ଚଳନ୍ତା ଲ୍ୟାବରେ ହେବ କରୋନା ପରୀକ୍ଷା!
ମୁମ୍ବାଇ,୨।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ମୁମ୍ବାଇରେ ସର୍ବାଧିକ ସଂକ୍ରମିତଙ୍କୁ ଏଯାବତ୍ ଚିହ୍ନଟ କରାଗଲାଣି। ଏବେ କରୋନା ସଂକ୍ରମଣକୁ କମ୍ କରିବାକୁ ମହାରାଷ୍ଟ୍ର ସରକାର ଚଳନ୍ତା ଲ୍ୟାବରେ କରୋନା ଟେଷ୍ଟ କରିବାକୁ ଯୋଜନା ପ୍ରସ୍ତୁତ କରୁଥିବା…
ଖୁସି ଖବର: ଏପ୍ରିଲ ୩ ପରେ ଗୋଆରେ ଚିହ୍ନଟ ହୋଇନାହାନ୍ତି ଜଣେ ବି କରୋନା ସଂକ୍ରମିତ
ପଣଜୀ,୨।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗୋଆରୁ କିନ୍ତୁ ଆସିଛି ଖୁସି ଖବର। ଏଠାରେ ଏପ୍ରିଲ ୩ ପରେ ଆଉ କେହି କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ…
ଲକ୍ଡାଉନ ୩.୦: ଉତ୍ତରପ୍ରଦେଶରେ ମଦ ଦୋକାନ ଖୋଲିବା ନେଇ ଯୋଗୀ ନେବେ ଅନ୍ତିମ ନିଷ୍ପତ୍ତି
ଲକ୍ଷ୍ନୌ,୨।୫: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୪ରୁ ୧୭ଯାଏଁ ଆହୁରି ୨ସପ୍ତାହ ପର୍ଯ୍ୟନ୍ତ ଲକ୍ଡାଉନ ବୃଦ୍ଧି କରିଛନ୍ତି। ହେଲେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ସମୟରେ କେତେକ କଟକଣାକୁ କୋହଳ କରାଯାଇଛି। ଏହି…
ମହାରାଷ୍ଟ୍ର ଫେରନ୍ତା ୭ପ୍ରବାସୀ ଶ୍ରମିକ କରୋନା ପଜିଟିଭ୍
ଲକ୍ଷ୍ନୌ,୨।୫: ଲକ୍ଡାଉନ ଭିତରେ ବିଭିନ୍ନ ରାଜ୍ୟରୁ ନିଜ ଭିଟାମାଟିକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ନିକଟରେ କରୋନା ସଂକ୍ରମଣ ମାମଲା ବଢ଼ୁଥିବା ନଜର ଆସିଛି। କିଛି ଏଭଳି ଖବର ଆସିଛି ଉତ୍ତରପ୍ରଦେଶର ବସ୍ତି ଜିଲାରୁ। ବସ୍ତି ଜିଲାକୁ ମହାରାଷ୍ଟ୍ରରୁ ଫେରିଥିବା ୭ ପ୍ରବାସୀ…
କରୋନା କବଳରେ ୧୨୨ ସିଆର୍ପିଏଫ୍ ଯବାନ
ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍ଡାଉନ ଜାରି ରହିଥିଲେ ମଧ୍ୟ ଏବେବି ଏହା ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଦେଶରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ତେବେ ଏଥିରୁ…
୧୫ବର୍ଷୀୟ ବାଳକଙ୍କ କରୋନାରେ ମୃତ୍ୟୁ: ରାଜସ୍ଥାନରେ ମୃତ୍ୟୁସଂଖ୍ୟା ୬୫କୁ ବୃଦ୍ଧି
ଜୟପୁର,୨।୫: ରାଜସ୍ଥାନରେ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ଶନିବାର ରାଜ୍ୟରେ କରୋନା ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ୧୫ବର୍ଷୀୟ ବାଳକ ଥିବା ଜଣାପଡ଼ିଛି। ତେବେ ମୃତକଙ୍କ ମଧ୍ୟରେ ଜୟପୁରର ୫୫ବର୍ଷୀୟ ବୃଦ୍ଧ ଓ ୧୫ବର୍ଷୀୟ ନାବାଳକ…
ଦେଶରେ ୨୪ ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୨।୫: ଦେଶରେ କରୋନା ଭାଇରସର ସଂକ୍ରମଣ ଏବେ କମ୍ ହେବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୨,୨୯୩ କରୋନା ପଜିଟିଭ ଚିହ୍ନଟ ହେବା ଫଳରେ ଏହାର…
ଏବେ ଟ୍ରେନ୍ରେ ଫେରିବେ ପ୍ରବାସୀ ଶ୍ରମିକ, ଶିକ୍ଷାର୍ଥୀ
ନୂଆଦିଲ୍ଲୀ,୧।୫: କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ ଜାରି ରହିଛି। ଏହାରି ଭିତରେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକ ଓ ଶିକ୍ଷାର୍ଥୀମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ଏବେ ସ୍ବତନ୍ତ୍ର ଟ୍ରେନ୍ ଚାଲିବ। କେନ୍ଦ୍ର ସରକାର ଶୁକ୍ରବାର…
୩ ଦିନ ପାଇଁ ସିଲ୍ ହେଲା ରିମ୍ସର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟ
ରାଞ୍ଚି,୧।୫: ରାଞ୍ଚିରେ ଥିବା ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ରିମ୍ସ)ର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟକୁ ୩ ଦିନ ପାଇଁ ସିଲ୍ କରିଦିଆଯାଇଛି। ସେଠାରେ ଜଣେ ଲାବୋରୋଟୋରୀ ଟେକ୍ନିସିଆନ୍ କରୋନାରେ ପୀଡିତ ଥିବା ଏପ୍ରିଲ ୩୦ ଅର୍ଥାତ୍ ଗୁରୁବାର ଜଣାପଡିବା ପରେ ଶୁକ୍ରବାରଠାରୁ ୩…
ଲକ୍ଡାଉନ ୩.୦: ଚାଲିବନି ଟ୍ରେନ୍-ବିମାନ, ଖୋଲିବନି ମଲ୍-ସିନେମା ହଲ୍
ନୂଆଦିଲ୍ଲୀ,୧।୫: ଲକ୍ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଶୁକ୍ରବାର କେନ୍ଦ୍ର ସରକାର ପୁଣିଥରେ ଲକ୍ଡାଉନ ୩.୦ ଜାରି କରିଛନ୍ତି। ପୁଣି ୨ ସପ୍ତାହ ପାଇଁ ବଢିଛି ଏହି ଲକ୍ଡାଉନ ଅବଧି। ଏହି ସମୟ ମଧ୍ୟରେ…
ଦୁଇ ସପ୍ତାହ ବଢିଲା ଲକ୍ଡାଉନ ଅବଧି
ନୂଆଦିଲ୍ଲୀ,୧।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଶୁକ୍ରବାର କେନ୍ଦ୍ର ସରକାର ଲକ୍ଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିଛନ୍ତି। ଅର୍ଥାତ୍ ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ବଳବତ୍ତର ରହିବ…
କମିଲା ରୋଷେଇ ଗ୍ୟାସ ସିଲିଣ୍ଡର ଦାମ୍
ନୂଆଦିଲ୍ଲୀ,୧।୫: ସାଧାରଣ ଜନତାଙ୍କ ପାଇଁ ଖୁସି ଖବର। ନନ୍- ସବ୍ସିଡି ରୋଷେଇ ଗ୍ୟାସ୍ର ଦାମ ଏବେ କମ୍ ହୋଇଛି। ଦେଶର ଅଏଲ ମାର୍କେଟିଂ କମ୍ପାନୀ ଏଚ୍ପିସିଏଲ୍, ବିପିସିଏଲ୍, ଓ ଆଇଓସି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି। ରାଜଧାନୀ ଦିଲ୍ଲୀରେ ନନ୍-…
Archives


