ଜାନୁୟାରୀ ୩୦ ଭିତରେ ହୋଇପାରେ ରାମ ମନ୍ଦିର ଟ୍ରଷ୍ଟ ଘୋଷଣା: ଅଯୋଧ୍ୟାର ଏହି ସନ୍ଥ ହୋଇପାରନ୍ତି ଅଧ୍ୟକ୍ଷ
ଆଯୋଧ୍ୟା,୨୨।୧: ରାମ ଜନ୍ମଭୂମି ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଏବେ ସମସ୍ତଙ୍କ ନଜର ରହିଛି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠନ ହେବାକୁ ଥିବା ରାମ ମନ୍ଦିର ଟ୍ରଷ୍ଟ ଉପରେ। କାରଣ ୩ ମାସ ମଧ୍ୟରେ ରାମ ମନ୍ଦିର ଟ୍ରଷ୍ଟ ଗଠନ…
ଅଓ୍ବନ୍ତିପୋରାରେ ଏନ୍କାଉଣ୍ଟର: ସେନାର ଗୁଳିରେ ଟଳିପଡ଼ିଲେ ଆଉ ଜଣେ ଆତଙ୍କବାଦୀ
ଶ୍ରୀନଗର,୨୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ ବୁଧବାର ଏନକାଉଣ୍ଟର ହୋଇଛି। ଏହି ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ପାଇବା ପରେ ସୁରକ୍ଷାକର୍ମୀ ପକ୍ଷରୁ ସର୍ଚ୍ଚ ଅପରେଶନ୍ କରାଯାଇଥିଲା।…
ମହାରାଷ୍ଟ୍ର ଦର୍ଶକଙ୍କ ପାଇଁ ଖୁସି ଖବର: ଫିଲ୍ମ ତାନାଜୀ ହେଲା ଟ୍ୟାକ୍ସ ଫ୍ରି
ମୁମ୍ବାଇ,୨୨।୧: ବଲିଉଡ୍ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ-ଦ ଅନସଙ୍ଗ ଓ୍ବାରିୟର’ ବକ୍ସ ଅଫିସ୍ରେ ଏବେ ଧମାଲ୍ କରୁଛି। ଦର୍ଶକ ଏହାକୁ ବେଶ୍ ପସନ୍ଦ କରିଥିବା ବେଳେ ଫିଲ୍ମ ଭଲ ବ୍ୟବସାୟ କରୁଛି। ସୂଚନା ମୂତାବକ ଏହି ଫିଲ୍ମ ଖୁବ୍ଶୀଘ୍ର…
୨୪ ଘଣ୍ଟା ଖୋଲା ରହିବ ରେଷ୍ଟୁରାଣ୍ଟ୍-ମଲ୍-ପବ୍: ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ମୁମ୍ବାଇ,୨୨।୧: ମୁମ୍ବାଇରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସରକାର ପ୍ରୟାସ ଜାରି ରଖିଛନ୍ତି। ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଆଦିତ୍ୟ ଠାକ୍ରେଙ୍କ ମୁମ୍ବାଇ ନାଇଟ୍ ଲାଇଫ୍ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଏହି ଯୋଜନା ଅନ୍ତର୍ଗତ ଜାନୁୟାରୀ…
ଡରାଇ ଧମକାଇ ଲାଗୁ ହୋଇ ପାରିବନି ସିଏଏ: ଚନ୍ଦ୍ର ବୋଷ
କୋଲକାତା, ୨୨।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ପାର୍ଟି ଲାଇନ୍ ବାହାରକୁ ଯାଇ ମନ୍ତବ୍ୟ ଦେଇଛନ୍ତି। ଲୋକଙ୍କୁ ଡରାଇ ଧମକାଇ ସିଏଏ ଲାଗୁ କରାଯାଇ ପାରିବନି ବୋଲି ସେ…
ଗାଈକୁ ନେଇ ମହିଳା ଆଇଏଏସ୍, ଆଇପିଏସ୍ ଅଫିସରଙ୍କ ମଧ୍ୟରେ ଝଗଡା
ଗାନ୍ଧୀନଗର, ୨୨।୧: ଗୁଜରାଟରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଦୁଇ ଉଚ୍ଚପଦସ୍ଥ ମହିଳା ଅଧିକାରୀଙ୍କ ମଧ୍ୟରେ ଝଗଡା ଲାଗିଛି। ଝଗଡା ପ୍ରଶମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଫିସକୁ ମାମଲାରେ ହସ୍ତକ୍ଷେପ କରିବାକୁ ପଡିଛି। ଏହି ଝଗଡା କୌଣସି ପ୍ରଶାସନିକ…
ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ
ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ ଏକ ମାନବ ବିହୀନ ରକେଟରେ ମହାକାଶକୁ ପଠାଯିବାର ଯୋଜନା କରାଯାଇଛି। ବୁଧବାର ବ୍ୟୋମମିତ୍ରାର ଫଟୋ…
କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା
ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ନିର୍ବାଚନ ପ୍ରଚାର ପାଇଁ ବୁଧବାର କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ପୂର୍ବତନ କ୍ରିକେଟର ତଥା କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁଙ୍କ ନାମ ରହିଛି। ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହଙ୍କ…
ଦାର୍ଜିଲିଂରେ ସିଏଏ-ଏନ୍ଆର୍ସି-ଏନ୍ପିଆର୍ ବିରୋଧରେ ରାଲି: ଯୋଗଦେଲେ ମମତା; ପିଲାଙ୍କୁ ବାଣ୍ଟିଲେ ପୋଷାକ
କୋଲକତା,୨୨।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦାର୍ଜିଲିଂରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା (ଏନ୍ଆର୍ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର୍) ବିରୋଧରେ ରାଲି କରିଛନ୍ତି। କେନ୍ଦ୍ର ସରକାରଙ୍କ ଏସବୁ ଆଇନକୁ ଡରିବାର ଆବଶ୍ୟକତା ନାହିଁ। ରାଜ୍ୟ ସରକାର…
୫ବର୍ଷରେ ୧.୩୦କୋଟି ଟଙ୍କା ବୃଦ୍ଧି ପାଇଛି କେଜରିଓ୍ବାଲଙ୍କ ସମ୍ପତ୍ତି
ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ଫେବୃୟାରୀ ୮ରେ ହେବାକୁ ଥିବା ବେଳେ ୧୧ରେ ଏହାର ଫଳାଫଳ ଆସିବ। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ନୂଆଦିଲ୍ଲୀ ଆସନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନାମାଙ୍କନ ପତ୍ର ଦାଖଲ…
ଚନ୍ଦ୍ରୟାନ-୩ ପାଇଁ ଆରମ୍ଭ ହେଲାଣି କାମ: କେ. ଶିବନ
ବେଙ୍ଗାଲୁରୁ,୨୨।୧: ଚନ୍ଦ୍ରୟାନ-୩ ପାଇଁ କାମ ଆରମ୍ଭ ହୋଇ ସାରିଛି। ଏହାର ନିର୍ମାଣରେ ବୈଜ୍ଞାନିକମାନେ ଉତ୍ସାହର ସହିତ କାର୍ଯ୍ୟ ଜାରି ରଖିଛନ୍ତି ବୋଲି ଇସ୍ରୋ ମୁଖ୍ୟ କେ.ଶିବନ ବୁଧବାର ସୂଚନା ଦେଇଛନ୍ତି। ଚନ୍ଦ୍ରୟାନ-୩ ଲାଣ୍ଡର ଏବଂ କ୍ରାଫ୍ଟ ନିର୍ମାଣ ଲାଗି ୨୫୦ କୋଟି…
ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍ ପ୍ରଚାରକ ତାଲିକାରେ ମୋଦି, ଶାହା
ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ…
Archives


