ଜାତୀୟ

ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରଖେ ଡ୍ୟାନ୍ସ୍‌ ଥେରାପି…

ଭାରତୀୟ ସଂସ୍କୃତିରେ ନୃତ୍ୟର ବିଶେଷ ସ୍ଥାନ ରହିଛି। ନୃତ୍ୟ କରିବା ଦ୍ୱାରା ବହୁ ସୁଫଳ ମିଳିଥାଏ। ନୃତ୍ୟ ଶରୀରକୁ ଫିଟ୍‌ ରଖିଥାଏ। ଏହାକୁ ଡ୍ୟାନ୍ସ୍‌ ଥେରାପି ମଧ୍ୟ କୁହାଯାଇଥାଏ। ମେଦବହୁଳତା, ହାର୍ଟ ଆଟାକ୍‌ ଆଦି ରୋଗରୁ ଏହା ଦୂରେଇ ରଖେ।...

ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ

ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ ଅନ୍ୟାନ୍ୟ ଜୋଡ଼...

ସାବରିମାଲା ମନ୍ଦିର ପାଇଁ ଆଇନ ପ୍ରଣୟନ କରିବାକୁ କେରଳ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୧: ସାବରିମାଲା ଆୟପ୍ପା ମନ୍ଦିରକୁ ନେଇ ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ସାବରିମାଲା ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁ ଓ ମନ୍ଦିର ପ୍ରଶାସନର ସୁବିଧାକୁ ଦୃଷ୍ଟିରେ ରଖି ୪ ସପ୍ତାହ ମଧ୍ୟରେ ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରିବାକୁ...

ରାଜ୍ୟସଭାରେ ସିଟ୍‌ ପରିବର୍ତ୍ତନକୁ ନେଇ କ୍ରୋଧିତ ହେଲେ ସଞ୍ଜୟ: ଭେଙ୍କିୟାଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୦।୧୧: ସଂସଦରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ବୁଧବାର ଅଧିବେଶନର ତୃତୀୟ ଦିନ ହୋଇଥିବା ବେଳେ ଗୃହରେ ଏନ୍‌ଆରସି, ପ୍ରଦୂଷଣ ଓ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଭଳି ପ୍ରସଙ୍ଗ ଉପରେ ଚର୍ଚ୍ଚା କରାଯାଇଥିଲା। ଏହାରି ଭିତରେ ରାଜ୍ୟସଭା ଚ୍ୟାମ୍ବରରେ ନିଜର...

ମୋଦିଙ୍କୁ ଭେଟିଲେ ପାଓ୍ବାର: ମହାରାଷ୍ଟ୍ର ରାଜନୀତିରେ ଆଲୋଡ଼ନ

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚତତା ଜାରି ରହିଥିବାବେଳେ ବୁଧବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ରାଜ୍ୟର ଚାଷୀ ସମସ୍ୟା ନେଇ ଆଲୋଚନା ହୋଇଥିବା କୁହାଯାଉଛି। ତେବେ ଏହାକୁ...

ବାଲ୍ୟବିବାହକୁ ରୋକିବା ପାଇଁ ଆସାମ ସରକାରଙ୍କ ନୂଆ ଯୋଜନା: ବିବାହରେ କନ୍ୟାଙ୍କୁ ଦେବେ ୧ ତୋଳା ସୁନା

ଗୁଆହାଟୀ,୨୦।୧୧: ରାଜ୍ୟରେ ବାଲ୍ୟବିବାହ ରୋକିବା ପାଇଁ ଆସାମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅରୁନ୍ଧତୀ ସ୍କିମ୍‌ରେ ବିବାହ ସମୟରେ କନ୍ୟାଙ୍କୁ ମାଗଣାରେ ୧ ତୋଳା ସୁନା ଦେବେ ସରକାର। ମଙ୍ଗଳବାର ସନ୍ଧ୍ୟାରେ ଗୁଆହାଟୀରେ ବସିଥିବା କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ...

