ଜାତୀୟ

ମାସ୍କ ପିନ୍ଧି, ସାନିଟାଇଜର ଲଗାଇ କଲେ ବିବାହ

ପାଟନା,୧୬।୪: କରୋନା ଭାଇରସ ଯୋଗୁ ସାରା ଦେଶରେ ମେ’ ୩ ପର୍ଯ୍ୟନ୍ତ ଚାଲିଥିବା ଲକ୍‌ଡାଉନକୁ ଦେଖି ଅନେକ ଲୋକ ସେମାନଙ୍କ ବିବାହ ତାରିଖରେ ପରିବର୍ତ୍ତନ କରୁଥିବା ଦେଖାଯାଇଛି। ହେଲେ ବିହାରର ନଓ୍ବାଦା ଜିଲାରେ ଏକ ବିବାହ ତାରିଖକୁ ଥରେ ଘୁଞ୍ଚାଇ ଦିଆଯାଇଥିବା…

ସୁରକ୍ଷିତ ନୁହେଁ ‘ଜୁମ୍‌’ ଆପ

ନୂଆଦିଲ୍ଲୀ,୧୬।୪: କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ପରସ୍ପର ସହ ସମ୍ପର୍କ ରଖିବାକୁ ଲୋକେ ଭିଡିଓ କଲିଂ ବା କନଫରେନ୍ସିଂର ସହାୟତା ନେଇଛନ୍ତି। ଏହି ସମୟରେ ଅଧିକାଂଶ ଲୋକେ ଓ୍ବାର୍କ ଫ୍ରମ ହୋମ କରୁଥିବାରୁ ଏମାନେ…

ମହାରାଷ୍ଟ୍ରରେ ୩ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ମୁମ୍ବାଇ,୧୬।୪: ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୫ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ପୂର୍ବଦିନ ଅପେକ୍ଷା ଏହା ସାମନ୍ୟ କମ ବୋଲି କୁହାଯାଉଛି। ତେବେ ଏମାନଙ୍କ ମଧ୍ୟରୁ ୧୦୭ ଜଣ କେବଳ ମୁମ୍ବାଇର ବୋଲି ଜଣାପଡିଛି। ଏହାକୁ ନେଇ…

କାଶ-ନିଶ୍ୱାସପ୍ରଶ୍ୱାସରୁ ବି ଚିହ୍ନଟ ହେବେ କରୋନା ସଂକ୍ରମିତ !

ବେଙ୍ଗାଲୁରୁ,୧୬।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ବେଙ୍ଗାଲୁରୁସ୍ଥିତ ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍‌ସି) ପକ୍ଷରୁ ଏକ ନୂଆ ପ୍ରକାରର ଉପକରଣ ନିର୍ମାଣ କରାଯାଇଛି। ଏହି ଉପକରଣ…

ଦିଲ୍ଲୀରୁ ଆସିଲା ଖୁସି ଖବର: ଦେଶରେ କମୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୧୬।୪: କରୋନା ସଂକ୍ରମଣ ନେଇ ଭାରତରେ କିଛି ଦିନ ଧରି ଆତଙ୍କ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ଜୋନ୍ସ୍‌ ହପ୍‌କିନ୍ସ୍‌ ବିଶ୍ୱ ବିଦ୍ୟାଳୟର କରୋନା ଡାଟାବେସ୍‌ ଅନୁସାରେ ୧୦,୦୦୦ରୁ ଅଧିକ ସଂକ୍ରମିତ ଥିବା ୨୩ ଟି…

କରୋନା ଭାଇରସର ସମାଧାନ ନୁହେଁ ଲକ୍‌ଡାଉନ, ଏହା ଏକ ପଜ୍‌ ବଟନ ଚାଲୁ କଲେ ପୁଣି ବ୍ୟାପିବ: ରାହୁଲ

ନୂଆଦିଲ୍ଲୀ,୧୬।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଭିଡିଓକନଫରେନ୍ସିଂ ଜରିଆରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏହି ଅବସରରେ ସେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ସତ। ମୋଦିଙ୍କ ଅନେକ ଗୁଡିଏ କଥାରେ ରାହୁଲ ସହମତ ନୁହେଁ…

ଲକ୍ଷ୍ନୌ ସଦର ବଜାରରେ କଡ଼ା କାର୍ଯ୍ୟାନୁଷ୍ଠାନ: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ୭ହଜାର ଲୋକ

ଲକ୍ଷ୍ନୌ,୧୬।୪: ଦେଶରେ କରୋନା ଭାଇରସ୍‌ ତୀବ୍ରଗତିରେ ବ୍ୟାପୁଥିବା ବେଳେ ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ହେଲେ ଏହାକୁ କେତେକ ଲୋକ ମାନୁ ନାହାନ୍ତି।…

ବିଭୀଷଣଙ୍କୁ ଦେଖିଲେ କଂଗ୍ରେସ ସଦସ୍ୟଙ୍କୁ ମନେପଡୁଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ !

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ କୌଣସି ନୂଆ ଶୁଟିଂ ନ ହୋଇ ପାରିବାରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ଦ୍ଦେଶିତ ରାମାୟଣର ପୁଣିଥରେ ପ୍ରସାରଣ କରାଯାଉଛି। ରାମାୟଣରେ ବିଭୀଷଣ ଚରିତ୍ରକୁ ଦେଖି କଂଗ୍ରେସ ସଦସ୍ୟଙ୍କର…

ଡାକ୍ତରଙ୍କ ଭଳି ଏବେ ହୋଟେଲରେ ରହିବେ ପୋଲିସ

ନୂଆଦିଲ୍ଲୀ,୧୬।୪: କରୋନା ବିରୋଧରେ ଲଢ଼େଇ ଜାରି ରଖିଥିବା ଯୋଦ୍ଧାଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ହୋଟେଲରେ…

ହଟ୍‌ସ୍ପଟ ଅଞ୍ଚଳରେ ନଜର ରଖିଥିବା ଡ୍ରୋନ୍‌ ନିଖୋଜ

ନଏଡା,୧୬।୪: ଉତ୍ତରପ୍ରଦେଶ ନୋଏଡାରେ କରୋନା ହଟ୍‌ସ୍ପଟ ଅଞ୍ଚଳକୁ ନଜର ରଖିଥିବା ପୋଲିସର ଏକ ଡ୍ରୋନ୍‌ ହଠାତ୍‌ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଏହି ଡ୍ରୋନ୍‌କୁ ଏକ ସୋସାଇଟି ଉପରେ ନଜର ରଖିବାକୁ ଲଗାଯାଇଥିଲା। ହେଲେ ୪ରୁ ୫ ଦିନ ହେବ ହଠାତ୍‌ ଡ୍ରୋନ୍‌…

ହଜାରେ ବର୍ଷରେ ଥରେ ବାଦୁଡିଠାରୁ ମଣିଷକୁ ବ୍ୟାପୁଛି କରୋନା !

ନୂଆଦିଲ୍ଲୀ,୧୬।୪: ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌)ର ଏକ ସୂଚନା ଅନୁଯାୟୀ, ଚାଇନାରେ କରାଯାଇଥିବା ଗବେଷଣାରୁ ଜଣାପଡିଛି କି କୋଭିଡ-୧୯ ମହାମାରୀର ମୂଳ କୁହାଯାଉଥିବା କରୋନା ଭାଇରସ ବାଦୁଡିଙ୍କଠାରେ ଦେଖାଯାଉଥିବା ଏକ ପ୍ରକାର ଭୂତାଣୁର ପରିବର୍ତ୍ତିତ ରୂପ। ଆଇସିଏମ୍‌ଆର୍‌ କହିଛି ଏହା…

ଦିଲ୍ଲୀରେ ଏସ୍‌ଆଇ ପରିବାର କରୋନା ସଂକ୍ରମିତ: ପୋଲିସ କଲୋନୀର ୩ ବ୍ଲକ ସିଲ୍‌

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ବିରୋଧରେ ଲଢ଼େଇରେ ଜାରି ରଖିଥିବା ଯୋଦ୍ଧା ଏଥିରୁ ବର୍ତ୍ତି ପାରୁ ନ ଥିବା ବେଳେ ସେମାନଙ୍କ ପରିବାର ମଧ୍ୟ କରୋନାରେ ସଂକ୍ରମିତ ହେଉଛନ୍ତି। ଏହି କ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri