ଜାତୀୟ

ଜାମିଆ ଗୁଳିକାଣ୍ଡ ଭଳି କାର୍ଯ୍ୟକୁ ସହ୍ୟ କରାଯିବନି : ଶାହ

ନୂଆଦିଲ୍ଲୀ,୩୦।୧: ଜାମିଆ ଗୁଳିକାଣ୍ଡ ଭଳି ଘଟଣାକୁ କେବେ ବି ସହ୍ୟ କରାଯିବନି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ କହିଛନ୍ତି। ଏସମ୍ପର୍କରେ ଶାହ ଟୁଇଟ୍‌ କରି ଜଣାଇଛନ୍ତି। ଗୁଳିକାଣ୍ଡ ଘଟଣା ସମ୍ପର୍କରେ ଦିଲ୍ଲୀ ପୋଲିସ…

ଭାଜପାରେ ଫାଟ: ଏମ୍‌ପି-ମନ୍ତ୍ରୀଙ୍କ କଳିରୁ ପୋଲ ଉପର ଦେଇ ଯାତାୟାତ ବନ୍ଦ

କାନପୁର,୩୦।୧: ଉତ୍ତରପ୍ରଦେଶ ଭାଜପାରେ ଫାଟ ସୃଷ୍ଟି ହୋଇଛି। ଏମ୍‌ପି ସତ୍ୟଦେବ ପଚୌରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍‌ ମନ୍ତ୍ରୀ ସତିଶ ମହାନାଙ୍କ ମଧ୍ୟରେ ଲାଗି ରହିଥିବା କଳି ଯୋଗୁ ଏବେ କାନପୁରରେ ନିର୍ମିତ ହୋଇଥିବା ପୋଲ ଉପର ଦେଇ ଯାତାୟାତ…

ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ସମସ୍ତଙ୍କ ମତାମତ ଜରୁରୀ କହିଲେ ମୋଦି

ନୂଆଦିଲ୍ଲୀ,୩୦।୧: ଜାନୁୟାରୀ ୩୧ଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଦେଶର ଆର୍ଥିକ ସ୍ଥିତି ନେଇ ସମସ୍ତଙ୍କ ମତାମତ ଜରୁରୀ ବୋଲି ମୋଦି କହିଛନ୍ତି।…

କେରଳରେ ଚିହ୍ନଟ ହେଲେ ପ୍ରଥମ କରୋନା ଭୂତାଣୁ ସଂକ୍ରମିତ

ନୂଆଦିଲ୍ଲୀ,୩୦।୧: କରୋନା ଭୂତାଣୁରେ ଆକ୍ରାନ୍ତ ଥିବା ପ୍ରଥମ ରୋଗୀ କେରଳର ବୋଲି ଚିହ୍ନଟ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ତାଙ୍କର ଚିକିତ୍ସା ଚାଲିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ହସ୍ପିଟାଲ…

ଫାଶୀ ପାଇଁ ବାକି ଗୋଟିଏ ଦିନ: ୩ ଦୋଷୀଙ୍କ ପାଖରେ ଏବେ ବି ରହିଛି ଲାଇଫ୍‌ ଲାଇନ୍‌

ନୂଆଦିଲ୍ଲୀ,୩୦।୧: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦିଆଯିବା ପାଇଁ ଆଉ ବାକି ରହିଛି ଗୋଟିଏ ଦିନ। ଫେବୃୟାରୀ ୧ରେ ଫାଶୀଦଣ୍ଡ ଲାଗିଁ ମୃତ୍ୟୁ ଓ୍ବାରେଣ୍ଟ୍‌ ଜାରି ହୋଇଛି। ୧୯୮୮ ଦିଲ୍ଲୀ ଜେଲ୍‌ ମାନୁଆଲ୍‌ ଅନୁସାରେ ଗୋଟିଏ ଆପରାଧୀକ ମାମଲାରେ ଫାଶୀ…

ମହାତ୍ମାଙ୍କୁ ହତ୍ୟା କରିଥିଲେ ଜଣେ କଠୋର ପନ୍ଥୀ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୩୦।୧: ଅନ୍ୟକୁ ଭଲ ପାଇବାର ବାର୍ତ୍ତା ଦେଉଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଜଣେ କଠୋର ପନ୍ଥୀ ହତ୍ୟା କରିଥିଲେ। ତେବେ ମହାତ୍ମାଙ୍କ ଦ୍ୱାରା ପ୍ରଦର୍ଶିତ ମାର୍ଗ ଅନୁସରଣ କଲେ ଦେଶର ହିତ ସାଧନ ହୋଇପାରିବ। ମହାତ୍ମାଙ୍କ ପୁଣ୍ୟତିଥି ଅବସରରେ…

ଅନୁରାଗ ୭୨, ପର୍‌ଭେଶ ୯୬ ଘଣ୍ଟା ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରଚାର

ନୂଆଦିଲ୍ଲୀ,୩୦।୧: ବିବାଦୀୟ ବୟାନକୁ ନେଇ ନିର୍ବାଚନ ପ୍ରଚାର କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ୭୨ ଘଣ୍ଟା ଓ ଭାଜପା ଏମ୍‌ପି ପର୍‌ଭେଶ ବର୍ମାଙ୍କୁ ୯୬ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ ବୋଲି ନିର୍ବାଚନ…

ଭବିଷ୍ୟନିଧି ପାଣ୍ଠି ଠକେଇ: ୯ ଲକ୍ଷ କର୍ମଚାରୀଙ୍କ ନାମରେ ସରକାରଙ୍କୁ ୩୦୦ କୋଟି ଠକିଛନ୍ତି ୮୦ ହଜାର କମ୍ପାନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ଲୋକଙ୍କ ମଧ୍ୟରେ ନିଯୁକ୍ତି ସୁଯୋଗ ବଢ଼ାଇବା ପାଇଁ ତଥା ବେକାର ସମସ୍ୟା ଦୂର ଲାଗି ସରକାର ସଂଗଠିତ କ୍ଷେତ୍ର ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏନେଇ ସରକାର ପ୍ରଧାନମନ୍ତ୍ରୀ ରୋଜଗାର ପ୍ରୋତ୍ସାହନ ଯୋଜନା ଆରମ୍ଭ କରିଛନ୍ତି। ତେବେ…

ନିର୍ଭୟା ମାମଲା: ଖାରଜ ହେଲା ଅକ୍ଷୟଙ୍କ କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୩୦।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ଅକ୍ଷୟ ଠାକୁରଙ୍କୁ ଲାଗିଛି ଆଉ ଏକ ଝଟକା। ଗୁରୁବାର ସୁପ୍ରିମକୋର୍ଟ ଅକ୍ଷୟଙ୍କ କ୍ୟୁରେଟିଭ ପିଟିସନକୁ ଖାରଜ କରି ଦେଇଛନ୍ତି। ଜଷ୍ଟିଶ ଏନ୍‌ଭି ରମଣ, ଅରୁଣ ମିଶ୍ର, ଆର୍‌ଏଫ୍‌ ନରିମନ, ଆର୍‌. ବାନୁମଥି ଓ…

ଜାମିଆ ବିଶ୍ୱବିଦ୍ୟାଳୟ ପରିସରରେ ଫୁଟିଲା ଗୁଳି

ନୂଆଦିଲ୍ଲୀ,୩୦।୧: କିଛିଦିନ ହେବ ଆଶନ୍ତ ଥିବା ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ପରିସର ପୁଣିଥରେ ଅଶାନ୍ତ ହୋଇ ପଡିଛି। ଗୁରୁବାର ଏଠାରେ ଜଣେ ଯୁବକ ଗୁଳି କରୁଥିବା ଦେଖିବାକୁ ମିଳିଛି। ଜାମିଆ ବିଶ୍ୱବିଦ୍ୟାଳୟ ପରିସରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ…

ମ୍ୟାନ ଭର୍ସେସ ଓ୍ବାଇଲ୍ଡର ଶୁଟିଂ କରି ଅଡୁଆରେ ଫସିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୩୦।୧: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନିକଟରେ ବିୟର ଗ୍ରୀଲ୍ସଙ୍କ ସହ ଡିସକଭରି ଚ୍ୟାନେଲ ପାଇଁ ମ୍ୟାନ ଭର୍ସେସ ଓ୍ବାଇଲ୍ଡ(Man Vs Wild)ର ଶୁଟିଂ କରିଛନ୍ତି। ଏହାପରେ ପ୍ରଥମେ ଶୁଣିବାକୁ ମିଳିଥିଲା କି ଶୁଟିଂ ସମୟରେ ରଜନୀକାନ୍ତ ଆହତ ହୋଇଥିଲେ। ଅବଶ୍ୟ ଏହାକୁ…

୪ ବର୍ଷ ଶିଶୁର କାନ୍ଦ ସହି ନ ପାରି ଜେଲ୍‌ରେ ବନ୍ଦ ଥିବା ମା’ ସହ ରାତିରେ ଭେଟ କରାଇଲେ ପ୍ରଶାସନ

ସାଗର,୩୦।୧: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍‌ରେ ବନ୍ଦ ଥିବା ମା’କୁ ଦେଖିବା ପାଇଁ ୪ ବର୍ଷର ଶିଶୁ ରାତିରେ ରାହା ଧରି କାନ୍ଦିଥିଲା। ଏଥିରେ ଜେଲ୍‌ ପ୍ରଶାସନଙ୍କ ହୃଦୟ ତରଳି ଯାଇଥିଲା। ପରେ ଜିଲାର ଅତିରିକ୍ତ ସ୍ବତନ୍ତ୍ର ବିଚାରପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri