ଜାତୀୟ

ପଙ୍ଗପାଳ ଦମନ କରିବାକୁ ମୁତୟନ ହେବ ବାୟୁସେନା ହେଲିକପ୍ଟର

ନୁଆଦିଲ୍ଲୀ,୮।୬: ପାକିସ୍ତାନରୁ ଭାରତ ଆସିଥିବା ପଙ୍ଗପାଳ ଏବେ ଚିନ୍ତା ବଢାଇ ଚାଲିଛନ୍ତି। ଏହାକୁ ଦମନ କରିବାକୁ ଏବେ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ମୁତୟନ କରାଯିବ। କୃଷି ବିଭାଗ ପଙ୍ଗପାଳଙ୍କ ମୁକାବିଲା ପାଇଁ ୟୁରୋପୀୟ ସଂଘରୁ କେମିକାଲ ଓ ଉପକରଣ ମଗାଇଛନ୍ତି।…

ଶ୍ରମ ମନ୍ତ୍ରଣାଳୟ, ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ କାୟା ବିସ୍ତାର କରି ଚାଲିଛି। ସ୍ବାସ୍ଥ ଓ ପ୍ରତିରକ୍ଷା ମନ୍ତ୍ରଣାଳୟ ପରେ ଏବେ ଶ୍ରମ ମନ୍ତ୍ରଣାଳୟ ଓ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଶ୍ରମ ମନ୍ତ୍ରଣାଳୟର ୧୧ କର୍ମଚାରୀ କରୋନାରେ…

ଲକ୍‌ଡାଉନ୍‌ରେ ଯୌଥ ପରିବାରରେ କମ୍‌ ମାନସିକ ଦୁଶ୍ଚିନ୍ତା: ଲୋକେ ପ୍ରତିଦିନ ବ୍ୟବହାର କରୁଛନ୍ତି ୧୮ ହଜାର ଟିବି ଡାଟା

ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଧୀରେଧୀରେ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌ ଆରମ୍ଭ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ଏକୁଟିଆ ରହୁଥିବା ପରିବାର ସଦସ୍ୟ ଅଧିକ…

କରୋନା ଲକ୍ଷଣ ଅନୁଭବ କରିବାରୁ ହୋମ୍‌ ଆଇସୋଲେଶନରେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜ୍ୱର ଓ ଗଳାରେ ଦରଜ ଅନୁଭବ କରିବାରୁ ଏବେ ତାଙ୍କର କରୋନା ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି। ସୋମବାରଠାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଛନ୍ତି। ମଙ୍ଗଳବାର ଅପରାହ୍ନ ପର୍ଯ୍ୟନ୍ତ ଥିବା ତାଙ୍କର…

କୋଭିଡ-୧୯ ପାଇଁ ଚଳିତ ବର୍ଷ ହେବନାହିଁ ଜନଗଣନା

ନୂଆଦିଲ୍ଲୀ,୮।୬: ଚଳିତ ବର୍ଷ ଏପ୍ରିଲ-ସେପ୍ଟେମ୍ବରରେ ହେବାକୁ ଥିବା ଜନଗଣନା, ହାଉସ ଲିଷ୍ଟିଂ ଓ ଏନ୍‌ପିଆର୍‌କୁ ଏବେ ସ୍ଥଗିତ ରଖାଯାଇଛି। ତେବେ ଜୁନ୍‌ ମାସ ପରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ପ୍ରକ୍ରିୟାକୁ ଆରମ୍ଭ କରାଯାଇ ପାରିବ କି…

ଖୋଲିଲା ଦିଲ୍ଲୀ ସୀମା

ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ଦେଖି ଦିଲ୍ଲୀ-ନଏଡା ସୀମାକୁ ଗୋଟିଏ ସପ୍ତାହ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସୋମବାର ଏହି ସୀମାକୁ ଖୋଲି ଦିଆଯାଇଛି। ଏହାଦ୍ୱାରା ଦିଲ୍ଲୀ ନଏଡା ମଧ୍ୟରେ ସିଧାସଳଖ ଯାତ୍ରା ଆରମ୍ଭ ହୋଇଥିବାରୁ…

ଭୂକମ୍ପ ପ୍ରବଣ ଜୋନ୍‌ରେ ରାଜଧାନୀ ଦିଲ୍ଲୀ: ୮୦ ପ୍ରତିଶତ କୋଠା ଅସୁରକ୍ଷିତ

ଦେଶର ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍‌ରେ ରହିଛି। ଏଠାରେ ଗତ ୨ ମାସ ମଧ୍ୟରେ ୧୫ଥର କମ୍‌ ତୀବ୍ରତାଯୁକ୍ତ ଭୂକମ୍ପ ହୋଇସାରିଛି। ଏବେ ଏହାକୁ ନେଇ ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଛି। ସୋମବାର ଏଠାରେ ୨.୧ ତୀବ୍ରତାଯୁକ୍ତ ଭୂକମ୍ପ ହୋଇଛି। ଏହାର କେନ୍ଦ୍ର…

ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି ଅନୁସାରେ ରୁଦ୍ରାଭିଷେକ ସମାରୋହ ଆୟୋଜନ କରାଯିବା ପରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ…

ସୀମାକୁ ନେଇ ଶାହାଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୮।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଥିଲେ ଦେଶର ସୀମା ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଛି। ଏହାକୁ ନେଇ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶାହାଙ୍କୁ ଟାର୍ଗେଟ…

କରୋନାରେ ଜଣେ ସିଆରପିଏଫ୍‌ ଯବାନ ମୃତ

ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍‌ ସଂକ୍ରମଣରେ ଜଣେ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ ମାମଲା। ଏହାପୂର୍ବରୁ କେନ୍ଦ୍ରଶାସିତ ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ କୌଣସି ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇ…

ଶୋପିଆନ ଏନ୍‌କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର

ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି ସୂଚନା ମିଳିଛି। ଏମାନେ ୨୦୧୮ ମସିହାରୁ ଉକ୍ତ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିଲେ।…

ଖୋଲିଲା ବିଭିନ୍ନ ରାଜ୍ୟର ଧାର୍ମିକ ଅନୁଷ୍ଠାନ

ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ଆଦି ସମସ୍ତ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ଦୀର୍ଘ ପାଖାପାଖି ୨ ମାସ ବନ୍ଦ ରହିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?