ଅଭିନନ୍ଦନଙ୍କ ଗେମ୍କୁ ‘ବେଷ୍ଟ ଗେମ’ ପାଇଁ ଚୟନ କଲା ଗୁଗଲ
ନୂଆଦିଲ୍ଲୀ,୧୯।୧୧: ଭାରତୀୟ ବାୟୁ ସେନାର ଭିଡିଓ ଗେମ୍ Indian Air Force: A Cut Aboveକୁ ‘ବେଷ୍ଟ ଗେମ-୨୦୧୯’ର ‘ୟୁଜର୍ସ ଚଏସ୍ ଗେମ୍’ କ୍ୟାଟେଗୋରୀରେ ଚୟନ କରିଛି ଗୁଗଲ। ଭାରତୀୟ ବାୟୁସେନା ନିଜର ପ୍ରଥମ ଭିଡିଓ ଗେମ୍ର ଏହି ସଫତଳାକୁ...
ରାଜ୍ୟସଭା ମାର୍ଶଲଙ୍କ ଡ୍ରେସକୁ ନେଇ ତେଜିଲା ବିବାଦ: ବାଚସ୍ପତି କହିଲେ, କରାଯିବ ପୁନର୍ବିଚାର
ନୂଆଦିଲ୍ଲୀ,୧୯।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟସଭାର ୨୫୦ତମ ଅଧିବେଶନ ଅବସରରେ ଗୃହରେ କିଛି ପରିବର୍ତ୍ତନ କରାଯାଇଛି। ଗୃହ ଆରମ୍ଭ ହେବା ସମୟରେ ମାର୍ଶଲଙ୍କ ଡ୍ରେସକୋଡରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଥିଲା। ପୂର୍ବରୁ ସେମାନେ ଧଳାରଙ୍ଗର ପୋଷାକ...
ମୌସୁମୀ ବର୍ଷା ନେଇଛି ୨ହଜାର ୩ଶହ ୯୧ ଜୀବନ: ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୧୯।୧୧: ମୌସୁମୀ ବର୍ଷାରେ ବନ୍ୟା ଏବଂ ଭୂସ୍ଖଳନ ଯୋଗୁ ଦେଶରେ ୨ହଜାର ୩ଶହ ୯୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଲୋକସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଏକ ପ୍ରଶ୍ନର ଉତ୍ତରରେ ଏପରି କହିଛନ୍ତି। ବନ୍ୟା ଯୋଗୁ ୧୫...
ସୁସ୍ଥ ସ୍ବାସ୍ଥ୍ୟ ପାଇଁ ଦେହରେ କାଦୁଅ ବୋଳିହେଲେ ୩୪୦ ଜଣ
ଗୋରଖପୁର,୧୯।୧୧: ପ୍ରାକୃତିକ ଉପାୟରେ ସୁସ୍ଥ ରହିବା ପାଇଁ ଉତ୍ତରପ୍ରଦେଶ ଗୋରଖପୁରରେ ୩୪୦ ଜଣ ମିଳିତ ଭାବେ ଦେହରେ କାଦୁଅ ବୋଳିି ହୋଇଛନ୍ତି। ଆରୋଗ୍ୟ ମନ୍ଦିର ପରିସରରେ ଏହା ସମ୍ପନ୍ନ ହୋଇଛି। ଏହା ସହିତ ଏହାକୁ ଏସିଆନ୍ ବୁକ୍ ଅଫ୍ ରେକର୍ଡରେ...
ଓଓ୍ବେସିଙ୍କ ଦଳକୁ ଭାଜପାର ବି ଟିମ୍ କହିଲେ ମମତା
କୋଲକାତା,୧୯।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସଦୁଦ୍ଦିନ୍ ଓଓ୍ବେସିଙ୍କ ରାଜନୈତିକ ଦଳ ଅଲ୍ ଇଣ୍ଡିଆ ମଜଲିସ୍-ଇ-ଇତେହାଦୁଲ୍ ମୁସ୍ଲିମିନ୍କୁ ଭାଜପାର ବି ଟିମ୍ ବୋଲି କହିଛନ୍ତି। ସେ ଓଓ୍ବେସିଙ୍କ ନାମ ନନେଇ କହିଛନ୍ତି ଯେ, କିଛି ଅଳ୍ପସଂଖ୍ୟକ କଟ୍ଟର ପନ୍ଥୀନେତା ଯେଉଁମାନେ...
ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଗୀତ ଲେଖି ଟୁଇଟ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ ଉଦ୍ଦେଶ୍ୟରେ ଏକ ଗୀତ ଲେଖି ଏହାକୁ ଟୁଇଟ୍ କରିଛନ୍ତି। ଏହା ସହିତ ପ୍ରିୟଙ୍କା...
ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…
ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ...
ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍ କରୁଛି କୁକୁର: ଭିଡ଼ିଓ ଭାଇରାଲ
ଚେନ୍ନାଇ,୧୯।୧୧: ପ୍ଲାଟଫର୍ମର ସୁରକ୍ଷା ଦାୟିତ୍ୱ ଆର୍ପିଏଫ୍ ଉପରେ ନ୍ୟସ୍ତ ରହିଥାଏ। ତେବେ ଚେନ୍ନାଇରେ ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍ କରୁଛି ଏକ କୁକୁର। କୁକୁର ଭୁକିବା ଶୁଣି ସେଠାରେ ତତ୍କ୍ଷଣାତ୍ ଆର୍ପିଏଫ୍ ପହଞ୍ଚି ଟ୍ରାଫିକ୍ ନିୟନ୍ତ୍ରଣ...
୩୫ ବର୍ଷ ମଧ୍ୟରେ ବିନା ଯୁଦ୍ଧରେ ସିଆଚୀନ୍ରେ ଶହୀଦ୍ ହୋଇଛନ୍ତି ୮୭୩ ଯବାନ: ପାକିସ୍ତାନଠାରୁ ଭୟଙ୍କର ଶତ୍ରୁ ପାଲଟିଛି ସ୍ଥାନୀୟ ପାଣିପାଗ
ଜମ୍ମୁ,୧୯।୧୧:ସିଆଚୀନ୍ ଗ୍ଲାସିୟର ପୃଥିବୀର ଉଚ୍ଚତମ ଯୁଦ୍ଧସ୍ଥଳ। ଏଠାରେ ଭାରତୀୟ ଯବାନ ୧୬ ରୁ ୨୦ ହଜାର ଫୁଟ ଉଚ୍ଚରେ ମୁତୟନ ହୋଇଥାନ୍ତି। ଦେଶ ସୀମାର ସୁରକ୍ଷା ପାଇଁ ମାଇନସ୍ ୫୦ ଡିଗ୍ରୀରୁ କମ୍ ତାପମାତ୍ରାରେ ଯବାନମାନେ ସୁରକ୍ଷା କାର୍ଯ୍ୟ କରିଥାନ୍ତି।...
ଘରକୁ ଫେରିଲେ ନୁସରତ
କୋଲକାତା,୧୯।୧୧: ଅଭିନେତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ନୁସରତ ଜହାଁ ସୋମବାର ସନ୍ଧ୍ୟାରେ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ରବିବାର କୋଲକାତାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ,...
ଚିଲଡ୍ରେନ୍ ବ୍ୟାଙ୍କ: ଟଙ୍କାଏ ଦିଟଙ୍କା ଜମା କରୁଛନ୍ତି ଛୋଟ ପିଲା
ଇନ୍ଦୋର,୧୯।୧୧: ମଧ୍ୟପ୍ରଦେଶ ଇନ୍ଦୋରରେ ଛୋଟ ଛୋଟ ପିଲାଙ୍କ ଦ୍ୱାରା ଗଠନ କରାଯାଇଛି ଚିଲଡ୍ରେନ୍ ବ୍ୟାଙ୍କ। ଏଥିରେ ନିଜ ପକେଟ ମନିରୁ ଟଙ୍କାଏ ଦିଟଙ୍କା ଛୋଟ ଛୋଟ ପିଲା ସଞ୍ଚୟ କରୁଛନ୍ତି। ଇତିମଧ୍ୟରେ ବ୍ୟାଙ୍କରେ ୧୫୦ ଜଣ ଖାତା ଖୋଲିଛନ୍ତି। ସ୍ଥାନୀୟ...
ପରସ୍ପର ମଧ୍ୟରେ ଲଢିଲେ ହେବ ଉଭୟଙ୍କର କ୍ଷତି: ଭାଗବତ
ମୁମ୍ବାଇ,୧୯।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ ଏବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ଜଣା ସ୍ବାର୍ଥରେ କ୍ଷତି ହୋଇଥାଏ, ଏହାପରେ ବି କେହି ସ୍ବାର୍ଥ ଛାଡନ୍ତି ନାହିଁ। ଆଉ ପରସ୍ପର...
Archives


