ଜାତୀୟ

ଲକ୍‌ଡାଉନ୍‌ କଟକଣାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫୁ: ଆଡ଼ମ୍ବରରେ କଲେ ପୁଅର ବିବାହ

ବେଙ୍ଗାଲୁରୁ,୧୭।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ବନାଇ ରଖିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ଅପିଲ୍‌ ମଧ୍ୟ କରାଯାଉଛି। ହେଲେ ଏହାକୁ…

ଶୋପିଆନରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୭।୪: ଗୋଟିଏ ପଟେ ସାରା ବିଶ୍ୱ କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟରେ ଗତି କରୁଥିବା ବେଳେ ଅନ୍ୟପଟେ ଆତଙ୍କବାଦୀ ନିଜ ମନ୍ଦ ବୁଦ୍ଧିରୁ ବାଦ୍‌ ପଡ଼ୁନାହାନ୍ତି। ଶୁକ୍ରବାର ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ…

ଲକ୍‌ଡାଉନ ବେଳେ ଅନାହାର ସହ ସଂଗ୍ରାମ

ନୂଆଦିଲ୍ଲୀ,୧୭।୪: ଗତ ମାର୍ଚ୍ଚରୁ ଏପ୍ରିଲ ମଧ୍ୟରେ ସାରା ବିଶ୍ୱରେ ଜୀବନ ବଦଳିଯାଇଛି ବୋଲି କହିବା ବାହୁଲ୍ୟ ହେବ ନାହିଁ। କରୋନା ମହାମାରୀ ସାରା ଦୁନିଆକୁ ଘୋଟିଛି। ଏହାର ସଂକ୍ରମତାଜନିତ ପରିଣାମ ଭୋଗିବାରୁ ପ୍ରାୟତଃ କୌଣସି ଦେଶ ଛାଡ଼ ପାଇନାହିଁ। ତେଣୁ ସଙ୍ଗରୋଧ…

୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟଧାର୍ଯ୍ୟ

ନୂଆଦିଲ୍ଲୀ, ୧୭।୪:୨୦୨୦-୨୧ ବର୍ଷରେ ୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୯-୨୦ ବର୍ଷରେ ୨୯୧.୧୦ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିଲା। ଖରିଫ୍‌ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ସହ ମିଶନ୍‌ ମୋଡ୍‌ରେ…

ୟୁପିରେ କରୋନା ଯୋଦ୍ଧାଙ୍କୁ ଆକ୍ରମଣ କଲେ ଏନ୍‌ଏସ୍‌ଏ

ଲକ୍ଷ୍ନୌ,୧୬ା୪: ଉତ୍ତରପ୍ରଦେଶରେ ପୋଲିସ, ସ୍ବାସ୍ଥ୍ୟ ବିଭାଗ ଓ ପରିମଳ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରୁଥିବା ଲୋକଙ୍କ ବିରୋଧରେ ଏନ୍‌ଏସ୍‌ଏ(ଜାତୀୟ ସୁରକ୍ଷା ଆଇନ) ଏବଂ ବିପର୍ଯ୍ୟୟ ପରିଚାଳନା ଆଇନରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ…

‘ସାମାଜିକ ଦୂରତ୍ୱ କଡ଼ାକଡ଼ି ପାଳନ କର’

ନୂଆଦିଲ୍ଲୀ,୧୭।୪(ପି.ଟି.): ଲକ୍‌ଡାଉନ ବେଳେ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ଆଦି ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। କୌଣସି ସ୍ଥାନରେ ୫ କିମ୍ବା ତାହାଠାରୁ ଅଧିକ…

ଜମାତ ନେତାଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା

ନୂଆଦିଲ୍ଲୀ,୧୭।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର ତବ୍‌ଲିଘି ଜମାତ ନେତା ମୌଲାନା ସାଦ୍‌ କାନ୍ଦାଲ୍‌ଭି, ଟ୍ରଷ୍ଟ ସଦସ୍ୟଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ରୁଜୁ କରାଯାଇଛି। ଦିଲ୍ଲୀ ପୋଲିସର ଏଫ୍‌ଆଇଆର୍‌କୁ ଆଧାର କରି ଏଭଳି କରାଯାଇଥିବା ଅଧିକାରୀମାନେ ପ୍ରକାଶ କରିଛନ୍ତି। ଏହି ଘଟଣାକୁ…

୫୩ ଦେଶରେ ୩୩୩୬ ଭାରତୀୟଙ୍କୁ କରୋନା

ନୂଆଦିଲ୍ଲୀ,୧୭।୪: ୫୩ ଦେଶରେ ମୋଟ ୩୩୩୬ ଜଣ ଭାରତୀୟ କରୋନାରେ ସଂକ୍ରମିତ ହୋଇଥିବାବେଳେ ୨୫ ଜଣଙ୍କ ମୃତ୍ୟୁ ହେଲାଣି। ବିଦେଶରେ ଅଟକିଥିବା ଭାରତୀୟଙ୍କୁ ଧୈର୍ଯ୍ୟ ରଖିବା ଲାଗି ସରକାର ପରାମର୍ଶ ଦେଇଛନ୍ତି। ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ବୃହତ୍ତର ନୀତିଗତ…

ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ: ହିନ୍ଦୁ, ମୁସ୍‌ଲିମ ରୋଗୀଙ୍କ ପାଇଁ ଅଲଗା ଓ୍ବାର୍ଡ

ନୂଆଦିଲ୍ଲୀ,୧୭।୪: କରୋନା ଭାଇରସ୍‌ ରୋଗୀଙ୍କୁ ଚିକିତ୍ସା କରାଯାଉଥିବା ଗୁଜରାଟର ଏକ ହସ୍ପିଟାଲରେ ଧର୍ମକୁ ନେଇ ଭେଦଭାବ ଦେଖିବାକୁ ମିଳିଛି। ଏହି ବୈଷମ୍ୟପୂର୍ଣ୍ଣ ବିଷୟ ସାମ୍ନାକୁ ଆସିବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାଜପା ଶାସିତ ରାଜ୍ୟ ଗୁଜରାଟର…

ଆଣ୍ଡାମାନ ନିକୋବରରେ ସୁସ୍ଥ ହେଲେ ସମସ୍ତ ୧୧ କରୋନା ସଂକ୍ରମିତ

ପୋର୍ଟ ବ୍ଲେୟାର,୧୬।୪: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଆଣାମାନ ନିକୋବର ଦ୍ୱୀପ ମଧ୍ୟ ଏଥିରୁ ବାଦ୍‌ ପଡି ନ ଥିଲା। ଏଠାରେ ପ୍ରଥମେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ସମସ୍ତ…

୩୨୫ ଜିଲାରେ ହୋଇନାହିଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ୧୨ ହଜାର ଅତିକ୍ରମ କରି ସାରିଲାଣି। ହେଲେ ଦେଶର ପ୍ରାୟ ୩୨୫ ଜିଲାରେ କେହି ଜଣେ କରୋନା ସଂକ୍ରମିତ ନ ଥିବା କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ…

ମାସ୍କ ପିନ୍ଧି, ସାନିଟାଇଜର ଲଗାଇ କଲେ ବିବାହ

ପାଟନା,୧୬।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ମେ’ ୩ ପର୍ଯ୍ୟନ୍ତ ଚାଲିଥିବା ଲକ୍‌ଡାଉନକୁ ଦେଖି ଅନେକ ଲୋକ ସେମାନଙ୍କ ବିବାହ ତାରିଖରେ ପରିବର୍ତ୍ତନ କରୁଥିବା ଦେଖାଯାଇଛି। ହେଲେ ବିହାରର ନଓ୍ବାଦା ଜିଲାରେ ଏକ ବିବାହ ତାରିଖକୁ ଥରେ ଘୁଞ୍ଚାଇ ଦିଆଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri