ଜାତୀୟ

ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ବେଟି ବଚାଓ-ବେଟି ପଢ଼ାଓ ବାର୍ତ୍ତା

ଗାନ୍ଧିନଗର,୪।୨: ସରକାର ବେଟି ବଚାଓ-ବେଟି ପଢ଼ାଓ ଯୋଜନା ଆରମ୍ଭ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଦେଶବ୍ୟାପି ଜାରି ରହିଛି। ଗୁଜରାଟ କଓ୍ବେଡ଼ିଆଠାରେ ଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ଲେଜର ଲାଇଟ୍‌ ମାଧ୍ୟମରେ ବେଟି ବଚାଓ-ବେଟି ପଢ଼ାଓ …

କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ନେତାମାନେ ତାଙ୍କୁ ଟାର୍ଗେଟ କରିଛନ୍ତି। ଏହାକୁ ନେଇ ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରା କେଜରିଓ୍ବାଲଙ୍କୁ କଟାକ୍ଷ କରିଛନ୍ତି। ସେହିଭଳି ମଧ୍ୟପ୍ରଦେଶର ପୂର୍ବତନ…

ଦିଲ୍ଲୀ ବିଧାନସଭା ନିର୍ବାଚନ: କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ,୪।୨:ଦିଲ୍ଲୀ ବିଧାନସଭା ନିର୍ବାନକୁ ନେଇ ପ୍ରଚାର ମଇଦାନରେ ଏବେ ଅଛନ୍ତି ସବୁ ଷ୍ଟାର ପ୍ରଚାରକ। ଏହି କ୍ରମରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁ ରାଜନୈତିକ ଦଳ ବଳ ଲଗାଇଛନ୍ତି। ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଅଧ୍ୟକ୍ଷ ଜେପି ନଡ୍ଡା…

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ବୟାନ ଦିଆଯାଇଛି। ଲୋକ ସଭାରେ ଏମ୍‌ପି ଚନ୍ଦନ ସିଂ ଏବଂ ନାଗେଶ୍ୱର ରାଓଙ୍କ ପକ୍ଷରୁ…

ତ୍ରିରଙ୍ଗା ପଗଡି, ତ୍ରିରଙ୍ଗା ମାଳ ପିନ୍ଧି ବିବାହ କଲେ ଦମ୍ପତି

ସମ୍ଭଲ, ୪।୨: ଉତ୍ତର ପ୍ରଦେଶର ସମ୍ଭଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଚନ୍ଦୌସିର ଜଣେ ବ୍ୟକ୍ତି ପରିବହନ ବିଭାଗରେ କାମ କରୁଥିବା ବେଳେ ସେ ତାଙ୍କ ପୁଅର ବିବାହ ନିଆରା ଢଙ୍ଗରେ କରିଛନ୍ତି। ଏଥିରେ ବର ତ୍ରିରଙ୍ଗାର ତିନି ରଙ୍ଗରେ…

ସିଆଚେନ୍‌-ଡୋକଲାମ୍‌ରେ ଭୋକରେ ରହୁଛନ୍ତି ଯବାନ: ମିଳୁନି ଖାଦ୍ୟ ପଦାର୍ଥ

ନୂଆଦିଲ୍ଲୀ,୪।୨: ଭାରତ-ଚାଇନା ସୀମାରେ ସମୁଦ୍ର ପତ୍ତନଠାରୁ ୯ ହଜାରରୁ ଅଧିକ ଫୁଟ ଉଚ୍ଚରେ ଦେଶ ସୁରକ୍ଷାରେ ସେନା ଯବାନ ମୁତୟନ ରହିଛନ୍ତି। ଏଠାରେ ଥିବା ସିଆଚେନ୍‌ ଏବଂ ଡୋକଲାମ ଆଦି ଦୁର୍ଗମ ଅଞ୍ଚଳରେ ସେନା ଯବାନଙ୍କୁ ଖାଦ୍ୟ ପଦାର୍ଥ ଠିକ୍‌ ସମୟରେ…

ଦିଲ୍ଲୀ ଜୟ ପାଇଁ ୨୪୦ ଏମ୍‌ପିଙ୍କୁ ଭାଜପାର କଡ଼ା ନିର୍ଦ୍ଦେଶ: ୪ ଦିନ ରହିବେ ବସ୍ତିରେ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରଙ୍କୁ ହାତେଇବା ପାଇଁ ଭାଜପା ପକ୍ଷରୁ ୨୪୦ ଏମ୍‌ପିଙ୍କ ଲାଗି କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଏମ୍‌ପିମାନେ ଆସନ୍ତା ୪ ଦିନ ଧରି ଦିଲ୍ଲୀରେ ରହିବାକୁ ହାଇକମାଣ୍ଡ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ବସ୍ତିକୁ…

ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ପାରିତ କଲା ଦେଶର ପ୍ରଥମ ଗାଁ

ଅହମ୍ମଦନଗର,୪।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ବିରୋଧରେ ମହାରାଷ୍ଟ୍ରର ଏକ ଗାଁରେ ପ୍ରସ୍ତାବ ପାରିତ ହୋଇଛି। ଅହମ୍ମଦନଗର ଜିଲାରେ ଥିବା ଇସ୍ଲାକ୍‌ ଗାଁରେ ଏଭଳି କରାଯାଇଛି। ଗାଁରେ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର୍‌)କୁ ମଧ୍ୟ ବିରୋଧ କରାଯାଇଛି। ଗାଁର…

ପାଖେଇ ଆସୁଛି ସମୟ: ଖୁବ୍‌ଶୀଘ୍ର ମୋଦି ସରକାରଙ୍କୁ ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିବାକୁ ପଡିବ

ନୂଆଦିଲ୍ଲୀ,୪।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରାୟ ୩ ମାସ ହେବ ସୁପ୍ରିମକୋର୍ଟ ରାୟ ଦେଇ ସାରିଛନ୍ତି। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା)ର ମୋଦି ସରକାର ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିପାରିଲେ ନାହିଁ। ଏବେ ରାମ ମନ୍ଦିର…

୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ସେନା ଯବାନଙ୍କୁ ପୋଷାକ-ଖାଦ୍ୟ ସାମଗ୍ରୀ ମିଳିବାରେ ହୋଇଥିଲା ଅନିୟମିତତା: ସିଏଜି ରିପୋର୍ଟ

ନୂଆଦିଲ୍ଲୀ,୪।୨: ଦେଶର ସୁରକ୍ଷା ସେନା ଯବାନଙ୍କ ହାତରେ ରହିଛି। ତେବେ ସେମାନଙ୍କୁ ମଧ୍ୟ ୩ ବର୍ଷ ଧରି ନିୟମିତ ପୋଷାକ ଏବଂ ଆବଶ୍ୟକ ଖାଦ୍ୟ ସାମଗ୍ରୀ ମିଳୁ ନାହିଁ। ଏନେଇ ସିଏଜିଙ୍କ ପକ୍ଷରୁ ଲୋକ ସଭାରେ ଉପସ୍ଥାପନ ହୋଇଥିବା ରିପୋର୍ଟରେ ପ୍ରକାଶ…

ଅସୁସ୍ଥତା କାରଣରୁ ନିର୍ବାଚନ ରାଲିରେ ଯୋଗ ଦେଇ ନ ପାରନ୍ତି ସୋନିଆ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ୫ ଫେବୃୟାରୀରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ହେଲେ ସୋନିଆ ଅସୁସ୍ଥ ଥିବାରୁ ତାଙ୍କର ଏହି ରାଲିକୁ ବନ୍ଦ କରାଯାଇପାରେ ବୋଲି କୁହାଯାଉଛି। ମଙ୍ଗଳବାର…

ସ୍କୁଲରେ କନ୍ନଡ଼ ଭାଷାରେ କଥା ହେଲେ ଦେବାକୁ ପଡ଼ିବ ୧୦୦ ଟଙ୍କା ଜରିମାନା

ବେଙ୍ଗାଲୁରୁ,୪।୨: କର୍ନାଟକର ବେଙ୍ଗାଲୁରୁରେ ଏକ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ କନ୍ନଡ଼ ଭାଷାରେ କଥା ନ ବେହାକୁ ବାରଣ କରାଯାଇଛି। ଏହାର ଉଲ୍ଲଂଘନ କଲେ ୧୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ସ୍କୁଲ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ପ୍ରଥମ ଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri