ପଶ୍ଚିମବଙ୍ଗ ଉପନିର୍ବାଚନରେ ଏନ୍ଆର୍ସିକୁ କଡ଼ା ଜବାବ ମିଳିଛି: ମମତା ବାନାର୍ଜୀ
କୋଲକାତା,୨୮।୧୧: ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନରେ କେନ୍ଦ୍ରର ଭାଜପା ସରକାରଙ୍କ ଏନ୍ଆର୍ସି ଯୋଜନାକୁ କଡ଼ା ଜବାବ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ରାଜ୍ୟର କାଳିଆଗଞ୍ଜ ଏବଂ ଖଡ଼ଗପୁର ସଦର ବିଧାନସଭା ଆସନରେ ତୃଣମୂଳ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସେହିପରି...
ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ କଶ୍ମୀରକୁ କହିଲେ ନାଗାଲାଣ୍ଡର ରାଜଧାନୀ !
ଲକ୍ଷ୍ନୌ,୨୮।୧୧: ଉତ୍ତରପ୍ରଦେଶରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଜଣେ ପ୍ରଧାନ ଶିକ୍ଷକ କଶ୍ମୀରକୁ ନାଗାଲାଣ୍ଡ ରାଜଧାନୀ କହି ହଟହଟା ହୋଇଛନ୍ତି। ପ୍ରତାପଗଡ଼ର ଡିଏମ୍ ମାର୍କେଣ୍ଡେୟ ଶାହି ସ୍ଥାନୀୟ କୁଣ୍ଡା ତହସିଲ୍ର ଲକ୍ଷ୍ମଣ ବ୍ଲକ୍ରେ ଥିବା ଲକ୍ଷ୍ମଣପୁର ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ଜ୍ଞାନ...
ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି
ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି। ଜଣେ କୃଷକ ମଧ୍ୟ ନିଜ ପୁଅ ପାଠ ପଢି ଚାକିରି କରୁ ବୋଲି...
ଶୀତଦିନେ ବଢ଼ିଯାଏ ଶରୀର ଓଜନ…
ସାଧାରଣତଃ କେତେକଙ୍କର ଶରୀର ଓଜନ ବଢ଼ିଯାଇଥାଏ। ଏହାକୁ ଦୃଷ୍ଟିରେ ରଖି ବହୁ ଲୋକ ଶୀତଦିନେ କମ୍ ଖାଇବା ସହିତ ବିଭିନ୍ନ ପ୍ରକାର ବ୍ୟାୟାମ କରିଥାନ୍ତି। ତେବେ ବି ସେମାନଙ୍କର ଶରୀର ଓଜନ ବଢ଼ିଥାଏ। କିନ୍ତୁ ଏଥିପାଇଁ ବ୍ୟସ୍ତ ହେବାର ଆବଶ୍ୟକତା...
ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ଘରେ ପାଳନ୍ତୁ ଏହି ପ୍ରାଣୀ …
ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍ ସମସ୍ୟା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ଗ୍ରହଣ କରାଯାଇଥାଏ। ସେହିପରି ଖାଦ୍ୟପଦାର୍ଥ ଗ୍ରହଣରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଥାଏ।...
ଫ୍ଲୋରାଇଡ୍ ଯୋଗୁ ବଢ଼ିପାରୁନି ଏହି ଗାଁଲୋକଙ୍କ ଆୟୁଷ
ଏଭଳି ଏକ ଗାଁ ଅଛି, ଯେଉଁଠାରେ ଲୋକ ଦୀର୍ଘାୟୁ ହୋଇ ନ ଥାନ୍ତି। ତାଙ୍କର ଜୀବନକାଳ ବହୁତ୍ କମ୍। ସେଠାରେ ପରିସ୍ଥିତି ଏଭଳି ହୋଇଛି ଯେ, ଶେଷରେ ସରକାର ଏଠାକାର ଲୋକଙ୍କୁ ଗାଁ ଛାଡିବାକୁ ପରାମର୍ଶ ଦେଇଛନ୍ତି। ଏହି ଦୃଶ୍ୟ...
ଉଦ୍ଧବଙ୍କ ଆଗରେ ୫ ଆହ୍ବାନ: ମେଣ୍ଟ ସଦସ୍ୟଙ୍କ ମଧ୍ୟରେ ରଖିବାକୁ ହେବ ସନ୍ତୁଳନ !
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍ସିପି-କଂଗ୍ରେସର ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସମ୍ମୁଖରେ ୫ଟି ମୁଖ୍ୟ ଆହ୍ବାନ ଦେଖାଦେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ପ୍ରଥମ ଆହ୍ବାନଟି ହେଉଛି ନିଜ ଘର...
ଶିବାଜୀଙ୍କ ରାଜସଭା ଭଳି ହେବ ଉଦ୍ଧବଙ୍କ ଶପଥ ଗ୍ରହଣ ପେଣ୍ଡାଲ
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଇତିହାସ ରଚିବାକୁ ଯାଉଛି। ପ୍ରଥମ କରି ଠାକରେ ପରିବାରର ସଦସ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି। ସନ୍ଧ୍ୟାରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ଲାଗି ସଜେଇ ହେଉଛି ଶିବାଜୀ ପାର୍କ।...
ସଫେଇ ଦେଲେ ପ୍ରଜ୍ଞା
ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ପ୍ରଜ୍ଞା ସିଂ ଠାକୁରଙ୍କ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ଦଳ ପକ୍ଷରୁ ତାଙ୍କୁ ତାଙ୍କ ପଦବୀରୁ ବାହାର କରାଯିବାକୁ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ‘ବେଳେ ବେଳେ...
୫୯ ନୂଆ ଜିଲା ଅଧ୍ୟକ୍ଷ ନିଯୁକ୍ତ କଲା ଭାଜପା
ଲକ୍ଷ୍ନୌ,୨୮।୧୧: ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ୫୯ ନୂଆ ଜିଲା ଅଧ୍ୟକ୍ଷଙ୍କୁ ନିଯୁକ୍ତ କରିଥିବା ସୂଚନା ମିଳିଛି। ଏଥିରେ ନୂଆ ତଥା ଯୁବ ଚେହେରାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଦଳର ପ୍ରଦେଶ ପ୍ରଭାରୀ ତଥା ନଗର ଉନ୍ନୟନ ମନ୍ତ୍ରୀ...
ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁମ୍ବାଇ ପହଞ୍ଚିଲେ ଷ୍ଟାଲିନ
ମୁମ୍ବାଇ,୨୮।୧୧: ଡିଏମ୍କେ ଅଧ୍ୟକ୍ଷ ଏମ୍କେ ଷ୍ଟାଲିନ ଗୁରୁବାର ସକାଳେ ମୁମ୍ବାଇ ପହଞ୍ଚିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ସନ୍ଧ୍ୟାରେ ଶପଥ ଗ୍ରହଣ କରିବା କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ସେ ମୁମ୍ବାଇ ପହଞ୍ଚିଥିବା ସୂଚନା ମିଳିଛି।...
‘ହକ୍ ଆଇ’ ଆପ୍ ଦ୍ୱାରା ଚୋରି ମୋବାଇଲ୍ ଉଦ୍ଧାର
ହାଇଦ୍ରାବାଦ୍: ଏକ ମୋବାଇଲ୍ ଆପ୍ ଜରିଆରେ ହାଇଦ୍ରାବାଦ ପୋଲିସ ୬୭ଟି ଚୋରି ମୋବାଇଲ୍ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଜନସାଧାରଣଙ୍କ ସହ ଯୋଡ଼ିହେବା ପାଇଁ ହାଇଦ୍ରାବାଦ ପୋଲିସ ପକ୍ଷରୁ ୨୦୧୫ରେ ‘ହକ୍ ଆଇ’ ନାମକ ଏହି ମୋବାଇଲ୍ ଆପ୍...
Archives