ବେଙ୍ଗାଲୁରୁରେ ପ୍ରତିଦିନ ଘଣ୍ଟେ ପାଇଁ ମିଳିବ ମାଗଣା ଓ୍ବାଇଫାଇ

ବେଙ୍ଗାଲୁରୁ,୨୦।୧୧: କର୍ନାଟକ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବେଙ୍ଗାଲୁରୁରେ ପ୍ରତିଦିନ ଘଣ୍ଟେ ପାଇଁ ମାଗଣା ଓ୍ବାଇଫାଇ ସୁବିଧା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଏଥିଲାଗି ସରକାରଙ୍କୁ ଶହେ କୋଟି ଟଙ୍କା ନିବେଶ କରିବାକୁ ପଡ଼ିବ। ସହରରେ ୪ ହଜାର ଓ୍ବାଇଫାଇ...

ଦେଶବ୍ୟାପି ଏନ୍‌ଆର୍‌ସିକୁ ନେଇ ଶାହ-ମମତା ମୁହାଁମୁହିଁ

ନୂଆଦିଲ୍ଲୀ,୨୦।୧୧: ଦେଶବ୍ୟାପି ଏନ୍‌ଆର୍‌ସି ଲାଗୁହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ପ୍ରଶ୍ନକାଳରେ ନିଜର ଉତ୍ତର ରଖିଛନ୍ତି। ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଏନ୍‌ଆର୍‌ସି ଅନ୍ତର୍ଭୁକ୍ତ ହେବେ ବୋଲି ଶାହ କହିଛନ୍ତି। ଭାରତ ସବୁ ଧର୍ମର ଲୋକଙ୍କୁ...

୧୦ବର୍ଷ ପୁରୁଣା ମାମଲାର ବିଚାର ଶୀଘ୍ର କରାଯିବ: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୦।୧୧: ଦେଶର ବିଭିନ୍ନ କୋର୍ଟରେ ପଡ଼ିରହିଥିବା ମାମଲାଗୁଡ଼ିକର ବିଚାର ଶୀଘ୍ର କରିବାକୁ ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ଲୋକସଭାରେ କହିଛନ୍ତି। ୧୦ ବର୍ଷ ଧରି ପଡ଼ିରହିଥିବା ମାମଲାର ବିଚାର ଶୀଘ୍ର କରିବା ଲାଗି ସେ ଦେଶର ସମସ୍ତ ହାଇକୋର୍ଟର ମୁଖ୍ୟ...

ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ; ଉପଯୁକ୍ତ ସମୟରେ ଆରମ୍ଭ ହେବ ଇଣ୍ଟରନେଟ୍‌ ସେବା: ଶାହ

ନୂଆଦିଲ୍ଲୀ,୨୦।୧୧: ସମ୍ପ୍ରତି ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ। ଏଠାରେ ଉପଯୁକ୍ତ ସମୟରେ ଇଣ୍ଟରନେଟ୍‌ ସେବା ଆରମ୍ଭ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ସୂଚନା ଦେଇଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ଶାହ ଏଭଳି କହିଛନ୍ତି।...

୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା

ଥିରୁଭାନନ୍ତପୁରମ୍‌,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ ରାଜ୍ୟ ସାକ୍ଷରତା ମିଶନର ପ୍ରୟାସରେ ଏଭଳି ବିରଳ କାର୍ଯ୍ୟ ସମ୍ଭବ ହୋଇପାରିଛି। ମଙ୍ଗଳବାର...

କିରଣ ବେଦୀଙ୍କୁ ହିଟଲରଙ୍କ ଭଉଣୀ ସହ ତୁଳନା କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୦।୧୧:ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ଜର୍ମାନ ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଭଉଣୀ ସହ ତୁଳନା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ। ରାଜ୍ୟର ଉପରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ କିରଣ ବେଦୀଙ୍କ କାର୍ଯ୍ୟକଳାପକୁ ସେ ସମାଲୋଚନା କରିଛନ୍ତି। ସକରାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri