ଜାତୀୟ

୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ ଦେଶରେ…

ମୁମ୍ବାଇଠାରୁ ମାତ୍ର ୧୫୦ କିମି ଦୂରରେ ବାତ୍ୟା ‘ନିସର୍ଗ’: ହାଇଆଲର୍ଟ ଜାରି

ମୁମ୍ବାଇ,୩।୬: ଦେଶରେ କରୋନା ପରିସ୍ଥିତି ଜଟିଳ ରୂପ ଧାରଣ କରିଥିବାବେଳେ ଗୋଟିଏ ପରେ ଗୋଟିଏ ବାତ୍ୟା ଲୋକଙ୍କୁ ଆହୁରି ଭୟଭୀତ କରିଛି। ବାତ୍ୟା ଅମ୍ଫନ୍‌ ପରେ ଏବେ ‘ନିସର୍ଗ’କୁ ନେଇ ଚିନ୍ତା ବଢିଯାଇଛି। ଏହି ବାତ୍ୟାର ପ୍ରଭାବ ମହାରାଷ୍ଟ୍ର ଏବଂ ଗୁଜରାଟ…

ଅଲିବଗ ନିକଟରେ ସ୍ଥଳଭାଗ ଛୁଇଁପାରେ ‘ନିସର୍ଗ’

ପୁଣେ,୨।୬: ବାତ୍ୟା ‘ନିସର୍ଗ’ବୁଧବାର ମହାରାଷ୍ଟ୍ରର ଉପକୂଳ ଅଲିବଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହି ସମୟରେ ପବନର ବେଗ ୧୦୦ କିଲୋମିଟର ପ୍ରତିଘଣ୍ଟା ରହିବ ବୋଲି କୁହାଯାଇଛି। ‘ନିସର୍ଗ’ ସ୍ଥଳଭାଗ ଛୁଇଁବା ସମୟରେ ପାଲଘର, ପୁଣେ,…

୧୧ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କ ମଧ୍ୟରୁ ୧,୦୩୬ ଜଣଙ୍କଠାରେ ଥିଲା କରୋନା ଲକ୍ଷଣ

ଲକ୍ଷ୍ନୌ,୨।୬: ଉତ୍ତରପ୍ରଦେଶକୁ ଏପର୍ଯ୍ୟନ୍ତ ସାଢେ ୧୧ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରି ଆସିଲେଣି। ହେଲେ ଏମାନଙ୍କ ମଧ୍ୟରୁ ପ୍ରାୟ ୧ହଜାରରୁ ସାମାନ୍ୟ ଅଧିକ ଲୋକଙ୍କ ପାଖରେ କରୋନା ସଂକ୍ରମଣର ଲକ୍ଷଣ ଥିବା କହିଛନ୍ତି ଉତ୍ତରପ୍ରଦେଶ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଦେଶରେ କରୋନା ଆରୋଗ୍ୟ ହାର ୪୮ ପ୍ରତିଶତ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣକୁ ନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କିଛି ନୂଆ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବିଶ୍ୱର ସବୁଦେଶଠାରୁ କମ୍‌ ରହିଛି। ସେହିପରି ଏପର୍ଯ୍ୟନ୍ତ ୯୫,୫୨୭…

ଘରକୁ ଫେରୁଥିବା ପ୍ରବାସୀଙ୍କୁ ଦିଆଯାଉଛି ଗର୍ଭ ନିରୋଧକ

ପାଟନା,୨।୬: କରୋନା ଭାଇରସ ସଂକ୍ରମଣ ଯୋଗୁ ବାହାର ରାଜ୍ୟରେ ରହିଥିବା ପ୍ରବାସୀ ଶ୍ରମିକମାନେ ଏବେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଏହି କ୍ରମରେ ବିହାରକୁ ପ୍ରାୟ ୨୯ ଲକ୍ଷ ପ୍ରବାସୀ ଶ୍ରମିକ ଫେରିଥିବା କୁହାଯାଉଛି। ଏମାନଙ୍କ ମଧ୍ୟରେ ଗର୍ଭଧାରଣକୁ ନେଇ ସ୍ବାସ୍ଥ୍ୟ…

୩ ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କ ପରିବର୍ତ୍ତନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀ, ଛତିଶଗଡ଼ ଏବଂ ମଣିପୁର ଆଦି ୩ ରାଜ୍ୟର ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ଭାଜପା ଅଧ୍ୟକ୍ଷ ପଦରୁ ମନୋଜ ତିଓ୍ବାରୀଙ୍କୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ଆଦେଶ କୁମାରଙ୍କୁ ଅଧ୍ୟକ୍ଷ ଭାର ଦିଆଯାଇଛି। ସେହିପରି…

ମୁକୁଳିଲେ ଜେସିକା ଲାଲ ହତ୍ୟାକାଣ୍ଡର ଦୋଷୀ ମନୁ ଶର୍ମା

ନୂଆଦିଲ୍ଲୀ,୨।୬: ବହୁ ଚର୍ଚ୍ଚିତ ଜେସିକା ଲାଲ ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ ହୋଇଥିବା ମନୁ ଶର୍ମା ସୋମବାର ମୁକୁଳିଛନ୍ତି। ସେଣ୍ଟେନ୍ସ ରିଭ୍ୟୁ ବୋର୍ଡର ସୁପାରିସ କ୍ରମେ ଦିଲ୍ଲୀର ଉପରାଜ୍ୟପାଳ ଅନୁମତି ଦେବା ପରେ ସେ ମୁକୁଳିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୧୯୯୯ ମସିହାରେ…

ଆସାମରେ ଏକାଧିକ ଭୂସ୍ଖଳନ: ମାଟିତଳେ ଚାପିହୋଇ ୨୦ ଲୋକଙ୍କ ଜୀବନ ଗଲା

ଗୁଆହାଟି, ୨।୬: ଲଗାତାର ବର୍ଷା ଯୋଗୁ ଆସାମର ଏକାଧିକ ସ୍ଥାନରେ ମଙ୍ଗଳବାର ଭୂସ୍ଖଳନ ଘଟିଛି। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କେତେକ ଆହତ ହୋଇଛନ୍ତି। ଦକ୍ଷିଣ ଆସାମର ବାରାକ ଉପତ୍ୟକାର ୩ଟି ଜିଲାରେ ଭୂସ୍ଖଳନ ହୋଇଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ…

ଦିଲ୍ଲୀ ସରକାରଙ୍କ ନୂଆ ଆପ୍‌: ଜଣାପଡିବ କେଉଁ ହସ୍ପିଟାଲରେ ରହିଛି କେତେ ବେଡ୍‌

ନୂଆଦିଲ୍ଲୀ,୨।୬: ପ୍ରତିଦିନ ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ୮ହଜାରରୁ ଅଧିକ ରହୁଥିବା ବେଳେ ରାଜଧାନୀ ଦିଲ୍ଲୀର ସ୍ଥିତି ମଧ୍ୟ ଉଦ୍‌ବେଗଜନକ ରହିଛି। ହେଲେ ଏହାକୁ ନେଇ ଭୟଭୀତ ନ ହେବାକୁ ପୁଣିଥରେ ଦିଲ୍ଲୀବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।…

ପୁଲଓ୍ବାମା ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ମୃତ

ପୁଲଓ୍ବାମା,୨।୬: ଜମ୍ମୁ-କଶ୍ମୀରରେ ହୋଇଥିବା ଏନ୍‌କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସାଇମଙ୍ଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏହି ଏନ୍‌କାଉଣ୍ଟର କରାଯାଇଛି। ସୋମବାର ଆରମ୍ଭ ହୋଇଥିବା ଏହି ଏନ୍‌କାଉଣ୍ଟରରେ ପ୍ରଥମେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ମଙ୍ଗଳବାର…

କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍‌ କରାଯାଇଛି। ସଂକ୍ରମଣ ରୋକିବା ଲାଗି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ସରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ କରୋନା ଭୂତାଣୁ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?