ହୋଟେଲ ଛାଡିବେ ବିଧାୟକ
ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଉଦ୍ଧବ ଠାକରେଙ୍କ ସରକାର ଆସ୍ଥା ଭୋଟରେ ଜିତିବା ପରେ ରବିବାର ମଧ୍ୟ ବାଚସ୍ପତି ନିର୍ବାଚନ ସରିଛି। ଏଥିରେ କଂଗ୍ରେସ ନେତା ନାନା ପାଟୋଲେ ନିର୍ବିରୋଧରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଏବେ କୁହାଯାଉଛି କି ଶିବସେନା,...
କଂଗ୍ରେସକୁ ମିଳିଲା ବାଚସ୍ପତି ଆସନ
ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ କଂଗ୍ରେସ ନେତା ନାନା ପାଟୋଲେ ବସିଛନ୍ତି। ନିର୍ବିରୋଧରେ ସେ ଏହି ଆସନ ପାଇଛନ୍ତି। ସୂଚନାଯୋଗ୍ୟ, ପ୍ରଇମେ ବାଚସ୍ପତି ପଦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ...
ପୁଅ ବାହାଘରରେ ଉଡ଼ାଗଲା ୯୦ ଲକ୍ଷ ଟଙ୍କାର ନୋଟ୍
ଜାମନଗର,୧।୧୨: ଗୁଜରାଟ ଜାମନଗରରେ ପୁଅ ବାହାଘରରେ ୯୦ ଲକ୍ଷ ଟଙ୍କାର ନୋଟ୍ ଉଡ଼ାଯାଇଛି। ସ୍ଥାନୀୟ କୁନଡ ଗାଁରେ ଜାଡ଼େଜା ପରିବାର ପକ୍ଷରୁ ଏଭଳି କରାଯାଇଛି। ବର ବେଶରେ ଋଷିରାଜ ଜାଡ଼େଜା ହେଲକପ୍ଟରରେ ଚେଲା ଗଁାରେ କନ୍ୟା ଘରେ ପହଞ୍ଚିଥିଲେ। ଉଡ଼ାଯାଇଥିବା...
ବାଚସ୍ପତି ନିର୍ବାଚନରେ ଭାଗ ନେବନାହିଁ ଭାଜପା
ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଆସ୍ଥା ଭୋଟରେ ଉଦ୍ଧବ ଠାକରେ ବାଜି ମାରିଲେ ସତ। ହେଲେ ରବିବାର ପୁଣି ଏକ ପରୀକ୍ଷା ଦେବେ ଉଦ୍ଧବ। ରବିବାର ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ହେଲେ ଏଥିରେ ଭାରତୀୟ ଜନତା...
ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟିଙ୍କ ପରଲୋକ
ମୁମ୍ବାଇ,୧।୧୨: ବଲିଉଡ୍ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ମା’ ବିଟ୍ଟି କାପାଡିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିବା ବେଳେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିଛିଦିନ ପୂର୍ବରୁ ବିଟ୍ଟି, ଅକ୍ଷୟ...
ହରିୟାଣାରେ ୫ ହଜାର କୋଟିର ଖଣି ଦୁର୍ନୀତି ଅଭିଯୋଗ
ଚଣ୍ଡିଗଡ଼, ୧ା୧୨(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ...
ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ
ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍ ଗ୍ଲାସିୟର୍ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ...
ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ
ହାଇଦ୍ରାବାଦ, ୧ା୧୨ (ଆଇଏଏନ୍ଏସ୍): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମାମଲା ରୁଜୁ କରିବାରେ ବିଳମ୍ବ କରିଥିବା ୩...
ପାକିସ୍ତାନକୁ ଭାରତ ଓ ଜାପାନର ଆହ୍ବାନ: ଆତଙ୍କବାଦକୁ ଲଗାମ ଦିଅ
ନୂଆଦିଲ୍ଲୀ,୧ା୧୨: ପାକିସ୍ତାନରେ ଥିବା ଆତଙ୍କବାଦୀ ନେଟଓ୍ବର୍କ ଆଞ୍ଚଳିକ ସୁରକ୍ଷା ପ୍ରତି ବିପଦ ବୋଲି ଭାରତ ଓ ଜାପାନ ଏକ ମିଳିତ ବିବୃତିରେ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ଇସ୍ଲାମାବାଦ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ଦୁଇ ରାଷ୍ଟ୍ର ଆହ୍ବାନ...
ହିମସ୍ଖଳନ: ୨ ଯବାନ ଶହୀଦ
ଶ୍ରୀନଗର,୩୦ା୧୧(ପି.ଟି.) : କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍ ଗ୍ଲାସିୟର୍ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ...
ଖଟ୍ଟର ସରକାରଙ୍କ ବିରୋଧରେ କଂଗ୍ରେସର ଖଣି ଦୁର୍ନୀତି ଅଭିଯୋଗ
ଚଣ୍ଡିଗଡ଼, ୩୦ା୧୧(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ...
ଝାଡ଼ଖଣ୍ଡରେ ୬୩% ମତଦାନ: ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍
ରାଞ୍ଚି, ୩୦ା୧୧ : ଝାଡ଼ଖଣ୍ଡ ବିଧାନସଭା ଲାଗି ହେଉଥିବା ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ଏହି ନିର୍ବାଚନରେ ମତଦାନ ହାର ୬୨.୮୭ ପ୍ରତିଶତ ରହିଛି। ପ୍ରଥମ ପର୍ଯ୍ୟାୟରେ ୬ ଜିଲାରେ...
Archives


