ଜାତୀୟ

୨୦୨ ପ୍ରବାସୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲା ଆଇଏନ୍‌ଏସ୍‌ ମଗର

ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର ସେତୁ ଅଭିଯାନ ଆରମ୍ଭ…

ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଲା

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ସୁସ୍ଥ ହୋଇ ଘରକୁ ଫେରିଥିବା ଲୋକଙ୍କ ସଂଖ୍ୟା ୧୯,୩୫୮ ରହିଛି। ରବିବାର ସୁଦ୍ଧା ମୋଟ ସଂକ୍ରମିତଙ୍କ…

ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ: ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୦।୫: ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏନେଇ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ରବିବାର ସୂଚନା ଦେଇଛନ୍ତି। ଏହାକୁ ସ୍ଥଗିତ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଯୋଜନା ହୋଇନାହିଁ…

ଗତ ୨୪ ଘଣ୍ଟାରେ ୧୦ ରାଜ୍ୟରେ ଚିହ୍ନଟ ହୋଇ ନାହାଁନ୍ତି କୌଣସି କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୌଣସି ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

ଅହମଦାବାଦ୍‌ରେ ୩୩୪ ସୁପର ସ୍ପ୍ରେଡର: ମେ ୧୫ ପର୍ଯ୍ୟନ୍ତ ସମସ୍ତ ଦୋକାନ ବନ୍ଦ

ଅହମଦାବାଦ୍‌,୧୦।୫: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଅହମଦାବାଦ୍‌ରେ କରୋନା ସଂକ୍ରମଣ ବଢ଼ାଇଥିବା ୩୩୪ ଜଣ ସୁପର ସ୍ପ୍ରେଡରଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ଦ୍ୱାରା କରୋନା ସଂକ୍ରମଣ ଅଧିକ ବ୍ୟାପିଥିବା କୁହାଯାଉଛି। ସୁରକ୍ଷା ସୃଷ୍ଟିରୁ ତେଜରାତି, ପନିପରିବା ସମେତ ଅନ୍ୟ…

ବାଜପେୟୀ-କାଲାମଙ୍କ ସଫଳ ଉଦ୍ୟମ: ୨୨ ବର୍ଷ ତଳେ ଭାରତ ହୋଇଥିଲା ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର

ନୂଆଦିଲ୍ଲୀ,୧୦।୫: ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପି ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା। ଏପରି…

ନିୟନ୍ତ୍ରଣ ରେଖାରେ ଉଡ଼ିବୁଲୁଛି ପାକିସ୍ତାନର ଏଫ୍‌-୧୬, ମିରାଜ ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧୦।୫: ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଉତ୍ତେଜନା ସୃଷ୍ଟି ହୋଇଛି। ଏଠାରେ ପାକିସ୍ତାନର ଏଫ୍‌-୧୬, ଜେଏଫ୍‌-୧୭ ଏବଂ ମିରାଜ-୩ ଯୁଦ୍ଧ ବିମାନ ଉଡ଼ିବୁଲୁଛି। ପାକିସ୍ତାନର ଏଭଳି କାର୍ଯ୍ୟକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ନିୟନ୍ତ୍ରଣ ରେଖା ଉପରେ ସତର୍କତା…

୧୪୦୦ରୁ ଅଧିକ ସନ୍ତାନଙ୍କ ଜନନୀ ସିନ୍ଧୁତାଇ

ମୁମ୍ବାଇ,୧୦।୫: ଜଣେ ମହିଳା ପୁଣି ସେ ୧୪୦୦ରୁ ଅଧିକ ସନ୍ତାନଙ୍କ ଜନନୀ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ମହାରାଷ୍ଟ୍ରର ସିନ୍ଧୁତାଇ ୧୪୦୦ରୁ ଅଧିକ ଅନାଥ ଶିଶୁଙ୍କ ଜନନୀ ପାଲଟିଛନ୍ତି। ମା ଭଳି ସେମାନଙ୍କ ଦେଖାଶୁଣା କରୁଛନ୍ତି।…

ଗୋଟିଏ ମାସରେ ତୃତୀୟ ଥର ପାଇଁ ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀରେ ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ରବିବାର ଅପରାହ୍ନ ୧ଟା ୫୫ରେ ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହା ତୀବ୍ରତା ୩.୫…

ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: କରୋନା ସଙ୍କଟକୁ ନେଇ ଏବେ ଦେଶରେ ଚାଲିଛି ଲକ୍‌ଡାଉନ ୩.୦। ଦିନକୁ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହି ସଙ୍କଟ ସମୟରେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୋମବାର…

କରୋନାରେ ମୃତ୍ୟୁ ହୋଇଥିବା ୮୨ ପ୍ରତିଶତ ବ୍ୟକ୍ତିଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ: କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀରେ କରୋନାରେ ମୃତ୍ୟୁ ହୋଇଥିବା ପ୍ରାୟ ୮୨ ପ୍ରତିଶତ ବ୍ୟକ୍ତିଙ୍କ ବୟସ ୫୦ ବର୍ଷରୁ ଊର୍ଦ୍ଧ୍ୱ। ଏକ ଖବରଦାତା ସମ୍ମିଳନୀରେ…

କୋମାରେ ଯୋଗୀ

ରାୟପୁର,୧୦।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଛି। ଏବେ ସେ କୋମାକୁ ଚାଲିଯାଇଥିବା ବେଳେ ଆସନ୍ତା ୪୮ ଘଣ୍ଟା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ରାୟପୁରର ଶ୍ରୀ ନାରାୟଣ ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri