ଜାତୀୟ

କରୋନା ମୁକାବିଲା ପାଇଁ ଆବଶ୍ୟକ ୧୦ ଲକ୍ଷ ଭେଣ୍ଟିଲେଟର: ଭାରତରେ ରହିଛି ୫୦ ହଜାର

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନା ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଗୁରୁତର କରୋନା ସଂକ୍ରମିତଙ୍କ ପାଇଁ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ଏପରିସ୍ଥଳେ ଭାରତରେ ସମ୍ପ୍ରତି ୫୦ ହଜାର ଭେଣ୍ଟିଲେଟର ରହିଛି। କରୋନା ମୁକାବିଲା ଲାଗି ୧୦ ଲକ୍ଷ ଭେଣ୍ଟିଲେଟରର ଆବଶ୍ୟକତା…

ମୋଗା ଜିଲା ହେଲା କରୋନା ମୁକ୍ତ

ମୋଗା,୨୩।୪: ପଞ୍ଜାବରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ମୋଗା ଜିଲାରୁ ଆସିଛି ଖୁସି ଖବର। ଉକ୍ତ ଜିଲାରେ ୪ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଏହି ଜିଲା କରୋନା ମୁକ୍ତ ହୋଇଛି ବୋଲି ଗୁରୁବାର ଘୋଷଣା କରିଛନ୍ତି…

କରୋନା ପଢ଼ାଇବ ସମାନୁଭୂତିର ଗଣିତ

ନୂଆଦିଲ୍ଲୀ,୨୩ା୪: ଆମେ ସମସ୍ତେ ଏକ। ବର୍ତ୍ତମାନର କୋଭିଡ୍‌-୧୯ ମହାମାରୀ ଏ ବିଷୟକୁ ସିଦ୍ଧ କରିବା ଲାଗି ସଚେତନତା ଜଗାଉଛି। ଏହି ସଙ୍କଟ ଟଳିଯିବା ପରେ ସମାନୁଭୂତି, ଅନୁକମ୍ପା ଓ ଦୟାଭାବ ଆଦି ସକାରାତ୍ମକ ବିଷୟରେ ସ୍କୁଲରେ ଶିକ୍ଷା ଦିଆଯିବା ଉଚିତ। କାରଣ…

ମେ ୨୨ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୭୫ ହଜାର ଟପିପାରେ

ନୂଆଦିଲ୍ଲୀ,୨୩ା୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ହଜାର ଟପିଲାଣି। ପ୍ରାୟ ୬୫୦ ଲୋକଙ୍କ ଜୀବନ ଗଲାଣି। ଗତ କିଛିଦିନର ସ୍ଥିତିକୁ ଦେଖିଲେ ସଂକମ୍ରିତ ଓ ମୃତକଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ହେଲେ ଏହି ମହାମାରୀ ମେ ମାସ ମଧ୍ୟଭାଗରେ…

ଗଣତନ୍ତ୍ର ବିରୋଧରେ ସମ୍ଭ୍ରାନ୍ତଙ୍କ ବିଦ୍ରୋହ

ନୂଆଦିଲ୍ଲୀ,୨୩ା୪: ଜୋସ୍‌ ଓର୍ଟେଗା ଓ୍ବାଇ ଗାସେଟ୍‌ ହେଉଛନ୍ତି (୧୮୮୩-୧୯୫୫) ବିଂଶ ଶତାବ୍ଦୀର ବହୁଳ ଭାବେ ବିସ୍ମୃତ ବିଚାରକ। ସ୍ପେନ୍‌ର ଏହି ରୂଢ଼ି ବିରୋଧୀ ଦାର୍ଶନିକଙ୍କ ସବୁଠୁ ଉତ୍କୃଷ୍ଟ ସାମାଜିକ ବିଜ୍ଞାନ କୃତି ‘ଦି ରିଭୋଲ୍ଟ ଅଫ୍‌ ଦି ମାସେସ୍‌’ରେ ବିଶ୍ୱକୁ ନେଇ…

ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ହେବ ୭ବର୍ଷ ଜେଲ୍‌ ଦଣ୍ଡ: ମୋଦି ସରକାର ଆଣିଲେ ଅଧ୍ୟାଦେଶ

ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍‌ ମହାସଙ୍କଟ ମଧ୍ୟରେ ଦେଶର ଡାକ୍ତର ଓ ନର୍ସଙ୍କ ଉପରେ କିଛି ଦିନରୁ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ସୁରକ୍ଷା ଲାଗି ମୋଦି ସରକାର ଏକ ଅଧ୍ୟାଦେଶ ଆଣିଛନ୍ତି। ବୁଧବାର…

ରିଲାଏନ୍ସ୍‌ ଜିଓ ସହିତ ୪୩,୫୭୪ କୋଟିର ଚୁକ୍ତି କଲା ଫେସ୍‌ବୁକ୍‌: ୨୧ କୋଟିରୁ ଅଧିକ କ୍ଷୁଦ୍ର-ମଧ୍ୟମ ଭାରତୀୟ ବ୍ୟବସାୟୀ ହେବେ ଉପକୃତ

ନୂଆଦିଲ୍ଲୀ,୨୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଥିବା ବେଳେ ଫେସ୍‌ବୁକ୍‌ ଏବଂ ରିଲାଏନ୍ସ୍‌ ଜିଓ ମଧ୍ୟରେ ଏକ ବଡ଼ ଧରଣର ବ୍ୟବସାୟିକ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ରିଲାଏନ୍ସ୍‌ ଜିଓର ୯.୯୯ ପ୍ରତିଶତ ଅଂଶଧନ ଫେସ୍‌ବୁକ୍‌ ଅଧିଗ୍ରହଣ କରିଛି।…

୮ ଦିନରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁଲା: ୩୦୧ ମୃତ

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲକ୍‌ ଡାଉନ୍‌ ଜାରି ସତ୍ତ୍ୱେ ଏପ୍ରିଲ୍‌ ୧୪ରୁ ୨୨ ଗତ ୮ ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୪.୭୫ ପ୍ରତିଶତରୁ ୧୭.୪୮ ପ୍ରତିଶତକୁ ବୃଦ୍ଧି ପାଇଛି।…

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା: ଜଣେ କର୍ମଚାରୀ ପଜିଟିଭ୍‌

ନୂଆଦିଲ୍ଲୀ,୨୨।୪: କରୋନା ବିରୋଧରେ ଭାରତରେ ଲଢ଼େଇ ଜାରି ରହିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ ଜଣେ କର୍ମଚାରୀଙ୍କ ନମୁନା ପରୀକ୍ଷାରେ ସେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ସେ ଏପ୍ରିଲ୍‌ ୧୫ରେ ଅଫିସ ଆସିଥିଲେ। ଏପ୍ରିଲ୍‌ ୨୧ରେ ତାଙ୍କର ନମୁନା ପରୀକ୍ଷା…

ସାନିଟାଇଜର-କୀଟାଣୁନାଶକ ସ୍ପ୍ରେ ବି ନୁହେଁ ସୁରକ୍ଷିତ; ତ୍ୱଚାକୁ ପହଞ୍ଚାଏ କ୍ଷତି: ଏଏମ୍‌ଏଆଇ

ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ସାବୁନରେ ହାତ ଧୋଇବା ଅବା ପାଣିର ଅଭାବରେ ସାନିଟାଇଜରର ବ୍ୟବହାର କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଭାରତର କେତେକ ଅଞ୍ଚଳରେ କୀଟାଣୁନାଶକ…

କରୋନା ସଂକ୍ରମଣ: ପିତାଙ୍କ ମୃତଦେହ ନେବାକୁ ମନାକଲେ ପୁଅ; ତହସିଲଦାର କଲେ ଅନ୍ତିମ ସଂସ୍କାର

ଭୋପାଳ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। କରୋନା ଯୋଗୁ ରକ୍ତ ସମ୍ପର୍କରେ ମଧ୍ୟ ଫାଟ ସୃଷ୍ଟି…

କରୋନା ସଂକ୍ରମଣରେ ବ୍ୟବସାୟୀଙ୍କ ମୃତ୍ୟୁ: ଆଜାଦ୍‌ପୁର ମଣ୍ଡି ବନ୍ଦ ପାଇଁ ଦାବି; ଆଖପାଖ ଦୋକାନ ସିଲ୍‌

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀର ଆଜାଦ୍‌ପୁର ମଣ୍ଡିରେ କରୋନା ସଂକ୍ରମଣରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ମଣ୍ଡିକୁ ବନ୍ଦ କରିବା ପାଇଁ ଲୋକେ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri