୧୦ ମହିଳା କିରାଣିଙ୍କୁ ଉଲଗ୍ନ କରି ଡାକ୍ତରୀ ପରୀକ୍ଷା
ସୁରଟ୍,୨୨ା୨: ଗୁଜରାଟର ଭୁଜ୍ରେ ୬୮ କଲେଜ ଛାତ୍ରୀଙ୍କୁ ଉଲଗ୍ନ କରି ଋତୁସ୍ରାବ ପରୀକ୍ଷା କରାଯିବାର ଦିନ କେଇଟା ପରେ ସୁରଟରେ ମହିଳାମାନଙ୍କ ପ୍ରତି ପୁଣି ଏକ ଅପମାନଜନକ ଘଟଣା ସାମନାକୁ ଆସିଛି। ସୁରଟ ମ୍ୟୁନିସିପାଲ କର୍ପୋରେଶନର ୧୦ ଜଣ ମହିଳା ଟ୍ରେନି…
ସିଏଏ, ଏନ୍ଆର୍ସିକୁ ଭୟ କରନି: ଉଦ୍ଧବ
ନୂଆଦିଲ୍ଲୀ, ୨୨ା୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଭାଜପା ହାତ ଛାଡ଼ି ମହାରାଷ୍ଟ୍ରରେ କଂଗ୍ରେସ, ଏନ୍ସିପି ସହ ମିଶି ଶିବସେନା ସରକାର ଗଠନ କରିବା ପରେ ମୋଦିଙ୍କ ସହ…
ମୋଦି ଆସିବା ପରେ ଭଲ ହେଉଛି ବ୍ୟବସାୟ
ନୂଆଦିଲ୍ଲୀ,୨୧।୨: ରାଜଧାନୀ ଦିଲ୍ଲୀରେ ଲାଗିଥିବା ହୁନର ହାଟ ଏବେ ଆସିଛି ଚର୍ଚ୍ଚାକୁ। ବିଶେଷ କରି ଏହି ହୁନର ହାଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ବିହାରର ପ୍ରସିଦ୍ଧ ଖାଦ୍ୟ ଲିଟି ଚୋଖା ଖାଇବା ପରେ ଏହା ଆସିଥିଲା ଚର୍ଚ୍ଚାକୁ। ଆଉ ଏବେ…
ପ୍ରଶାନ୍ତ କିଶୋରଙ୍କ ସଦସ୍ୟତାକୁ ସ୍ବାଗତ କଲା ଏଏପି
ନୂଆଦିଲ୍ଲୀ,୨୧।୨: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କୁ ନେଇ ଏବେ ପୁଣିଥରେ ଆରମ୍ଭ ହୋଇଛି ଚର୍ଚ୍ଚା। ଦିନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନରେ ବିଜୟ ହେବା ପଛରେ ପ୍ରଶାନ୍ତ କିଶୋରଙ୍କ ହାତଥିବା କୁହାଯାଉଥିବା ବେଳେ ଏବେ ସେ କିନ୍ତୁ ମୋଦିଙ୍କଠାରୁ ଦୂରରେ।…
ଟ୍ରମ୍ପ-ମୋଦିଙ୍କ ରୋଡ ଶୋ’ରେ ହାଇଟେକ୍ ସିକ୍ୟୁରିଟି: ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଅନୁମତି!
ଅହମଦାବାଦ,୨୧।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଜରାଟ ଅହମଦାବଦରେ ଅନୁଷ୍ଠିତ ରୋଡ ଶୋ’କୁ ନେଇ ଆସୁଛି ନୂଆ ନୂଆ ଖବର। ଏହି ବହୁ ପ୍ରତିକ୍ଷିତ ରୋଡ ଶୋ’ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
ମୋଦିଙ୍କୁ ଭେଟିଲେ ଉଦ୍ଧବ ଠାକରେ ସାଙ୍ଗରେ ଥିଲେ ଆଦିତ୍ୟ
ନୂଆଦିଲ୍ଲୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ତାଙ୍କ ପୁଅ ଆଦିତ୍ୟ ଠାକରେ ଶୁକ୍ରବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିଛନ୍ତି। ଉଦ୍ଧବଙ୍କ ଏହି ସାକ୍ଷାତ୍କାରକୁ ରାଜନୈତିକ ଦୃଷ୍ଟି କୋଣରୁ ବହୁ ଗୁରୁତ୍ୱ ରଖେ ବୋଲି ଆଲୋଚନା ହେଉଛି। ଅନୁମାନ…
ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମର ଉଦ୍ଘାଟନ କରିବେ ନାହିଁ ଟ୍ରମ୍ପ
ନୂଆଦିଲ୍ଲୀ,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ପରିବାର ସହ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ସୋମବାର ସେ ଗୁଜରାଟର ଅହମଦାବଦରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି।…
ଶିବରାତ୍ରୀ ଅବସରରେ ମହାମୃତ୍ୟୁଞ୍ଜୟ ମନ୍ତ୍ର ଲେଖି ଶୁଭେଚ୍ଛା ଜଣାଇଲେ ମୁସଲିମ୍ ମହିଳା
ନୂଆଦିଲ୍ଲୀ,୨୧।୨: ସାରା ଦେଶରେ ମହାଶିବରାତ୍ରୀ ପାଳନ କରାଯାଉଛି। ବିଭିନ୍ନ ଶୈବପୀଠରେ ପଞ୍ଚାକ୍ଷରୀ ମନ୍ତ୍ରରେ ଗୁଞ୍ଜରି ଉଠୁଥିବା ବେଳେ ମହାଦେବଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଲାଗିଛି। ବାବା ଭୋଳାନାଥଙ୍କ ସମ୍ମୁଖରେ ସବୁ ଭକ୍ତ ସମାନ। ଏହି ଅବସରରେ ଦିଲ୍ଲୀ ଭାଜପାର ନେତ୍ରୀ…
ଦିଲ୍ଲୀରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ମୋଦି, ସୋନିଆଙ୍କୁ କରିବେ ସାକ୍ଷାତକାର
ନୂଆଦିଲ୍ଲାୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବେସେନା ମୁଖ୍ୟ ଉଦ୍ଧବ ଠାକରେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ଉଦ୍ଧବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନମୂଳକ ସାକ୍ଷାତକାର କରିବେ। ମୋଦିଙ୍କୁ ଭେଟିବା ପରେ ଦିଲ୍ଲୀ ସଫଦରଜଙ୍ଗ ଲେନ୍-୧୫ରେ ଥିବା…
୩୦ଥର ଦଣ୍ଡ ବୈଠକ କଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ
ନୂଆଦିଲ୍ଲୀ,୨୧।୨: ୧୦ଟଙ୍କାର ପ୍ଲାଟଫର୍ମ ଟିକେଟକୁ ମାଗଣାରେ ନେବାକୁ ଚାହୁଁଛନ୍ତି। ଯଦି ହଁ ତେବେ ଆପଣଙ୍କୁ ଏଥିପାଇଁ କିଛି ସର୍ତ୍ତ ପୁରା କରିବାକୁ ପଡ଼ିବ। ଆଉ ଏହି ସର୍ତ୍ତ ମଧ୍ୟ ଶରୀର ପାଇଁ ଲାଭଦାୟକ। କଥାଟି ଟିକେ ଅଡ଼ୁଆ ଲାଗୁଛି ହେଲେ ସତ।…
ପରିବାର ନିୟୋଜନକୁ ନେଇ ଜାରି କରାଯାଇଥିବା ସର୍କୁଲାରକୁ ଫେରାଇ ନେଲେ ମଧ୍ୟପ୍ରଦେଶ ସରକାର
ଭୋପାଳ,୨୧।୨: ଜନସଂଖ୍ୟା ନିୟନ୍ତ୍ରଣ କରିବାକୁ ଯାଇ ମଧ୍ୟପ୍ରଦେଶର କମଳନାଥ ସରକାର ଯେଉଁ ସର୍କୁଲାର ଜାରି କରିଥିଲେ ତାହା ପରେ ବିବାଦୀୟ ହୋଇ ପଡିବାରୁ ସରକାର ଏହାକୁ ଫେରାଇ ନେଇଥିବା କହିଛନ୍ତି। ମଧ୍ୟପ୍ରଦେଶର ସ୍ବାସ୍ଥ୍ୟମନ୍ତ୍ରୀ ତୁଳସୀ ସିଲାଓ୍ବତ ଏହା ଫେରାଇ ନିଆଯାଇଥିବା ଶୁକ୍ରବାର…
ଶୈବପୀଠରେ ପୂଜାର୍ଚ୍ଚନା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ,୨୧।୨: ମହାଶିବରାତ୍ରୀ ଅବସରରେ ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଶୈବ ପୀଠକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିରରେ ଜଳାଭିଷେକ କରିବା ସହ ପୁଷ୍ପାଞ୍ଜଳି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମହାଶିବରାତ୍ରୀ ଉପଲକ୍ଷେ…
Archives


