ଜାତୀୟ

ତୃତୀୟ ଲକ୍‌ଡାଉନରେ ପୁଣିଥରେ ଶୂନ୍ୟରୁ କାମ ଆରମ୍ଭ କରିବ ଦିଲ୍ଲୀ !

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉମାତ୍ର ୪ ଦିନ ବାକି ରହିଛି। ହେଲେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ନେଉନି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ…

ଦେଶରେ କରୋନା ନେଲା ୧,୦୭୪ ମୁଣ୍ଡ

ନୂଆଦିଲ୍ଲୀ,୩୦।୪: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୦୫୦ରେ ପହଞ୍ଚିଛି। ଏବେ ସୁଦ୍ଧା କରୋନାରେ ୧,୦୭୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ…

ହୃଦ୍‌ରୋଗୀଙ୍କ ପାଖରେ ଔଷଧ ପହଞ୍ଚାଇଲା ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୩୦ା୪: ଜଣେ ହୃଦ୍‌ରୋଗୀଙ୍କ ଜୀବନ ବଞ୍ଚାଇବା ଲାଗି ଭାରତୀୟ ରେଲଓ୍ବେ ସ୍ବତନ୍ତ୍ର ପାର୍ସଲ ଟ୍ରେନ୍‌ରେ ଜରୁରୀ ଔଷଧ ପଠାଇବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଟ୍ରେନ୍‌ରେ ମୁମ୍ବାଇରୁ ଚିପ୍‌ଲୁନ୍‌କୁ ଔଷଧ ପଠାଯାଇଥିବା ରେଲଓ୍ବେର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ରେଲଓ୍ବେ ପାର୍ସଲ…

ରାଜୀବ କୁମାର ପିଇଏସ୍‌ବି ମୁଖ୍ୟ

ନୂଆଦିଲ୍ଲୀ,୩୦ା୪(ପି.ଟି.): ପୂର୍ବତନ ଅର୍ଥ ସଚିବ ରାଜୀବ କୁମାରଙ୍କୁ ସାଧାରଣ ଉଦ୍ୟୋଗ ଚୟନ ବୋର୍ଡ (ପିଇଏସ୍‌ବି) ମୁଖ୍ୟ ଭାବେ ବୁଧବାର ନିଯୁକ୍ତି ପ୍ରଦାନ କରାଯାଇଛି। ୧୯୮୪ ବ୍ୟାଚର ଝାଡ଼ଖଣ୍ଡ କ୍ୟାଡର ଆଇଏଏସ୍‌ ଅଫିସର ରାଜୀବ ଗତ ଫେବୃୟାରୀରେ ଅର୍ଥ ସଚିବ ଭାବେ ଅବସର…

କୋଭିଡ୍‌ କୋରଡ଼ା

ନୂଆଦିଲ୍ଲୀ,୩୦ା୪: ଭାରତରେ କରୋନା ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ବୁଧବାର ସଂକ୍ରମିତଙ୍କ ସଂଖ୍ୟା ୩୨,୮୯୧କୁ ବୃଦ୍ଧି ପାଇଥିବା ବେଳେ ୧,୦୭୭ ଜଣଙ୍କ ଜୀବନ ଗଲାଣି। ମହାରାଷ୍ଟ୍ର ଓ ଗୁଜରାଟରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଯଦିଓ ୮,୩୮୯ ଜଣ ସଂକ୍ରମିତ…

ଅଗଷ୍ଟ ୧ରୁ କଲେଜ ପାଠପଢ଼ା

ନୂଆଦିଲ୍ଲୀ,୩୦ା୪: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ୨୦୨୦-୨୧ ଶିକ୍ଷାବର୍ଷ ଲାଗି ବୁଧବାର ନୂଆ ଗାଇଡ୍‌ଲାଇନ ଜାରି କରିଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ପୁରୁଣା ଛାତ୍ରୀଛାତ୍ରଙ୍କ ପାଠପଢ଼ା ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଥିବାବେଳେ ନୂଆ ପିଲାଙ୍କ ପାଇଁ ଶିକ୍ଷାଦାନ ସେପ୍ଟେମ୍ବର ୧ରୁ…

ଦାଦନଙ୍କ ପାଇଁ ବ୍ୟବସ୍ଥା କର

ନୂଆଦିଲ୍ଲୀ, ୩୦ା୪: ସମ୍ପ୍ରତି ମହାମାରୀ କରୋନା ଆମକୁ ଦେଶର ଶ୍ରମିକମାନଙ୍କ ଦୁର୍ଦ୍ଦଶା ସମ୍ପର୍କରେ ଚିନ୍ତା କରିବାକୁ ବାଧ୍ୟ କରିଛି। ଏହି ଭାଇରସ୍‌ ଗୋଟିଏପଟେ ଶ୍ରମିକଙ୍କ ସ୍ବାସ୍ଥ୍ୟକୁ ନେଇ ବାସ୍ତବ ଚିତ୍ର ଆଙ୍କୁଥିବାବେଳେ ଅନ୍ୟପଟେ ଆମ ଅର୍ଥନୀତିରେ ସେମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇ…

ଆରପାରିରେ ରିଷି କପୁର

ମୁମ୍ବାଇ,୩୦।୪: ବଲିଉଡ୍‌ ଅଭିନେତା ରିଷି କପୁରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଯିବାରୁ ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ତାଙ୍କୁ ବୁଧବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏଚ୍‌ଏନ୍‌ ରିଲାଏନ୍ସ୍‌…

ଖୋଲିଲା କେଦାରନାଥ ମନ୍ଦିର କବାଟ: ପ୍ରଧାନମନ୍ତ୍ରୀଙ୍କ ନାଁରେ ହେଲା ପ୍ରଥମ ପୂଜା

ଡେରାଡୁନ,୨୯।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇ ମଧ୍ୟରେ ବୁଧବାର ଉତ୍ତରାଖଣ୍ଡରେ ଥିବା ପ୍ରସିଦ୍ଧ ଧାମ କେଦାରନାଥ ମନ୍ଦିରର କବାଟ ଖୋଲାଯାଇଛି। ରୀତିନୀତି ଓ ପରମ୍ପରା ଅନୁସାରେ ବୁଧବାର ସକାଳ ୬ଟା ୧୦ ମିନିଟ୍‌ରେ ବାବା କେଦାରନାଥଙ୍କ କବାଟ ଖୋଲା…

ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ କରୋନା ସଂକ୍ରମିତଙ୍କ ସମ୍ପର୍କରେ ସୂଚନା ପାଇବା ପାଇଁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଆରୋଗ୍ୟ ସେତୁ…

ତାତି ବଢ଼ିଲେ କମୁଛି କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ୮୫ ପ୍ରତିଶତ, କର୍ନାଟକରେ ୮୮ ପ୍ରତିଶତ ପାଇଛି ହ୍ରାସ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏବେ ଦେଶରେ ଖରାଦିନ ଆସିଯାଇଥିବାରୁ ତାପମାତ୍ରା ବଢ଼ିବା ସହିତ କରୋନା ସଂକ୍ରମଣ ହାରାହାରି ୮୫ ପ୍ରତିଶତ କମୁଥିବା ପୁଣେର ନ୍ୟାଶନାଲ ଏନଭାର୍ନମେଣ୍ଟାଲ ଇଞ୍ଜିନିୟରିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌(ନେରି)…

ମୁମ୍ବାଇରୁ ୧୫୦୦ କିମି ଚାଲି ଚାଲି ଘରେ ପହଞ୍ଚିବା ପରେ ଦିନମଜୁରିଆଙ୍କ ମୃତ୍ୟୁ: କରୋନା ରିପୋର୍ଟକୁ ଅପେକ୍ଷା

ଲକ୍ଷ୍ନୌ,୨୯।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ମୁମ୍ବାଇରୁ ୧୫୦୦ କିଲୋମିଟର ଚାଲି ଚାଲି ଉତ୍ତରପ୍ରଦେଶର ଜଣେ ଦିନ ମଜୁରିଆଙ୍କର ଘରେ ପହଞ୍ଚିବା ପରେ ମୃତ୍ୟୁ ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri