ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ବିନୟଙ୍କ କ୍ଷମା ଆବେଦନ
ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମାଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଖାରଜ କରି ଦେଇଛନ୍ତି। ଏବେ ଏହି ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଶୁକ୍ରବାର ସୁପ୍ରିମକୋର୍ଟ…
ଫେରିଯିବେ ଜହ୍ଲାଦ ପବନ!
ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଶନିବାର ଫାଶୀ ଦେବାର ତାରିଖ ନିର୍ଦ୍ଧାରଣ କରାଯାଇଥିଲା। ହେଲେ କେତେକ ନ୍ୟାୟିକ ବ୍ୟବସ୍ଥା ଯୋଗୁ ଏବେ ଏହାକୁ ସ୍ଥଗିତ ରଖାଯାଇଛି। ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ତିହାର ଜେଲରେ ପହଞ୍ଚିଥିବ…
ଚାଇନାରୁ ଫେରିଲା ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୧।୨: ଚାଇନାର ଉହାନରୁ ଫେରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଶନିବାର ସକାଳେ ନୂଆଦିଲ୍ଲୀରେ ପହଞ୍ଚିଛି। ଏଥିରେ ୩୨୪ ଭାରତୀୟ ଚାଇନାରୁ ସ୍ବଦେଶ ଫେରିଛନ୍ତି। ଏମାନଙ୍କ ଭିତରେ ୩ ଶିଶୁ ଓ ୧୧ ଛାତ୍ର ରହିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା…
ବଦଳିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାଞ୍ଚା
ନୂଆଦିଲ୍ଲୀ,୧ା୨(ଆଇଏଏନ୍ଏସ୍): ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍ଇଏ)ର ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏଥିରେ ଢାଞ୍ଚାଗତ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ ଏମ୍ଇଏର ବିକେନ୍ଦ୍ରୀକରଣ କରାଯିବ। କନ୍ସୁଲାର ସେବାଗୁଡ଼ିକରେ ଭିନ୍ନ ଭିନ୍ନ ବ୍ୟବସ୍ଥା…
ଭାରତରେ ‘କରୋନା’ ଛନକା
ନୂଆଦିଲ୍ଲୀ, ୧ା୨(ପି.ଟି.): ଭାରତରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ୬ ସନ୍ଦିଗ୍ଧଙ୍କୁ ଚିକିତ୍ସା ଲାଗି ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେରଳରେ ୧୦୫୩ ଜଣ ବ୍ୟକ୍ତିଙ୍କୁ ଅବ୍ଜରଭେଶନରେ ରଖାଯାଇଛି। ଦିଲ୍ଲୀର ରାମ୍ ମନୋହର ଲୋହିଆ ହସ୍ପିଟାଲର ସ୍ବତନ୍ତ୍ର…
ଦିଲ୍ଲୀବାସୀଙ୍କୁ ବିଶୁଦ୍ଧ ଜଳ, ଛାତ୍ରୀଙ୍କୁ ଇ-ସ୍କୁଟର
ନୂଆଦିଲ୍ଲୀ, ୧ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଆଉ ୮ ଦିନ ବାକି ଥିବାବେଳେ ଭାଜପା ପକ୍ଷରୁ ଶୁକ୍ରବାର ଲୋଭନୀୟ ପ୍ରତିଶ୍ରୁତି ଦିଆଯାଇଛି। ନିର୍ବାଚନୀ ଇସ୍ତାହାରରେ ଭାଜପା ପ୍ରତ୍ୟେକ ଦିଲ୍ଲୀବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଓ ଉଚ୍ଚ ମାଧ୍ୟମିକ ଶିକ୍ଷାରେ ପଢ଼ୁଥିବା ଆର୍ଥତ୍କ…
ଅଘୋଷିତ ଡ୍ରୋନ୍ ଉଡ଼ାଇଲେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧ା୨: ଦେଶର ୨୦,୦୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍ ବ୍ୟବହାରକାରୀ ସରକାରଙ୍କ ନିକଟରେ ପଞ୍ଜୀକୃତ ହୋଇଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ପୋର୍ଟାଲରେ ପ୍ରାୟ ୧୫ ଦିନ ଧରି ଚାଲିଥିବା ଏହି ପଞ୍ଜୀକରଣ କାର୍ଯ୍ୟ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଏଣିକି ଓ୍ବାନ୍ ଟାଇମ୍…
ବିରୋଧୀଙ୍କୁ ମୁକାବିଲା କର
ନୂଆଦିଲ୍ଲୀ,୧ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ତାଙ୍କ ସରକାର ରକ୍ଷାତ୍ମକ ଅନୁଭବ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍ଡିଏ ବୈଠକରେ କହିଛନ୍ତି। ପାର୍ଲାମେଣ୍ଟରେ ସିଏଏକୁ ଦୃଢ଼ ସମର୍ଥନ କରିବା ଲାଗି ସେ ଏନ୍ଡିଏ ନେତାମାନଙ୍କୁ…
ସିଏଏକୁ ରାଷ୍ଟ୍ରପତିଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧ା୨(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର କେନ୍ଦ୍ରୀୟ ହଲ୍ରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ଅବସରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ଐତିହାସିକ ବୋଲି କହିଛନ୍ତି। ଏହା ମହାତ୍ମା…
ଶୁଟରଙ୍କୁ ଜାମିଆ ଛାତ୍ର କହିଥିଲେ, ଆସ କଥା ହେବା
ନୂଆଦିଲ୍ଲୀ, ୧ା୨ : ଦିଲ୍ଲୀର ଜାମିଆ ମିଲିଆ ଇସ୍ଲାମିଆ ୟୁନିଭର୍ସିଟି ନିକଟରେ ଗୁରୁବାର ଗୁଳିକାଣ୍ଡ ଘଟାଇଥିବା ନାବାଳକ ରାମଭକ୍ତ ଗୋପାଳଙ୍କୁ ଆକ୍ରମଣର ଶିକାର ହେବା ପୂର୍ବରୁ ଛାତ୍ର ଶାଦାବ ନଜାର କହିଥିଲେ, ରହିଯାଅ। ଆସ ବସି କଥା ହେବା। ହେଲେ ରାମଭକ୍ତ…
କେଜରିଓ୍ବାଲ ଯମୁନାରେ ବୁଡ ପକାଇଲେ ଏହା ସଫା ହୋଇଯିବ: ଶାହା
ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକମାନେ ଏବେ ଦିଲ୍ଲୀର ଶାସକ ଆମ ଆଦମୀ ପାର୍ଟି(ଏଏପି) ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା…
ଚାଇନାରେ ପହଞ୍ଚିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୩୧।୧: ଚାଇନାରେ ଥିବା ଭାରତୀୟଙ୍କୁ ଆଣିବା ଲାଗି ଶୁକ୍ରବାର ସକାଳୁ ନୂଆଦିଲ୍ଲୀରୁ ଯାତ୍ରା କରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଚାଇନାର ଉହାନ ସହରରେ ପହଞ୍ଚିଥିବା ଜଣାପଡିଛି। କରୋନା ଭୂତାଣୁ ସେଠାରେ ମହାମାରୀ ରୂପ ନେଇଥିବା ବେଳେ ସେଠାରେ ଥିବା ଭାରତୀୟଙ୍କୁ…
Archives


