ଜାତୀୟ

ଏମ୍‌ଏସ୍‌ଏମ୍‌ଇ ସଙ୍କଟ ଦୂର ଲାଗି ୫ ପରାମର୍ଶ

ନୂଆଦିଲ୍ଲୀ,୨୬।୪: କରୋନା ଯୋଗୁ ଦେଶରେ ଆର୍ଥତ୍କ ସ୍ଥିତି ଭୁଶୁଡ଼ିବାରେ ଲାଗିଛି। ଆର୍ଥତ୍କ ସ୍ଥିତିରେ ସୁଧାର ଆଣିବା ଓ ଏମ୍‌ଏସ୍‌ଏମ୍‌ଇ ସଙ୍କଟ ଦୂର କରିବା ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠିଲେଖି ୫ଟି ପରାମର୍ଶ ଦେଇଛନ୍ତି।…

ଦେଶରେ ସଂକ୍ରମଣ ବୃଦ୍ଧି ହାର ସର୍ବନିମ୍ନ

ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିଲାବେଳେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଛି। ଏବେ ସଂକ୍ରମିତ ମାମଲା ଦ୍ୱିଗୁଣିତ ହେବା ଲାଗି ୯ ଦିନରୁ ଅଧିକ ସମୟ ଲାଗୁଛି। ନୂଆ ମାମଲା ବୃଦ୍ଧି ହାର ୬ ପ୍ରତିଶତ ରହିଛି ଯାହା…

ଭାରତରେ ଗଲାଣି ୮୨୩ ଜୀବନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସ୍ଥିତି ଉଦ୍‌ବେଗଜନକ ଭାବେ ବୃଦ୍ଧିପାଇବାରେ ଲାଗିଛି। ଲକ୍‌ଡାଉନ୍‌ ସତ୍ତ୍ୱେ ନୂଆ ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୧୩୧ରେ ପହଞ୍ଚି ଥିବାବେଳେ ୮୨୩ ଜଣ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟା…

ଗରିବଙ୍କୁ ଆହାର ଲାଗି ଜମି ବିକିଲେ

ବେଙ୍ଗାଲୁରୁ,୨୬।୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଲକ୍‌ଡାଉନ୍‌ ପରେ କାମଧନ୍ଦା ହରାଇ ଗରିବ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ଲୋକ ଅନାହାର ଓ ଅର୍ଦ୍ଧାହାର ରହୁଛନ୍ତି। ଏଭଳି ସ୍ଥିତିରେ ଗରିବଙ୍କୁ ସାହାଯ୍ୟ କରିବା…

ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ ଲାଗି ସୁପାରିସ

ନୂଆଦିଲ୍ଲୀ,୨୬।୪(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଓ ଅନ୍ୟାନ୍ୟ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୁଲାଇ ପରିବର୍ତ୍ତେ ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ କରିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ନିଯୁକ୍ତ କମିଟି ସୁପାରିସ୍‌ କରିଛି। ଦେଶରେ ଲକ୍‌ଡାଉନ ଯୋଗୁ…

ବିଦେଶରୁ ଫେରିବେ ଭାରତୀୟ

ନୂଆଦିଲ୍ଲୀ,୨୬।୪: ମାର୍ଚ୍ଚ ୨୨ରୁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି। ଫଳରେ ଅନେକ ଭାରତୀୟ ଫେରି ନ ପାରି ବିଭିନ୍ନ ଦେଶରେ ଅଟକି ରହିଛନ୍ତି। ଲକ୍‌ଡାଉନ ଶେଷ ହେବା ପରେ ସେମାନଙ୍କୁ ଫେରାଇ ଆଣିବା ଲାଗି ସରକାର ଯୋଜନା କରିଛନ୍ତି। ଏଥିପାଇଁ…

ଦୋକାନ ଖୋଲିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି। ଲୋକମାନେ ହାତବାନ୍ଧି ଘରେ ବସିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଶେଷ ହେବାକୁ ଆହୁରି ସପ୍ତାହେ…

ସଞ୍ଜୟ କୋଠାରି ନୂଆ ସିଭିସି

ନୂଆଦିଲ୍ଲୀ,୨୬।୪ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରିଙ୍କୁ ଶନିବାର କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତ (ସିଭିସି) ନିଯୁକ୍ତ କରାଯାଇଛି। କେ.ସି. ଚୌଧ୍‌ରୀଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଗତବର୍ଷ ଜୁନ୍‌ରୁ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗର ମୁଖ୍ୟ ପଦ ଖାଲି ପଡ଼ିଥିଲା। ଶନିବାର ପୂର୍ବାହ୍ନ…

ମେ’ ୧୮ ପର୍ଯ୍ୟନ୍ତ ବଢିପାରେ ଲକ୍‌ଡାଉନ ଅବଧି

ମୁମ୍ବାଇ,୨୫।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ହେଲେ ମୁମ୍ବାଇ ଓ ପୁନେରେ ଏହି ଲକ୍‌ ଡାଉନ୍‌ ଅବଧି ମେ’ ୧୮ ଯାଏ ବୃଦ୍ଧି ହୋଇପାରେ ବୋଲି କହିଛନ୍ତି ମହାରାଷ୍ଟ୍ରର ସ୍ବାସ୍ଥ୍ୟ ମନ୍ତ୍ରୀ…

ସେଲୁନରୁ ବ୍ୟାପିଲା ସଂକ୍ରମଣ: ଗୋଟିଏ ଗାଁର ୬ ଜଣ ପଜିଟିଭ!

ଇନ୍ଦୋର୨୫।୪: ମଧ୍ୟପ୍ରଦେଶର ଖରଗୌନ ଜିଲାରେ ଶୁକ୍ରବାର ଏକାସହ ୯ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଯାଇଥିଲା। ଏମାନଙ୍କ ମଧ୍ୟରୁ ୬ଜଣ ଗୋଟିଏ ଗାଁର ଥିଲେ। ଅଭିଯୋଗ ଆସିଥିଲା କି ଗାଁରେ ଥିବା ଏକ ସେଲୁନରେ…

ସେଲୁନ୍‌ ଖୋଲିବାର ପ୍ରଶ୍ନ ଉଠୁନାହିଁ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏହା ଜୁନ୍‌ ୩ରେ ଶେଷ ହେବ ବୋଲି ଘୋଷଣା କରାଯାଇଛି। ଏହା ପୂର୍ବରୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ନିୟମରେ କିଛିଟା କେହଳ କରିଛନ୍ତି। ପୂର୍ବରୁ କେବଳ ଜରୁରୀ…

୧ ହଜାର ପିପିଇ କିଟ୍‌ ଦାନ କଲେ ବିଦ୍ୟା

ମୁମ୍ବାଇ,୨୫।୪: କରୋନା ଭାଇରସକୁ ହରାଇବା ପାଇଁ ସବୁ ସ୍ତରରେ ଉଦ୍ୟମ ଚାଲିଥିବା ବେଳେ ଏ କ୍ଷେତ୍ରରେ ମଧ୍ୟ ସହାୟତାର ହାତ ବଢାଇଛନ୍ତି ବିଲିଉଡ ସେଲିବ୍ରିଟିମାନେ। ଏବେ ବିଦ୍ୟା ବଲାନଙ୍କ ନାଁ ମଧ୍ୟ ଏହି ତାଲିକାରେ ଯୋଡି ହୋଇଯାଇଛି। ଅଭିନେତ୍ରୀ ବିଦ୍ୟା ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri