ଜଷ୍ଟିସ୍ ବି.ଆର୍. ଗଭାଇ କିଏ? ଯିଏ ହେବେ ଭାରତର ପରବର୍ତ୍ତୀ CJI
ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ ବି.ଆର୍. ଗଭାଇଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଜଷ୍ଟିସ ଗଭାଇ ପରବର୍ତ୍ତୀ ସିଜେଆଇ ହେବେ ବୋଲି ବିଶ୍ୱାସ କରାଯାଉଛି। ତେବେ ସେ ସେ ମେ’୧୪…
ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର
ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ ଏବଂ ଅନ୍ୟାନ୍ୟ ପକ୍ଷଗୁଡ଼ିକ ସହିତ ଦୋମୁହାଁ ମାନଦଣ୍ଡ ଗ୍ରହଣ କରିଛି। ଗୁଜରାଟର ଚାରୋତର ବିଜ୍ଞାନ…
ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍
ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ। ଏବେ ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ସ୍ବାୟତ୍ତତା ପାଇଁ ତାଙ୍କ ପୁଅ ତଥା…
ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି
ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍ ରିପୋର୍ଟ ୨୦୨୫’ରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୫୦ ବିଚାରପତି ରହିବା…
ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ
ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି ପାଇଁ ଭଲ ଫସଲ ଅମଳ ହେବାର ଆଶା ସଞ୍ଚାର ହୋଇଛି। ଭାରତରେ ଦକ୍ଷିଣପଶ୍ଚିମ ମୌସୁମୀ…
Waqf Amendment Bill: ଶୋଷଣମୁକ୍ତ କରିବା ପାଇଁ ଭାଜପାର ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୫।୪: ଭାଜପା ସରକାର ଦ୍ୱାରା ଆଗତ ୱାକଫ (ସଂଶୋଧନ) ବିଲ ୨୦୨୫ ଭାରତରେ ଓ୍ବକଫ ସମ୍ପତ୍ତି ପରିଚାଳନାରେ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛି। ଏନେଇ ମୋଦି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ବିଲ ପାରଦର୍ଶିତା, ଅନ୍ତର୍ଭୁକ୍ତି ଏବଂ…
କାହିଁକି ୪୦ରୁ ଅଧିକ ବୟସ୍କ ଲୋକଙ୍କୁ ଚାକିରିରୁ କରାଯାଉଛି ଛଟେଇ? ବଡ଼ ଖୁଲାସା
ନୂଆଦିଲ୍ଲୀ,୧୫।୪: ବମ୍ବେ ସେଭିଂ କମ୍ପାନୀର ସିଇଓ ଶାନ୍ତନୁ ଦେଶପାଣ୍ଡେ ସମ୍ପ୍ରତି ଏକ ଗମ୍ଭୀର ସମସ୍ୟା ପ୍ରତି ଦୃଷ୍ଟି ଆକର୍ଷଣ କରିଛନ୍ତି, ଯାହା ଆଜିର ସମୟରେ ଏକ ବିଶ୍ୱ ଧାରା ପାଲଟିଛି। ଆମେ 40 ବର୍ଷରୁ ଅଧିକ ବୟସର ବୃତ୍ତିଗତମାନଙ୍କୁ ବଡ଼ ଧରଣର…
Gold Down: କମିଲା ସୁନାଦର! ଏବେ ସୁନା ଅଳଙ୍କାର ତିଆରି କଲେ GST-ମେକିଂ ଚାର୍ଜ ମିଶାଇ ଦେବାକୁ ପଡିବ ମାତ୍ର ଏତିକି ଟଙ୍କା
ନୂଆଦିଲ୍ଲୀ,୧୫।୪: ଲଗାତାର ବୃଦ୍ଧି ପରେ ଆଜି ପୁଣି ସୁନା ଦରରେ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ୧୫ ଏପ୍ରିଲରେ ସୁନା ଦର ୨୫୦ ଟଙ୍କା କମ ହୋଇଛି । ଦେଶର ଅଧିକାଂଶ ସହରରେ ସୁନା ଦର ୯୫,୦୦୦ ଟଙ୍କା ଆଖପାଖରେ…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ସରକାର ଆଣିବେ ନୂଆ ଯୋଜନା
ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନ ଘୋଷଣା ପରେ, କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଆଶା ପୁଣି ଥରେ ବୃଦ୍ଧି ପାଇଛି। ଚଳିତ ବର୍ଷ ଜାନୁଆରୀରେ, ସରକାର ଆନୁଷ୍ଠାନିକ ଭାବରେ ୮ମ ବେତନ କମିଶନ ଗଠନ ଘୋଷଣା କରିଥିଲେ। ଏହି କମିଶନର…
ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର
ନୂଆଦିଲ୍ଲୀ,୧୫।୪: ୱାକଫ୍ ସଂଶୋଧନ ବିଲ୍ରେ ସଂସଦରେ ସମର୍ଥନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବେ ୟୁନିଫର୍ମ ସିଭିଲ୍ କୋଡ୍ (ୟୁସିସି) ପ୍ରଣୟନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ଏହା ସରକାରଙ୍କ ପ୍ରାଥମିକତା ତାଲିକାରେ…
ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ…
ଖାର୍ଗେଙ୍କ ସହ ବୈଠକରେ ବସିଲେ ରାହୁଲ-ତେଜସ୍ବୀ
ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ, ମହାମେଣ୍ଟର ଦୁଇ ପ୍ରମୁଖ ଦଳ ଆରଜେଡି ଏବଂ କଂଗ୍ରେସର ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ…
Archives


