡ୍ ଢାଳ। ଦିଲ୍ଲୀର ଏକ କୋର୍ଟରେ ଏପରି କହିଛନ୍ତି ଉନ୍ନାଓ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଭାଜପାରୁ ବହିଷ୍କୃତ ପୂର୍ବତନ…
ପ୍ରିୟଙ୍କା ଚତୁର୍ବେଦୀଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କଲା ଶିବସେନା
ମୁମ୍ବାଇ,୧୩।୩(ପି.ଟି.): ଶିବସେନା ଉପନେତା ପ୍ରିୟଙ୍କା ଚତୁର୍ବେଦୀଙ୍କୁ ଗୁରୁବାର ମହାରାଷ୍ଟ୍ରରୁ ରାଜ୍ୟ ସଭା ପ୍ରାର୍ଥ କରାଯାଇଛି। ୨୦୧୯ ଏପ୍ରିଲରେ କଂଗ୍ରେସ ସହ ମତଭେଦକୁ ନେଇ ଦଳ ଛାଡ଼ି ଶିବସେନାରେ ସାମିଲ ହୋଇଥିଲେ ପ୍ରିୟଙ୍କା। ତାଙ୍କୁ ଶିବସେନାର ଉପନେତା ଦାୟିତ୍ୱ ଦିଆଯାଇଥିଲା। ଏବେ ରାଜ୍ୟ…
ଜଷ୍ଟିସ୍ ମୁରଲୀଧରଙ୍କ ବଦଳି ପ୍ରସଙ୍ଗ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ଅନ୍ତର୍ଜାତୀୟ ବାର୍ ସଂସ୍ଥା
ନୂଆଦିଲ୍ଲୀ,୧୩।୩(ପି.ଟି.): ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧରଙ୍କୁ ରାତିଆଧିଆ ପଞ୍ଜାବ ଓ ହରିୟାଣା ହାଇକୋର୍ଟକୁ ବଦଳି କରାଯାଇଥିବାରୁ ଏହାକୁ ନେଇ ଓକିଲମାନଙ୍କ ଏକ ଅନ୍ତର୍ଜାତୀୟ ସଂସ୍ଥା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଫେବୃୟାରୀ ୨୩ରେ ଦିଲ୍ଲୀରେ ସାମ୍ପ୍ରଦାୟିକ ଦଙ୍ଗା ଘଟିଥିବାବେଳେ…
ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା
ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଆଲୋଚନାରୁ ଦୂରେଇ ଯିବା ଲାଗି ସରକାର ଚାହାନ୍ତିନି। ଦିଲ୍ଲୀ ପୋଲିସ…
ନିଜ ନୀତି ଆଦର୍ଶ ଭୁଲିଛନ୍ତି ସିନ୍ଧିଆ: ରାହୁଲ
ନୂଆଦିଲ୍ଲୀ,୧୩।୩(ପି.ଟି.): ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ସନ୍ଦିହାନ ଥିବାରୁ ସେ ନିଜର ନୀତି ଆଦର୍ଶକୁ ଭୁଲିଯାଇଛନ୍ତି। ସେହି କାରଣରୁ ସେ ଭାଜପାରେ ସମ୍ମାନ ପାଇବେ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି। କଂଗ୍ରେସ ସହ ଦୀର୍ଘଦିନର…
Archives


