ଏଠାରେ ୧କିଲୋ ପ୍ଲାଷ୍ଟିକ୍ ବଦଳରେ ମିଳୁଛି କିଲେ ଚାଉଳ
ମୁଲୁଗୁ,୧୯।୧୧: ଦେଶକୁ ପ୍ଲାଷ୍ଟିକ୍ ମୁକ୍ତ ଓ ପରିବେଶ ଦୂଷିତ ହେବାରୁ ବଞ୍ଚାଇବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ମିଳିତ ଭାବେ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ତେଲେଙ୍ଗାନାର ମୁଲୁଗୁର ଜିଲାପାଳ ସି. ନାରାୟଣ ରେଡ୍ଡୀ ଏଥିପାଇଁ ଏକ ନିଆରା...
ବଦଳିପାରେ କଂଗ୍ରେସର ‘ଭାରତ ବଚାଓ’ ରାଲିର ତାରିଖ
ନୂଆଦିଲ୍ଲୀ,୧୯।୧୧: ଆସନ୍ତା ୩୦ ତାରିଖରେ କଂଗ୍ରେସ ପକ୍ଷରୁ ‘ଭାରତ ବଚାଓ’ ରାଲି କରାଯିବାର ତାରିଖ ଧାର୍ଯ୍ୟ କରାଯାଇଥିଲା। ହେଲେ ଏବେ ଏଥିରେ ପରିବର୍ତ୍ତନ କରାଯିବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ସଂସଦର ଶୀତ ଅଧିବେଶନ ଚାଲିଥିବାରୁ ଏହାକୁ...
ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍ କାଟି ଖୁଆଇଲେ
ନାସିକ୍,୧୯।୧୧: ମହାରାଷ୍ଟ୍ର ନାସିକ୍ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍ ଅଞ୍ଚଳର ଚାନ୍ଦୋରି ଗାଁରେ ଥିବା ମୃତଦେହ ସଂସ୍କାର ପାଇଁ ଉଦ୍ଧିଷ୍ଟ ବୈଦ୍ୟୁତିକ ଚୁଲା ଗୃହ...
ପାଓ୍ବାରଙ୍କ ସସ୍ପେନ୍ସ: ସଞ୍ଜୟ କହିଲେ ବୁଝିବାକୁ ଲାଗିବ ଆଉ କିଛି ଜନ୍ମ
ମୁମ୍ବାଇ,୧୯।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଲାଗି ରହିଛି ଅସାମଞ୍ଜସ୍ୟ। ନୂଆ ସମିକରଣ ଅନୁଯାୟୀ ଶିବସେନା ଏନ୍ସିପି ଓ କଂଗ୍ରେସ ସହ ମିଶି ସରକାର ଗଠନ କରିବାକୁ ଚାହୁଁଛି। ହେଲେ ଏହାକୁ ନେଇ କଂଗ୍ରେସ କି ଏନ୍ସିପି ଏପର୍ଯ୍ୟନ୍ତ କୌଣସି...
ଫସଲ ସୁରକ୍ଷା ପାଇଁ ଜମିରେ ସାଉଣ୍ଡ୍ ବକ୍ସ୍ ଲଗାଉଛନ୍ତି କର୍ନାଟକ ଚାଷୀ
ବେଙ୍ଗାଲୁରୁ,୧୯।୧୧: ଫସଲକୁ ବନ୍ୟପ୍ରାଣୀ ଏବଂ ଅନ୍ୟ ବୁଲା ପ୍ରାଣୀଙ୍କଠାରୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନେ ନାନା ପ୍ରକାର ଉପାୟ ଗ୍ରହଣ କରିଥାନ୍ତି। ତେବେ ବହୁ ସମୟରେ ସେ ସବୁ ଅସଫଳ ରହିଥାଏ। ତେବେ କର୍ନାଟକର ସୋରାବା ଅଞ୍ଚଳ ଚାଷୀ କମ୍...
ନଭେମ୍ବର ୨୫ରେ କାଟ୍ରୋସାଟ୍-୩ ସହିତ ଆମେରିକାର ୧୩ ଉପଗ୍ରହ ଉତ୍କ୍ଷେପଣ କରିବ ଇସ୍ରୋ
ଶ୍ରୀହରିକୋଟା,୧୯।୧୧: ନଭେମ୍ବର ୨୫ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍କ୍ଷେପଣ କରାଯିବ। ପୂର୍ବାହ୍ନ ୯ଟା ୨୮ରେ ଉପଗ୍ରହଗୁଡ଼ିକୁ ପିଏସ୍ଏଲ୍ଭି-୪୭-ସି ଦ୍ୱାରା ଉତ୍କ୍ଷେପଣ କରାଯିବାର ଯୋଜନା ରହିଛି। ସେଥିମଧ୍ୟରେ ଭାରତୀୟ ଉପଗ୍ରହ...
ଆହତ ମାଙ୍କଡକୁ ଡାକ୍ତରଖାନା ନେବା ପାଇଁ କାର୍ ପଠାଇଲେ ମାନେକା ଗାନ୍ଧୀ
ବେଙ୍ଗାଲୁରୁ,୧୮।୧୧: ଆହତ ମାଙ୍ଗଡ ସହାୟତା ଦେବା ପାଇଁ ଆଗେଇ ଆସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାନେକା ଗାନ୍ଧୀ। ଜଣେ ଖବରଦାତା ଆହତ ମାଙ୍କଡକୁ ସହାୟତା ପାଇଁ ଟୁଇଟ୍ ଯୋଗେ ମାନେକାଙ୍କ ସହାୟତା ମାଗିଥିଲେ। ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ସର୍ବଦା ସ୍ବର ଉତ୍ତୋଳନ...
୫ ଶହ ବର୍ଷ ପରେ ୧୦୫ ଗାଁର ରାଜପୁତ ବାନ୍ଧିବେ ପଗଡ଼ି ପିନ୍ଧିବେ ଜୋତା
ଲକ୍ଷ୍ନୌ,୧୯।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ରାୟ ଦିଆଯାଇଛି। ଅଯୋଧ୍ୟା ନିକଟରେ ଥିବା ପୁରା ବଜାର ବ୍ଲକ୍ ଏବଂ ଏହାର ଆଖପାଖ ଅଞ୍ଚଳର ୧୦୫ଟି ଗାଁର ସୂର୍ଯ୍ୟବଂଶୀ ରାଜପୁତ ଏବେ ପୁଣିଥରେ ମୁଣ୍ଡରେ ପଗଡ଼ି ବାନ୍ଧିବା ସହିତ...
ସିଆଚୀନ୍ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼: ୧୯ ହଜାର ଫୁଟ ଉଚ୍ଚରେ ୪ ଯବାନଙ୍କ ସମେତ ୬ ଶହୀଦ୍
ଜମ୍ମୁ,୧୯।୧୧: ଉତ୍ତର ଲଦାଖଠାରେ ଥିବା ସିଆଚୀନ୍ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼ରେ ୪ ଯବାନଙ୍କ ସମେତ ୬ ଶହୀଦ୍ ହୋଇଛନ୍ତି। ୧୯ ହଜାର ଫୁଟ ଉଚ୍ଚାରେ ଥିବା ଏହି ଗ୍ଲାସିୟରରେ ବରଫ ତଳେ ଯବାନମାନେ ପୋତି ହୋଇଯାଇଛନ୍ତି। ଶହୀଦ୍ଙ୍କ ମଧ୍ୟରେ...
ଟ୍ରାଫିକ୍ ନିୟମ ବୁଝାଉଥିବା ‘ଡ୍ୟାନ୍ସିଂ ଗର୍ଲ’ଙ୍କ ଭିଡିଓ ଭାଇରାଲ
ଇନ୍ଦୋର, ୧୯।୧୧: ମଧ୍ୟ ପ୍ରଦେଶରେ ଜଣେ ଏମ୍ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି...
ଯୁଦ୍ଧ ବେଳେ ଯବାନଙ୍କୁ ସାହାଯ୍ୟ କରିବ ‘ଆଇରନ୍ ମ୍ୟାନ’ ସୁଟ୍
ବାରାଣସୀ,୧୯।୧୧: ଉତ୍ତର ପ୍ରଦେଶ ବାରାଣସୀର ଯୁବକ ଅଶୋକ ଚୌରାସିଆ ଏମିତି ଏକ ସୁଟ୍ ତିଆରି କରିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି। ବାରାଣସୀର ଏକ ଘରୋଇ ସଂସ୍ଥାରେ କାମ କରୁଥିବା ଅଶୋକ ଏବେ ଯୁଦ୍ଧ ବେଳେ ଯବାନମାନଙ୍କୁ ସୁରକ୍ଷା ଦେବାଭଳି...
ଆଇରନ୍ ଲେଡିଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜୟନ୍ତୀ ଅବସରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ର୍ପୂବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଶକ୍ତି ସ୍ଥଳ...
Archives


