ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ୨୦୧୮ଠାରୁ ଗତ ୩ ବର୍ଷରେ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ
ଶ୍ରୀନଗର,୧୧।୫: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗତ ୩ ବର୍ଷ ଧରି ଅଧିକ ଉତ୍ତେଜନା ସୃଷ୍ଟି ହୋଇଛି। ୨୦୧୮ଠାରୁ ଚଳିତ ୨୦୨୦ ମେ ୩ ସୁଦ୍ଧା ପାକିସ୍ତାନ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେଥିମଧ୍ୟରୁ ୨୦୧୮ରେ ୨,୧୨୯ ଥର ଅସ୍ତ୍ରବିରତି ଉଲ୍ଲଂଘନ…
ସିଲ୍ ହେଲା ଦିଲ୍ଲୀର ଶ୍ରମ ଶକ୍ତି ଭବନ
ନୂଆଦିଲ୍ଲୀ,୧୧।୫: ଶକ୍ତି ମନ୍ତ୍ରଣାଳୟର ଜଣେ କର୍ମଚାରୀ କରୋନାରେ ସଂକ୍ରମିତ ହେବା ପରେ ରାଜଧାନୀ ଦିଲ୍ଲୀରେ ଥିବା ଶ୍ରମ ଶକ୍ତି ଭବନକୁ ସୋମବାର ସିଲ୍ କରିଦିଆଯାଇଛି। ଏହାସହ ସମସ୍ତ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ କୁହାଯାଇଛି। ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ଘରେ…
୩ ବର୍ଷରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଛନ୍ତି ୩୭୩ ଯୁବକ
ଶ୍ରୀନଗର,୧୧।୫: ଗତ ୩ ବର୍ଷ ମଧ୍ୟରେ ଆତଙ୍କବାଦୀ ସଂଗଠନରେ ୩୭୩ ଯୁବକ ଯୋଗ ଦେଇଛନ୍ତି। ୨୦୧୮ଠାରୁ ୨୦୨୦ ମେ ୩ ମଧ୍ୟରେ ଏହି ଯୁବକମାନେ ବିଭିନ୍ନ ଆତଙ୍କବାଦୀ ସଂଗଠନରେ ସାମିଲ୍ ହୋଇଛନ୍ତି। ୨୦୧୮ରେ ୨୧୯ ଜଣ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିଲେ। ୨୦୧୯ରେ…
ଦେଶରେ ୨୪ ଘଣ୍ଟାରେ ୪ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୧।୫: ଚିନ୍ତାରେ ପକାଇଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୪,୨୧୩ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭,୧୫୨ରେ ପହଞ୍ଚିଛି। ସୋମବାର ସକାଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ…
ପୋଖରାନ୍ ପରୀକ୍ଷଣ ଥିଲା ଶ୍ରେଷ୍ଠ ଉପଲବ୍ଧି: ଏବେ କରୋନାକୁ ପରାସ୍ତ କରିବା ଲାଗି ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ, କହିଲେ ମୋଦି
ନୂଆଦିଲ୍ଲୀ,୧୧।୫: ଗତ ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରାନ୍ ଆର୍ମି ଟେଷ୍ଟ ରେଞ୍ଚ୍ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏହା ଦେଶ ପାଇଁ ଏକ ଶ୍ରେଷ୍ଠ ଉପଲବ୍ଧି ଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
କର୍ମକ୍ଷେତ୍ରକୁ ଫେରିବେ ୨୦ହଜାର ଶ୍ରମିକ
ବାଙ୍ଗାଲୋର,୧୧।୫: ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ ହେବ ସମସ୍ତ କଳକାରଖାନା ବନ୍ଦ ହୋଇରହିଛି। ଲକ୍ଷଲକ୍ଷ କର୍ମଚାରୀ କାମଧନ୍ଦା ନ ପାଇ ଭୋକ ଓପାସରେ ରହୁଛନ୍ତି। ଏପରି କି ଅଧିକାଂଶ ଭିଟାମାଟିକୁ ଫେରିଯାଇଛନ୍ତି। ଅପରପକ୍ଷରେ ଦୀର୍ଘଦିନ ଧରି ଶିଳ୍ପାନୁଷ୍ଠାନ ଓ ବେସରକାରୀ…
ଶ୍ରମିକଙ୍କୁ ଫେରାଇନେବା ପାଇଁ ସହଯୋଗ ଲୋଡ଼ିଲା କେନ୍ଦ୍ର
ନୂଆଦିଲ୍ଲୀ,୧୧ା୫(ପି.ଟି.): ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ ନିମନ୍ତେ କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟଗୁଡ଼ିକର ସହଯୋଗ ଲୋଡ଼ିଛନ୍ତି। ମେ’ ୧ରୁ ବର୍ତ୍ତମାନ ସୁଦ୍ଧା ମୋଟ ୩୫୦ ଟ୍ରେନ୍ରେ…
ଏମ୍ସରେ ମନମୋହନ ସିଂ
ନୂଆଦିଲ୍ଲୀ,୧୧ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରବିବାର ରାତିରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସେସ୍ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ରାତି ୮ଟା ୪୫ରେ ବରିଷ୍ଠ କଂଗ୍ରେସ ନେତାଙ୍କୁ ଏମ୍ସର କାର୍ଡିଓ-ଥେରାପି…
ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ଯିବେ ଉଦ୍ଧବ
ମୁମ୍ବାଇ,୧୧ା୫ (ପି.ଟି.): କଂଗ୍ରେସ ଏହାର ପ୍ରାର୍ଥୀ ପ୍ରତ୍ୟାହାର କରିନେବ ବୋଲି ଘୋଷଣା କରିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଆଗାମୀ ୨୧ ତାରିଖରେ ବିଧାନ ପରିଷଦର ୯ଟି ଆସନ ଲାଗି ନିର୍ବାଚନ…
ଭାରତ-ଚାଇନା ସୈନ୍ୟ ସଂଘର୍ଷ
ନୂଆଦିଲ୍ଲୀ,୧୧ା୫(ପି.ଟି.): ଭାରତ-ଚାଇନା ସୀମାର ସିକିମ୍ ସେକ୍ଟର ଅନ୍ତର୍ଗତ ନାକୁଲା ଗିରିପଥରେ ଉଭୟ ପକ୍ଷ ସେନା ମଧ୍ୟରେ ସଂଘର୍ଷ ଘଟି ଅନେକ ଯବାନ ଆହତ ହୋଇଛନ୍ତି। ଉଭୟ ପକ୍ଷର ସୈନ୍ୟ ପରସ୍ପରକୁ ମୁଥ ମାରିଥିଲେ ବୋଲି ଭାରତୀୟ ସେନା ସୂତ୍ରରୁ ଜଣାପଡ଼ିଛି। ସ୍ଥାନୀୟ…
ପ୍ରଶ୍ନ ଘେରରେ ପିଏମ୍ କେୟାର୍ସ
ନୂଆଦିଲ୍ଲୀ,୧୧ା୫: କରୋନା ସଂକ୍ରମଣ ରୋକିବା ପାଇଁ ଦେଶରେ ଜାରି ହୋଇଥିତ୍ବା ଲକ୍ଡାଉନ୍ ଯୋଗୁ ବ୍ୟବସାୟିକ କାରବାର ପ୍ରାୟ ହେଉନାହିଁ କହିଲେ ଚଳେ। ଏଭଳି ସମୟରେ ଆର୍ଥିକ କ୍ଷତିରେ ଚାଲୁଥିବା କମ୍ପାନୀଗୁଡ଼ିକ ଛଟେଇ ସହ ନିଜ କର୍ମଚାରୀଙ୍କ ଦରମା ମଧ୍ୟ କାଟଛାଣ୍ଟ କରୁଛନ୍ତି।…
ମଙ୍ଗଳବାରଠୁ ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍ ଚଳାଚଳ
ନୂଆଦିଲ୍ଲୀ,୧୧।୫: ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ ଧୀରେ ସ୍ବାଭାବିକ ହେବ। ରେଳ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ନିଷ୍ପତ୍ତି ହୋଇଛି। ପ୍ରାଥମିକ…
Archives


