କର୍ନାଟକ ଉପନିର୍ବାଚନ: ମତଦାନ ହାର ୬୦ ପ୍ରତିଶତ; ଇଭିଏମ୍ରେ ୧୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍
ବେଙ୍ଗାଲୁରୁ,୫।୧୨: କର୍ନାଟକରେ ୧୫ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଗୁରୁବାର ଶେଷ ହୋଇଛି। ସନ୍ଧ୍ୟା ୫ଟା ସୁଦ୍ଧା ଏଠାରେ ମତଦାନ ହାର ୬୦ ପ୍ରତିଶତ ରହିଛି। ମୋଟ ୩୭ ଲକ୍ଷ ୭୮ ହଜାର ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ...
‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍
ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ, ପିଆଜ ଖାଆନ୍ତି ନାହିଁ। ଏହାକୁ ନେଇ କଂଗ୍ରେସ ଟୁଇଟ୍ କରି କହିଛି ‘କାଫେ...
ବୟସ୍କଙ୍କ ସେବା ନ କଲେ ବୋହୂ-ଜ୍ୱାଇଁ, ସାବତ ଝିଅ-ପୁଅଙ୍କୁ ବି ମିଳିବ ଦଣ୍ଡ: ମୋଦି ସରକାରଙ୍କ ନୂଆ ନିୟମ !
ନୂଆଦିଲ୍ଲୀ,୫।୧୨: ପୂର୍ବରୁ ମାତା-ପିତାଙ୍କ ସେବା କରୁ ନ ଥିବା ଝିଅ ପୁଅଙ୍କ ଉପରେ ଦଣ୍ଡାଦେଶର ବ୍ୟବସ୍ଥା ଥିଲା। ତେବେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ୨୦୦୭ ମେଣ୍ଟେନାସ୍ ଆଣ୍ଡ୍ ଓ୍ବେଲଫେୟାର ଅଫ୍ ପ୍ୟାରେଣ୍ଟସ୍ ଆଣ୍ଡ୍ ସିଟିଜେନ୍ ଆକ୍ଟରେ କେତେକ...
ଯାତ୍ରୀଙ୍କଠାରୁ ଅଧିକ ଅଟୋଭଡା ନେବାରୁ କଟିଲା ୮ଲକ୍ଷ ଟଙ୍କାର ଚାଲାଣ
ବେଙ୍ଗାଲୁରୁ,୫।୧୨: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଲୋକେ ଏକ ପ୍ରକାର ସଜାଗ ହେଇଯାଇଛନ୍ତି ବୋଲି କୁହାଯାଉଛି। ହେଲେ କେତେଜଣ ଲୋକ ଏବେବି ଏହାକୁ ବେଖାତିର କରି ଚାଲିଛନ୍ତି। ଏମାନଙ୍କୁ ଉଚିତ୍ ଶିକ୍ଷା ଦେବାକୁ ଏବେ ବେଙ୍ଗାଲୁରୁ...
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି
ନୂଆଦିଲ୍ଲୀ,୫।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି। ଏନେଇ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ ବୋଲି କାର୍ମିକ ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକ ସଭାରେ ଗୁରୁବାର ସୂଚନା ଦେଇଛନ୍ତି। ପୂର୍ବରୁ କୁହାଯାଉଥିଲା...
ସଂସଦ କ୍ୟାଣ୍ଟିନ୍ରେ ଏବେ ମିଳିବନି ଖାଦ୍ୟରେ ରିହାତି: ବର୍ଷକୁ ସଞ୍ଚୟ ହେବ ୧୭ କୋଟି !
ନୂଆଦିଲ୍ଲୀ,୫।୧୨: ଏଣିକି ସଂସଦ କ୍ୟାଣ୍ଟିନ୍ରେ ଆଉ ଖାଦ୍ୟରେ ରିହାତି ମିଳିବନି। ଏଠାରେ ଖାଦ୍ୟ ଉପରେ ଦିଆଯାଉଥିବା ରିହାତିକୁ ବନ୍ଦ କରି ଦିଆଯିବ। ଲୋକସଭା ବାଚସ୍ପତି ଓମ୍ ବିରଳାଙ୍କ ଏହି ପ୍ରସ୍ତାବ ଉପରେ ବିଜ୍ନେସ୍ ଆଡ଼ଭାଇଜରୀ କମିଟି ଆଲୋଚନା କରିଥିଲେ। ଏହି...
ମୋଦି ସରକାରଙ୍କୁ ପୁଣି ଝଟକା ଦେଲା ରିଜର୍ଭ ବ୍ୟାଙ୍କ: ଜିଡ଼ିପି ଅଭିବୃଦ୍ଧି ଆକଳନ ୬.୧ରୁ ୫ ପ୍ରତିଶତକୁ କମିଲା
ନୂଆଦିଲ୍ଲୀ,୫।୧୨: ଦେଶରେ ଉପଭୋକ୍ତାଙ୍କ ଉପରେ ମହଙ୍ଗା ମାଡ଼ ଜାରି ରହିଥିବାବେଳେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣି ଏକ ଝଟ୍କା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଜିଡ଼ିପି ଅଭିବୃଦ୍ଧି ହାର ନେଇ ପୂର୍ବରୁ କରିଥିବା...
ଜାମିନ୍ ମିଳିବାର ଦିନକ ପରେ ମୋଦି ସରକାରଙ୍କୁ ଘେରିଲେ ଚିଦାମ୍ବରମ୍: ଦେଶର ଜିଡ଼ିପି ୪.୫ ନୁହେଁ ୧.୫ ପ୍ରତିଶତ
ନୂଆଦିଲ୍ଲୀ,୫।୧୨: ଆଇଏନ୍ଏକ୍ସ୍ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ଙ୍କୁ ଜାମିନ୍ ମିଳିବାର ଗୋଟିଏ ଦିନ ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଛନ୍ତି। ଦେଶର ଅର୍ଥବ୍ୟବସ୍ଥା ନେଇ ସେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଜିଡ଼ିପି ନେଇ...
୧୯୮୪ ଶିଖ୍ଦଙ୍ଗାକୁ ରୋକାଯାଇ ପାରିଥାନ୍ତା: ମନମୋହନ
ନୂଆଦିଲ୍ଲୀ, ୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ୧୯୮୪ରେ ହୋଇଥିବା ଶିଖ୍ ଦଙ୍ଗାକୁ ରୋକାଯାଇ ପାରିଥାନ୍ତା। ଏନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କହିଛନ୍ତି। କଂଗ୍ରେସ ସଦସ୍ୟ ଇନ୍ଦ୍ରକୁମାର ଗୁଜରାଲ ତତ୍କାଳୀନ ସ୍ବରାଷ୍ଟ୍ର ମନ୍ତ୍ରୀ ନରସିଂହ ରାଓଙ୍କୁ...
ଡିଏମ୍କେରେ ଯୋଗଦେଲେ ତାମିଲନାଡୁ ଭାଜପା ଉପାଧ୍ୟକ୍ଷ
ଚେନ୍ନାଇ,୫।୧୨: ତାମିଲନାଡୁର ଭାରତୀୟ ଜନତା ପାର୍ଟି(ଭାଜପା) ଉପାଧ୍ୟକ୍ଷ ବିଟି. ଅରସକୁମାର ଗୁରୁବାର ଡିଏମ୍କେରେ ଯୋଗ ଦେଇଛନ୍ତି। ଡିଏମ୍କେ ଅଧ୍ୟକ୍ଷ ଏମ୍କେ ଷ୍ଟାଲିନଙ୍କ ଉପସ୍ଥିତିରେ ସେ ଅରିଭାଲୟମଠାରେ ଥିବା ଦଳର ମୁଖ୍ୟ କାର୍ଯ୍ୟାଳୟରେ ଡିଏମ୍କେରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ, ଅରସକୁମାର ଡିସେମ୍ବର...
ନିଜ କଳ୍ପନା ରାଇଜରେ ବଞ୍ଚୁଛନ୍ତି ମୋଦି, ଶାହ: ରାହୁଲ
ମାଲାପୁରମ,୫।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। ସେଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ମୋଦି ଓ ଶାହ ତାଙ୍କ କଳ୍ପନା ରାଇଜରେ ବଞ୍ଚୁଛନ୍ତି।...
କ୍ଷତାକ୍ତ ଯବାନଙ୍କ ସେବା ହିଁ ଦେଶସେବା
ସିକନ୍ଦରାବାଦ: ଶତ୍ରୁଙ୍କ କବଳରୁ ଦେଶକୁ ରକ୍ଷା କରିବାପାଇଁ କେବଳ ବନ୍ଧୁକ ଚଳାଇବା ନୁହେଁ, ଯୁଦ୍ଧକ୍ଷେତ୍ରରେ ଶତ୍ରୁଙ୍କ ଗୁଳିରେ ଆହତ ଯବାନଙ୍କ ସେବା ସୁଶ୍ରୂଷା କରିବା ମଧ୍ୟ ଦେଶସେବା। ଭାରତୀୟ ସ୍ଥଳସେନାରେ କାର୍ଯ୍ୟରତ ନାଏବ ସୁବେଦାର ଗୋପୁ ରାମଣା ରେଡ୍ଡୀ ଏହାକୁ...
Archives


