ମହାରାଷ୍ଟ୍ର ପରେ ଗୋଆରେ ବି ଭାଜପାକୁ ଝଟ୍କା ଦେବ ଶିବସେନା
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ସରକାର ଗଠନ ହେବା ପରେ ପୁରୁଣା ବନ୍ଧୁ ଭାଜପାକୁ ଆଉ ଏକ ଝଟ୍କା ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛି ଶିବସେନା। ଦଳର ପ୍ରବକ୍ତା ତଥା ରାଜ୍ୟ ସଭା ଏମ୍ପି ସଞ୍ଜୟ ରାଓ୍ବତ ଏନେଇ ଇସାରା...
ହାତରୁ ଗଲା ମୁଖ୍ୟମନ୍ତ୍ରୀ ପଦ, ଏବେ ଘର ଛାଡିଲେ ଦେବେନ୍ଦ୍ର-ଅମୃତା
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ଶେଷରେ ଶିବସେନା, ଏନସିପି ମିଳିତ ଭାବେ ସରକାର ଗଢିଛନ୍ତି। ଉଦ୍ଧବ ଠାକ୍ରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ନାଟକୀୟ ଢଙ୍ଗରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ହେବାର ୩ ଦିନ ୮ ଘଣ୍ଟା ପରେ ନିଜ ପଦରୁ ଇସ୍ତଫା...
ମୋଦିଙ୍କୁ ପ୍ରଶଂସା କଲା ଶିବସେନା: ଏବେ ଠାକ୍ରେ-ମୋଦି ଭାଇଭାଇ
ମୁମ୍ବାଇ,୨୯।୧୧: ଶେଷରେ ମହାରାଷ୍ଟ୍ରରେ ଉଦ୍ଧବ ଠାକ୍ରେଙ୍କ ନେତୃତ୍ୱରେ ସରକାର ଗଠନ ହୋଇଛି। ଶିବସେନା-ଏନସିପି ଏବଂ କଂଗ୍ରେସ ମିଶି ରାଜ୍ୟକୁ ଏକ ମଜଭୁତ ସରକାର ଦେବା ପାଇଁ ଶପଥ ନେଇଛନ୍ତି। ଗତ କିଛିଦିନ ହେବ ଶିବସେନା ମୁଖପତ୍ର ‘ସାମ୍ନା’ରେ ପ୍ରତିଦିନ ମୋଦି...
ଭାଜପା ବିଧାୟକ କହିଲେ, ପ୍ରଜ୍ଞାଙ୍କୁ ସଲାମ, ଗଡ୍ସେ ହେଉଛନ୍ତି ଅସଲ ଦେଶଭକ୍ତ
ଗୁଆହାଟୀ,୨୯।୧୧: ଭାଜପା ଏମ୍ପି ସ୍ବାଧୀ ପ୍ରଜ୍ଞା ଠାକୁର ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କୁ ଦେଶଭକ୍ତ କହିଛନ୍ତି। ଆସାମର ଭାଜପା ବିଧାୟକ ଶିଲାଦିତ୍ୟ ଦେବ ପ୍ରଜ୍ଞାଙ୍କୁ ସପକ୍ଷରେ ମତ ଦେଇ ଗଡ୍ସେଙ୍କ ଅସଲ...
ମଧ୍ୟାହ୍ନ ଭୋଜନ: ୮୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବଣ୍ଟାଗଲା ମାତ୍ର ୧ ଲିଟର କ୍ଷୀର
ସୋନଭଦ୍ର,୨୯।୧୧: ଉତ୍ତର ପ୍ରଦେଶ ସୋନଭଦ୍ରର ଏକ ପ୍ରାଇମେରୀ ସ୍କୁଲରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ଚକିତ ଘଟଣା ଘଟିଛି। ସ୍କୁଲରେ ୮୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବଣ୍ଟାଯାଇଛି ମାତ୍ର ୧ ଲିଟର କ୍ଷୀର। କ୍ଷୀରରେ ପାଣି ମିଶାଯାଇ ପିଲାଙ୍କୁ ଦିଆଯାଇଥିବା...
ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ମୁମ୍ବାଇ,୨୯।୧୧: ‘ଠାକ୍ରେ’ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ଉଦ୍ଧବ ଠାକ୍ରେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ବିଶାଳ ଜନସମୁଦ୍ରର ଉପସ୍ଥିତିରେ ଶିବାଜୀ ପାର୍କଠାରେ ସେ ଶପଥ ନେଇଛନ୍ତି। ଦୀର୍ଘ ୨ ଦଶନ୍ଧି ପରେ ଜଣେ...
ମହାରାଷ୍ଟ୍ର କ୍ୟାବିନେଟ୍ର ପ୍ରଥମ ବୈଠକ:ରାୟଗଡ଼ ଲାଗି ୨୦କୋଟି ମଞ୍ଜୁର
ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକ୍ରେ ଦାୟିତ୍ୱଗ୍ରହଣ କରିବା ପରେ ଗୁରୁବାର ରାତି ୮ରେ ପ୍ରଥମ କ୍ୟାବିନେଟ ବୈଠକ ବସିବା ସହ ଛତ୍ରପତି ଶିବାଜୀ ମହାରାଜଙ୍କ ରାଜଧାନୀ ରାୟଗଡ଼ ଦୁର୍ଗର ସଂରକ୍ଷଣ ଲାଗି ୨୦ କୋଟି ଟଙ୍କା ମଞ୍ଜୁର...
ମେଣ୍ଟ ସରକାରର ସିଏମ୍ପି:କୃଷି ଋଣଛାଡ଼କୁ ଗୁରୁତ୍ୱ
ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ ଲାଗି ୮୦ ପ୍ରତିଶତ କର୍ମନିଯୁକ୍ତି ସୁବିଧା ଯୋଗାଇ ଦେବାକୁ ମହାରାଷ୍ଟ୍ର ବିକାଶ ଅଘାଡ଼ି...
ଝାଡ଼ଖଣ୍ଡ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ
ରାଞ୍ଚତ୍,୨୯।୧୧: ପ୍ରଥମ ପର୍ଯ୍ୟାୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପାଲାମୌ, ଗୁମ୍ଲା, ଗରଓ୍ବା ଏବଂ ଲାଟେହାର ସମେତ ୧୩ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଚାରର ଶେଷ ଦିନରେ...
ପଶ୍ଚିମବଙ୍ଗ ଉପନିର୍ବାଚନ:ଟିଏମ୍ସି ୩ ଆସନ ପୋଛିନେଲା
କୋଲକାତା, ୨୯।୧୧:ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଲାଗି ହୋଇଥିବା ଉପନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍ସି) ବାଜିମାରିଛି। ସମସ୍ତ ୩ ଆସନରେ ଟିଏମ୍ସିର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। କାଳିଆଗଞ୍ଜରେ ଟିଏମ୍ସି ପ୍ରାର୍ଥୀ ତପନ ଦେବ ସିହ୍ନା ଭାଜପା ପ୍ରାର୍ଥୀ କମଲ ଚନ୍ଦ୍ର ସର୍କାରଙ୍କୁ...
ପାର୍ଲାମେଣ୍ଟରେ ଚିଟ୍ଫଣ୍ଡ ବିଲ୍ ଗୃହୀତ
ନୂଆଦିଲ୍ଲୀ,୨୯।୧୧(ପି.ଟି.): ଚିଟ୍ଫଣ୍ଡ ସଂଶୋଧନ ବିଲ୍ ଗୁରୁବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ୨୦ ତାରିଖରେ ଏହା ଲୋକ ସଭାର ଅନୁମୋଦନ ଲାଭ କରିଥିବାବେଳେ ଗୁରୁବାର ରାଜ୍ୟ ସଭା ଏହାକୁ ମଞ୍ଜୁରୀ ଦେଇଛି। ପ୍ରସ୍ତାବିତ ବିଲ୍ରେ ବ୍ୟକ୍ତିବିଶେଷ କିମ୍ବା ୪ ଜଣରୁ କମ୍...
ଅଜିତଙ୍କୁ ମିଳିପାରେ ଉପମୁଖ୍ୟମନ୍ତ୍ରୀ ପଦ
ମୁମ୍ବାଇ, ୨୯।୧୧ :ଏନ୍ସିପି ନେତା ଅଜିତ ପାଓ୍ବାରଙ୍କୁ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସହ ୬ ମନ୍ତ୍ରୀ ଶପଥ ନେଇଥିବାବେଳେ ତାଙ୍କ ପାଳି ପଡ଼ି ନ ଥିଲା। ଭାଜପା ନେତୃତ୍ୱାଧୀନ ସରକାରରେ ସେ...
Archives


