ଜାତୀୟ

ବାପାଙ୍କ ମୁକ୍ତି ଲାଗି ସୁପ୍ରିମକୋର୍ଟ ଗଲେ ୨ନାବାଳକ

ନୂଆଦିଲ୍ଲୀ,୧।୫: କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶ୍ନ କରି ଗତ ୧୧ତାରିଖଠାରୁ ଜେଲ୍‌ରେ ଅଛନ୍ତି କଂଗ୍ରେସ ନେତା ସଚିନ ଚାୈଧାରୀ। ଚୌଧାରୀଙ୍କ ମୁକ୍ତି ପାଇଁ…

କରୋନା ଆଳରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧।୫: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭକାରୀଙ୍କୁ ରାଜନୈତିକ ଉଦ୍ଦେଶ୍ୟମୂଳକ ଭାବେ କୋଭିଡ୍‌-୧୯ ଆଳରେ ଗିରଫ କରାଯାଉଛି। ଦିଲ୍ଲୀ ପୋଲିସ ସେମାନଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ କ୍ଷମତାର ଅପବ୍ୟବହାର କରି…

ମଉଳିଲା ଉଦ୍ଧବଙ୍କ ଆଶା

ମୁମ୍ବାଇ,୧।୫: ମହାରାଷ୍ଟ୍ରରେ ଖାଲିପଡ଼ିଥିବା ୯ ବିଧାନ ପରିଷଦ ଆସନ ପାଇଁ ନିର୍ବାଚନ କରାଇବାକୁ ରାଜ୍ୟପାଳ ଭଗତ ସିଂ କୋଶ୍ୟାରି ଗୁରୁବାର ଇସିଙ୍କୁ ଅନୁରୋଧ କରିଛନ୍ତି। ଫଳରେ ଉଚ୍ଚ ସଦନକୁ ମନୋନୀତ ହେବା ଲାଗି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରଖିଥିବା ଆଶା ମଉଳିଯାଇଛି।…

୨୪ ଘଣ୍ଟିଆ ଶିକ୍ଷା ଚ୍ୟାନେଲ ପାଇଁ ସୁପର-୩୦ ପ୍ରତିଷ୍ଠାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧।୫(ପି.ଟି.): କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଲାଗି ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସମସ୍ତେ ଅନ୍‌ଲାଇନ ଶିକ୍ଷା ଉପଲବ୍ଧ କରିବା ସମ୍ଭବ ନୁହେଁ। ସେଥିପାଇଁ ସମାଜର ପ୍ରତ୍ୟେକ ବର୍ଗର ଛାତ୍ରୀଛାତ୍ରଙ୍କ ଲାଗି ‘ଦୂରଦର୍ଶନ ଏଜୁକେଶନ’ ନାମରେ ଏକ ୨୪ ଘଣ୍ଟିଆ ଶିକ୍ଷା ଚ୍ୟାନେଲ ଆରମ୍ଭ…

କରୋନା ଆରୋଗ୍ୟ ହାର ୨୫.୧୯%

ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ହଜାର ଅତିକ୍ରମ କରିଥିବାବେଳେ ଆରୋଗ୍ୟ ହାରରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ୧୪ ଦିନ ତଳେ ଆରୋଗ୍ୟ ହାର ୧୩ ପ୍ରତିଶତ ରହିଥିବାବେଳେ ଏବେ ତାହା ୨୫.୧୯ ପ୍ରତିଶତକୁ ବୃଦ୍ଧି ପାଇଥିବା ଗୁରୁବାର ସ୍ବାସ୍ଥ୍ୟ…

୩୦ ବର୍ଷ ପରେ ପ୍ରଥମ ଥର: ସାହରନପୁରରୁ ଦିଶୁଛି ହିମାଳୟ

ମିରଟ,୧।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ଥିବାରୁ ପ୍ରଦୂଷଣ ହ୍ରାସ ପାଇଛି। ଉତ୍ତରପ୍ରଦେଶର ସାହରନପୁରରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ୫୦ ତଳକୁ ଖସିଥିବାରୁ ସେଠାରୁ ଗଙ୍ଗୋତ୍ରିର ହିମ ଆଚ୍ଛାଦିତ ଗିରିଶୃଙ୍ଗ…

କରୋନା ଭାଇରସ: ଭାରତ ପାଇଁ ଗୁରୁତ୍ୱପୁର୍ଣ୍ଣ ମେ’ ମାସ

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସର ସଂକ୍ରମଣ ଏପର୍ଯ୍ୟନ୍ତ ଦେଶରେ କମ୍‌ ହୋଇନାହିଁ। ଏପଟେ କିନ୍ତୁ ଆଉ ମାତ୍ର ୩ ଦିନ ପରେ ସରିବ ଲକ୍‌ଡାଉନ ଅବଧି। ଏପଟେ କରୋନାକୁ ହରାଇବାର ମୁଖ୍ୟ ମାଧ୍ୟମ ଲକ୍‌ଡାଉନ୍‌ କୁହାଯାଉଥିବା ବେଳେ ଯଦି ମେ’ ୩ ତାରିଖ…

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୧୮ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୪: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୭୧୮ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩.୦୫୦ରେ ପହଞ୍ଚିଛି। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର…

ପ୍ରବାସୀଙ୍କୁ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ପାଇଁ କେନ୍ଦ୍ର ନିକଟରେ ଦାବି କଲେ ସୁଶିଲ

ପାଟନା,୩୦।୪: ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ନିକଟରେ ପ୍ରସ୍ତାବ ରଖିଛନ୍ତି ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶିଲ କୁମାର ମୋଦି। ଟୁଇଟ୍‌ କରି ସୁଶିଲ…

ସନ୍ତାନ ପ୍ରସବ କଲେ କରୋନା ପଜିଟିଭ ମହିଳା

ଆଗ୍ରା,୩୦।୪: ଉତ୍ତରପ୍ରଦେଶ ଆଗ୍ରାରେ ଜଣେ କରୋନା ପଜିଟିଭ ମହିଳା ଗୁରୁବାର ସିଜରିଆନ ସେକ୍ସନ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିଛନ୍ତି। ସରୋଜିନି ନାଇଡୁ ମେଡିକାଲରେ ସେ ସନ୍ତାନ ପ୍ରସବ କରିଥିବା ବେଳେ ଉଭୟ ମା’ଓ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ମେଡିକାଲ…

ବାହାର ରାଜ୍ୟରେ ଥିବା ସମସ୍ତ ଶିକ୍ଷାର୍ଥୀ, ଶ୍ରମିକଙ୍କୁ ଆଣିବା ସମ୍ଭବ ନୁହେଁ: ଅଶୋକ

ପାଟନା,୩୦।୪: କରୋନା ଭାଇରସର ସଂକ୍ରମଣକୁ ଦେଖି ସାରା ଦେଶରେ ୪୦ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଛି। ଏବେ ଏହା ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ଥିବା ବେଳେ ଏହି ସମୟରେ ବାହାରେ ରହି ଯାଇଥିବା ଶିକ୍ଷାର୍ଥୀ ଓ…

ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ରିଷିଙ୍କ ଶେଷକୃତ୍ୟ ହେବ ସମ୍ପନ୍ନ: ସାମିଲ ହେବେ ୧୫ ଜଣ

ମୁମ୍ବାଇ,୩୦।୪: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ରିଷି କପୁରଙ୍କର ଗୁରୁବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ବଲିଉଡ୍‌ ଦୁନିଆରେ ଏକ ଅପୂରଣୀୟ କ୍ଷତି ଘଟିଛି। ଦିନକ ପୂର୍ବରୁ ଅଭିନେତା ଇର୍ଫାନ ଖାଁଙ୍କ ଦେହାନ୍ତ ଆଉ ୨୪ ଘଣ୍ଟା ନ ପୁରୁଣୁ ରିଷିଙ୍କ ଦେଦାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri