ଜାତୀୟ

କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟଙ୍କ ନାଁରେ ଅଭିଯୋଗ

ମୁମ୍ବାଇ,୨୮।୧: କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟ ଏବେ ବିବାଦରେ ଫସିଯାଇଛନ୍ତି। ଅଶ୍ଳୀଳ ଭିଡିଓ ଦେଖାଇବା ଅଭିଯୋଗରେ ୩୩ ବର୍ଷୀୟ ମହିଳା ସହଯୋଗୀ କୋରିଓଗ୍ରାଫର ତାଙ୍କ ବିରୋଧରେ ମହାରାଷ୍ଟ୍ର ମହିଳା କମିଶନ ଓ ମୁମ୍ବାଇର ଅମ୍ବୋଲି ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…

ଗୁଜରାଟ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୮।୧: ଗୁଜରାଟ ଦଙ୍ଗା ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ସରଦାରପୁରା ଗ୍ରାମର ୧୭ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ନେତୃତ୍ୱ ସେ ବସିଥିବା ଖଣ୍ଡପୀଠ ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ସମୟ ମଧ୍ୟରେ ଏମାନଙ୍କୁ ସାମଜିକ…

ଗଛ ମରିଗଲେ ଯିବାକୁ ପଡିବ ଜେଲ

ମୁରୈନା,୨୮।୧: ମଧ୍ୟପ୍ରଦେଶର ମୁରୈନା ଜିଲାରେ ଥିବା ଏକ ଜଙ୍ଗଲର ଗଛ ଗୁଡିକୁ ଦେଖାରଖା କରିବାକୁ ପୋଲିସ ଆସିଥାଆନ୍ତି। କଥାଟା ଟିକେ ଅଡୁଆ ଲାଗୁଥିଲେ ବି ସତ୍ୟ। ପୋଲିସ ଏଠାକୁ ପରିବେଶ ସଂରକ୍ଷଣ କରିବାକୁ ନୁହେଁ ବରଂ ଡ୍ୟୁଟି କରିବାକୁ ଆସୁଥିବା କୁହାଯାଏ।…

ଆଳୁ ସମ୍ମିଳନୀରେ ମୋଦି: ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ହେବ ୨ ଗୁଣା

ଗାନ୍ଧିନଗର,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଗାନ୍ଧିନଗରରେ ତୃତୀୟ ଆଳୁ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ମୋଦି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ କହିଛନ୍ତି ଯେ, ଭାରତ ସରକାର ୨୦୨୨ ସୁଦ୍ଧା ଦେଶର ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ…

ଚାଇନାରୁ ଦିଲ୍ଲୀକୁ ବ୍ୟାପିଲା କରୋନା ଭାଇରସ୍‌: ସନ୍ଦେହରେ ୩ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୮।୧: ଚାଇନାର କରୋନା ଭାଇରସ୍‌ ଆମେରିକା ସହିତ ବିଭିନ୍ନ ଦେଶକୁ ଧିରେ ଧିରେ ବ୍ୟାପିବାରେ ଲାଗିଛି। ଏଥିରୁ ମୁକୁଳିବା ପାଇଁ ସମସ୍ତ ଦେଶ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଭାରତରେ ମଧ୍ୟ କରୋନା ଭାଇରସ୍‌ର କିଛି ମାମଲା ସାମ୍ନାକୁ ଆସିଛି। ମୁମ୍ବାଇ,…

ପ୍ରାକୃତିକ ଚିକିତ୍ସାରେ ଭଲ ହେବେ କରୋନା ଭୂତାଣୁ ସଂକ୍ରମିତ: ଦାବିକଲେ ତାମିଲନାଡୁ ଡାକ୍ତର

ଚେନ୍ନାଇ,୨୮।୧: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭୁତାଣୁ ସଂକ୍ରମଣ ଏବେ ବିଶ୍ୱର ବିଭିନ୍ନ ଦେଶରେ କାୟା ବିସ୍ତାର କରିବା ଆରମ୍ଭ କଲାଣି। ଚାଇନାରେ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଲୋକଙ୍କ ମଧ୍ୟରୁ ୧୦୬ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି। ଏହି…

ମୁଲତବି ରହିଲା ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ବହୁ ଚର୍ଚ୍ଚିତ ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣିକୁ ମୁଲତବି ରଖିଛନ୍ତି। ଏହି ମାମଲାର ବିଚାରପତି ଛୁଟିରେ ଥିବାରୁ ୨୮ ଜାନୁୟାରୀରେ ହେବାକୁ ଥିବା ଶୁଣାଣିକୁ ମୁଲତବି ରଖାଯାଇଛି। ସୂଚନାଯୋଗ୍ୟ, ମୁଜାଫରପୁର ସେଲ୍‌ଟର ହୋମ୍‌…

ଶରଜିଲଙ୍କ ସାନ ଭାଇ ସମେତ ଅନ୍ୟ ୨ଗିରଫ

ଜହାନାବାଦ,୨୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ର ଛାତ୍ର ଶରଜିଲ ଇମାମ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଉସୁକାଇବା ଭାଷଣ ଦେଇ ଏବେ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ଦେଶ ବିରୋଧୀ ବିୟାନ ଦେବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ବିଭିନ୍ନ…

ନିଜେ ତଳେ ବସି କାଳ ଭୈରବଙ୍କୁ ଚେୟାରରେ ବସାଇଲେ ନବ ନିର୍ବାଚିତ ସରପଞ୍ଚ

ଜୟପୁର,୨୮।୧: ରାଜସ୍ତାନର ଜଣେ ନବ ନିର୍ବାଚିତ ସରପଞ୍ଚ ନିଜେ ତଳେ ବସି କାଳଭୈରବଙ୍କୁ ତାଙ୍କ ପାଇଁ ଉଦ୍ଦିଷ୍ଟ ଚେୟାରରେ ବସାଇଛନ୍ତି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ସିରୋହି ଜିଲାର ରେବଦରରେ ନବ ନିର୍ବାଚିତ ସରପଞ୍ଚ…

ବାରମୂଳାରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ

ବାରମୂଳା,୨୮।୧: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ବାରମୁଳା ଜିଲାର ଅଣ୍ଡରଗାମ ପାଟ୍ଟନ ଅଞ୍ଚଳରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଗିରଫ ଆତଙ୍କବାଦୀ ଜଣକ ହେଲେ ୧୯ ବର୍ଷୀୟ ସାଜିଦ ଫାରୁଖ ଡାର। ସାଜିଦଙ୍କ ଘର…

ଲାଲା ଲଜପତ ରାଏଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବାଧିନତା ସଂଗ୍ରାମୀ ଲାଲା ଲଜପତ ରାଏଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୋଦି କହିଛନ୍ତି ରାଷ୍ଟ୍ର ଉଦ୍ଦେଶ୍ୟରେ ତାଙ୍କ ତ୍ୟାଗର କାହାଣୀ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଦେବ। ମୋଦି ଟୁଇଟ୍‌ କରି…

ନାଗରିକତ୍ୱ ପାଇଁ ଦେବାକୁ ପଡ଼ିବ ଧର୍ମର ପ୍ରମାଣ

ନୂଆଦିଲ୍ଲୀ,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନ୍ତର୍ଗତ ଏବେ ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ଲାଗି ଧର୍ମର ପ୍ରମାଣ ଦେବାକୁ ପଡ଼ିବ। ଏସବୁ ଦେଶରୁ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଆସିଥିବା ହିନ୍ଦୁ, ଶିଖ୍‌, ଖ୍ରୀଷ୍ଟିଆନ୍‌, ବୌଦ୍ଧ, ଜୈନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri