କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭାଇଜାଗ,୭।୫: ଆନ୍ଧ୍ରପ୍ରଦେଶର ଭାଇଜାଗରେ ଥିବା ଏଲ୍ଜି ପଲିମର୍ସରେ ଗୁରୁବାର ସକାଳୁ ହୋଇଥିବା ଗ୍ୟାସ ଲିକ୍ ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ ଜଗନ ମୋହର ରେଡ୍ଡୀ କିଙ୍ଗ ଜର୍ଜ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି। ଏହି ସମୟରେ…
କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୭।୫: କରୋନା ମହାମାରୀ ସହ ଲଢିବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଏମାନେ ସାଧାରଣ ଜନତାକୁ ଘରେ ସୁରକ୍ଷିତ ରଖିବାକୁ ଯାଇ ଦିନ ରାଜି ରାଜରାସ୍ତାରେ ଜଗି ବସୁଛନ୍ତି। ଏମିତି ଜଣେ ଯୋଦ୍ଧା ହେଉଛନ୍ତି ଦିଲ୍ଲୀ ପୋଲିସରେ କାର୍ଯ୍ୟରତ ଥିବା କନଷ୍ଟେବଳ…
ସପ୍ତାହକ ମଧ୍ୟରେ କେରଳ ଫେରିବେ ୨୧୫୦ ପ୍ରବାସୀ: ଅର୍ଥନୀତି ହେବ ପ୍ରଭାବିତ
କୋଚି,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍ଡାଉନ୍ ଯୋଗୁ ବନ୍ଦ ରହିଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଥିବା କେରଳ ବାସିନ୍ଦା ଘରବାହୁଡ଼ିବା ଲାଗି ପଞ୍ଜିକରଣ କରିଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ ୨୧୫୦…
ଲକ୍ଡାଉନ୍ ହୋଇ ନ ଥିଲେ ଦେଶରେ ୪ ଲକ୍ଷରୁ ଅଧିକ ହୋଇଥାନ୍ତେ କରୋନା ସଂକ୍ରମିତ: ୩୪ ହଜାର ଟପିଥାନ୍ତା ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍ଡାଉନ୍ ଜାରି ହୋଇଛି। ଯଦି ଲକ୍ଡାଉନ୍ ଘୋଷଣା ହୋଇ ନ ଥାନ୍ତା, ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷରୁ ଅଧିକ ହୋଇଥାନ୍ତା। ସେହିପରି ମୃତକଙ୍କ ସଂଖ୍ୟା…
ମୁମ୍ବାଇରେ ୨୫୦ ପୋଲିସ କରୋନା ସଂକ୍ରମିତ
ମୁମ୍ବାଇ,୭।୫: କରୋନା ସଂକ୍ରମଣରେ ଭାରତ ହଟ୍ସ୍ପଟ ପାଲଟି ଯାଇଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ପଜିଟିଭ ରହିଛନ୍ତି। ଏହା ଦେଶବାସୀଙ୍କ ପାଇଁ ଯେତିକି ଚିନ୍ତାର କାରଣ ପାଲଟିଛି ତା’ଠାରୁ ଅଧିକ ଚିନ୍ତାର ବିଷୟ ପାଲଟିଛି ମହାରାଷ୍ଟ୍ରରେ ପାଖାପାଖି ୨୫୦ ପୋଲିସ କରୋନାରେ…
ଗ୍ରୀନ୍ଜୋନ୍ରେ ରାତିରେ ଖୋଲିବ ଫିଲ୍ମହଲ୍-ଶପିଂମଲ୍ !
ନୂଆଦିଲ୍ଲୀ,୭।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି କରାଯାଇଛି। ଏହାଯୋଗୁ ଫିଲ୍ମହଲ୍, ଶପିଂମଲ୍, ରିଟେଲ୍…
ଅପରେଶନ୍ ସମୁଦ୍ର ସେତୁ: ଭାରତୀୟଙ୍କୁ ଆଣିବା ଲାଗି ମାଳଦ୍ୱୀପରେ ପହଞ୍ଚିଲା ଆଇଏନ୍ଏସ୍ ଜଲଶ୍ୱା
ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଯୋଗୁ ପୃଥବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍ ସମୁଦ୍ର ସେତୁ ଅଭିଯାନ ଆରମ୍ଭ ହୋଇଛି।…
ଘରେଥିବା ସଜ୍ଞାହୀନ ଲୋକଙ୍କୁ କବାଟ ଭାଙ୍ଗି ଉଦ୍ଧାର କରାଯାଉଛି
ଭାଇଜାଗ,୭।୫: ଆନ୍ଧ୍ରପ୍ରଦେଶର ଭାଇଜାଗରେ ଥିବା ଏଲ୍ଜି ପଲିମର୍ସରେ ଗୁରୁବାର ସକାଳୁ ହୋଇଥିବା ଗ୍ୟାସ ଲିକ୍ ପରେ ସେଠାକାର ଆଖପାଖରେ ଥିବା ହଜାର ହଜାର ଲୋକ ଅସୁସ୍ଥ ହୋଇ ପଡିଛନ୍ତି। ଏମିତିକି ସେହି ଅଞ୍ଚଳର ପାଖାପାଖି ଥିବା ଲୋକେ ଘର ଭିତରେ ଥାଇ…
କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ଘଟଣାକୁ ନେଇ ଏନ୍ଡିଏମ୍ଏର ବୈଠକ ଡାକିଲେ ମୋଦି
ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଗୁରୁବାର ସକାଳେ ହୋଇଥିବା କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍ଡିଏମ୍ଏ) ଅଧିକାରୀଙ୍କର ଏକ ବୈଠକ ଡାକିଛନ୍ତି। ଏହି ବୈଠକରେ ମୋଦିଙ୍କ ସହ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ…
କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ ଜଗନ ମୋହନ ରେଡ୍ଡୀଙ୍କ ସହ କଥା ହୋଇଛନ୍ତି। ଏହାସହ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଓ ନ୍ୟାଶନାଲ…
କରୋନାର କରୁଣ ଦୃଶ୍ୟ: ମୃତଦେହ ଥିବା ବେଡ୍ ନିକଟରେ ଶୋଇ ଚିକିତ୍ସିତ ହେଉଛନ୍ତି ସଂକ୍ରମିତ
ମୁମ୍ବାଇ,୭।୫:ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହେଉଛି। ଫଳରେ ମୃତଦେହ ରହିଥିବା ଓ୍ବାର୍ଡରେ ମଧ୍ୟ ସଂକ୍ରମିତଙ୍କୁ ଚିକିତ୍ସା କରାଯାଉଛି। ଏଭଳି ଏକ…
ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୭।୫: ସାରା ବିଶ୍ୱରେ କରୋନା ମହାମାରୀ ଏବେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କୁ ସାରା ବିଶ୍ୱ ସମ୍ମାନ କରୁଛି। ଏହି କ୍ରମରେ ଗୁରୁବାର ବୁଦ୍ଧ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି।…
Archives


