ଲକ୍ଡାଉନ୍ ପରେ କାର୍ଯ୍ୟରେ ଯୋଗଦେବାକୁ ଚାହାନ୍ତି ୯୩% କର୍ମଚାରୀ: ୫୯% ସ୍ବାସ୍ଥ୍ୟ ସଚେତନକୁ ଦେଉଛନ୍ତି ଗୁରୁତ୍ୱ
ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଗତ ମାର୍ଚ୍ଚ ୨୫ରୁ ସାରାଦେଶରେ ଲକ୍ଡାଉନ ଜାରି ରହିଛି। ଏହା ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଲକ୍ଡାଉନ ଯୋଗୁ ଅତ୍ୟାବଶ୍ୟକ ସେବାକୁ ଛାଡ଼ିଦେଲେ ପ୍ରାୟ ସବୁ ଅନୁଷ୍ଠାନ ବନ୍ଦ ରହିଛି। କର୍ମକ୍ଷେତ୍ର ଏକପ୍ରକାର…
କେମିକାଲ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ମୃତ, ୫ହଜାର ଅସୁସ୍ଥ
ବିଶାଖାପଟନମ,୭।୫: ଆନ୍ଧ୍ର ପ୍ରଦେଶର ଭାଇଜାକରେ ଥିବା ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ଗ୍ୟାସ୍ ଲିକ୍ ହେବା ପରେ ସକାଳ ୧୦ଟା ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ହଜାର ଲୋକ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। ମୃତକଙ୍କ…
ଯୋଧପୁରରେ ୩୦ ଯବାନଙ୍କୁ କରୋନା
ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍ଏଫ୍ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର ସମ୍ପୂର୍ଣ୍ଣ କମ୍ପାନୀକୁ ସୋମବାର ବିମାନରେ ଯୋଧପୁର ନିଆଯାଇ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ବୁଧବାର ନମୁନା ପରୀକ୍ଷାରୁ…
ପଶ୍ଚିମବଙ୍ଗ: ୨ ଦିନରେ ୮୦ ମୃତ
କୋଲକାତା,୭ା୫: ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୪କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁହାର ଏଠାରେ ସର୍ବାଧିକ ରହିଛି। ଗତ ଦୁଇଦିନରେ ଏହି ରାଜ୍ୟରେ ୮୦ରୁ ଅଧିକ ଲୋକ କୋଭିଡ୍-୧୯ରେ ପ୍ରାଣ ହରାଇଲେଣି। ମଙ୍ଗଳବାର ୭୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ସେମାନଙ୍କଠାରେ ଅନ୍ୟାନ୍ୟ ରୋଗ…
କର୍ନାଟକର କୋଭିଡ୍ ମୁକାବିଲା : ୧୬୧୦ କୋଟିର ପ୍ୟାକେଜ୍ ଘୋଷଣା
ବେଙ୍ଗାଲୁରୁ,୭ା୫(ପି.ଟି.): ଲକ୍ଡାଉନ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଲୋକମାନଙ୍କ ସହାୟତା ଲାଗି କର୍ନାଟକ ସରକାର ବୁଧବାର ୧୬୧୦ କୋଟି ଟଙ୍କାର ରିଲିଫ୍ ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର କୃଷକ, ଫୁଲଚାଷୀ, ଧୁଲେଇ କର୍ମଚାରୀ, ଅଟୋରିକ୍ସା ଓ ଟ୍ୟାକ୍ସି ଚାଳକ, ଏମ୍ଏସ୍ଏମ୍ଇ,…
୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସବୁଠାରୁ ବଡ଼କଥା ହେଲା ଗତ ୨୪ ଘଣ୍ଟା ମଧ୍ୟରେ ୨,୯୩୪ ନୂଆ…
ପାକ୍ ରଚୁଛି ସାଂଘାତିକ ଷଡ଼ଯନ୍ତ୍ର
ନୂଆଦିଲ୍ଲୀ,୭ା୫: ସାରା ବିଶ୍ୱ ଏବେ ଭୟଙ୍କର ମହାମାରୀ କୋଭିଡ୍-୧୯ ବିରୋଧରେ ଲଢ଼ୁଥିବା ବେଳେ ପାକିସ୍ତାନର ଏଥିପ୍ରତି ଭ୍ରୂକ୍ଷେପ ନାହିଁ। ଏହା ଜମ୍ମୁ-କଶ୍ମୀରରେ ଅସ୍ଥିରତା ସୃଷ୍ଟି ଲାଗି ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। ପାକ୍ ସୈନ୍ୟ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ…
ବକେୟା ବିଜ୍ଞାପନ ଦେୟ ପୈଠ କଲେ ଗୁଜରାଟ ସରକାର
ମୁମ୍ବାଇ,୭ା୫: କୋଭିଡ୍-୧୯ ମହାମାରୀ ଯୋଗୁ ଦେଶର ଖବରକାଗଜ ଶିଳ୍ପ ମାସିକ ୨୦୦୦ କୋଟି ଟଙ୍କା କ୍ଷତି ସହୁଛି। ଏପରି ସମୟରେ ଗୁଜରାଟ ସରକାର ମାର୍ଚ୍ଚ ମାସ ପର୍ଯ୍ୟନ୍ତ ସମସ୍ତ ବକେୟା ବିଜ୍ଞାପନ ଦେୟ ପୈଠ କରିବା ସେଠାର ଛାପା ଗଣମାଧ୍ୟମ ପାଇଁ…
କଷଟି ପଥରରେ ସଂଘୀୟ ସହଯୋଗିତା
ନୂଆଦିଲ୍ଲୀ,୭ା୫: ମହାମାରୀ କରୋନାର ପ୍ରଭାବ ସାରା ବିଶ୍ୱରେ ଦେଖିବାକୁ ମିଳିଛି। ଅଦ୍ୟାବଧି ୧୧୨ ରାଷ୍ଟ୍ରରେ ଆତଙ୍କ ସୃଷ୍ଟି କରିଥିବା ଏହି ଘାତକ ଭୂତାଣୁ ୩.୫ ନିୟୁତ ଲୋକଙ୍କୁ ସଂକ୍ରମିତ କରିସାରିଲାଣି। ଆକ୍ରାନ୍ତଙ୍କ ମଧ୍ୟରୁ ୩୩% ଆମେରିକାର ହୋଇଥିବାବେଳେ ୟୁରୋପରେ ୪୨% ଓ…
ଲକ୍ଡାଉନ ୩.୦: ଖୁବ୍ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ
ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାନରେ କେତେକ କଟକଣାକୁ କୋହଳ କରାଯାଇଛି। ଏହିକ୍ରମରେ ଯାତାୟାତ ପାଇଁ ଖୁବ୍ଶୀଘ୍ର ସର୍ବସାଧାରଣ ପରିବହନକୁ…
ଦିଲ୍ଲୀ ମରକଜରେ ସାମିଲ ହୋଇଥିବା ହଜାରେ କରୋନା ସଂକ୍ରମିତ ସୁସ୍ଥ
ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନିଜାମୁଦ୍ଦିନ ସ୍ଥିତ ତବଲିଘି ଜମାତ ସହ ଜଡ଼ିତ ଥିବା ଲୋକଙ୍କୁ ନେଇ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ତବଲିଘି ଜମାତ ସହ ଜଡ଼ିତ ଥିବା ପ୍ରାୟ ୧ହଜାର କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇଥିବା ନେଇ ବୁଧବାର…
କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍, ୫ଲକ୍ଷ ଜରିମାନା
ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ ଜନସ୍ବାସ୍ଥ୍ୟ ଏବଂ ମହାମାରୀ ରୋଗ ନିୟନ୍ତ୍ରଣ ଅଧ୍ୟାଦେଶ-୨୦୨୦କୁ ମଞ୍ଜୁରି ପ୍ରଦାନ କରାଯାଇଛି। ଏହି ନୂଆ…
Archives


