ଜାତୀୟ

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…

ଶୀତଦିନେ ଲାଲ୍‌ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ଶୀତଦିନେ ବିଟ୍‌, ସେଓ,...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ପିଜୁଳି

ଅନେକ ଲୋକ ପିଜୁଳି ଖାଇବାକୁ ପସନ୍ଦ କରିଥାନ୍ତି। ପିଜୁଳି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟପାଇଁ ମଧ୍ୟ ସେତିକି ଉପକାରୀ। ଖାସ୍‌ ଭାବେ ମଧୁମେହ ରୋଗୀଙ୍କ ପାଇଁ ପିଜୁଳି ରାମବାଣ ସଦୃଶ ହୋଇଥାଏ। କେବଳ ଏତିକି ନୁହେଁ, ବ୍ଲଡ ସୁଗାର ପରିମାଣକୁ...

ବର୍ଷରେ ଥରେ ଖୋଲେ ଏହି ମନ୍ଦିର, ଜାଣନ୍ତୁ କାହିଁକି

ଦେଶରେ ଅନେକ ନାଗ ମନ୍ଦିର ରହିଛି, ଯେଉଁଠାରେ ତାଙ୍କର ପୂଜା କରାଯାଏ। କିନ୍ତୁ ଉଜ୍ଜୟିନୀରେ ଥିବା ଏକ ମନ୍ଦିର ସବୁଠାରୁ ଭିନ୍ନ। କାରଣ ଏହି ମନ୍ଦିରର ଦ୍ୱାର ବର୍ଷରେ ଥରେ ମାତ୍ର ଖୋଲିଥାଏ। ଉଜ୍ଜୟିନୀର ନାଗଚନ୍ଦ୍ରେଶ୍ୱର ମନ୍ଦିର ନାଗଦେବତାଙ୍କୁ ସମର୍ପିତ।...

ଉଗ୍ର ରୂପ ନେଉଛି ଜେଏନ୍‌ୟୁୁ ଛାତ୍ରଙ୍କ ଆନ୍ଦୋଳନ: ଦିଲ୍ଲୀର ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଛାତ୍ରୀଛାତ୍ରମାନେ ବର୍ଦ୍ଧିତ ଫି’ ବିରୋଧରେ କରୁଥିବା ଆନ୍ଦୋଳନ ଧୀରେ ଧୀରେ ଉଗ୍ର ରୂପ ଧାରଣ କରୁଛି। ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପ୍ରଦର୍ଶନ ଯୋଗୁ କେନ୍ଦ୍ର ସଚିବାଳୟ, ଉଦ୍ୟୋଗ ଭବନ ଓ ପଟେଲ ଛକ ମେଟ୍ରୋ ଷ୍ଟେଶନକୁ...

ରାଜ୍ୟସଭାରେ ବଦଳିଲା ମାର୍ଶଲଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ରାଜ୍ୟସଭାର ୨୫୦ତମ ଅଧିବେଶନ। ଏହି ଅବସରରେ ରାଜ୍ୟସଭାରେ କିଛି ପରିବର୍ତ୍ତନ କରାଯାଇଛି। ଏଠାରେ ମାର୍ଶଲ ପିନ୍ଧୁଥିବା ଡ୍ରେସ୍‌କୋଡ୍‌କୁ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପୂର୍ବରୁ ସଂସଦରେ ମାର୍ଶଲଙ୍କ ଧଳା...

ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି

ଗାଜିଆବାଦ୍‌,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍‌ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ ଦେଶ ପାଇଁ ଶହୀଦ ହେବା ପରେ ସେ ୩୫୦ ଗରିବ ପିଲାଙ୍କୁ ସେନାରେ...

ବିଜେଡି, ଏନ୍‌ସିପିକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ସୋମବାର ଆରମ୍ଭ ହୋଇଛି ସଂସଦର ଶୀତ କାଳିନ ଅଧିବେଶନ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ୍‌ କରାଯିବାର ଯୋଜନା ରହିଛି। ସେଥି ମଧ୍ୟରେ ଗୋଟିଏ ରହିଛି ନାଗରିକତା ସଂଶୋଧନ ବିଲ୍‌ ୨୦୧୯। ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱ କେନ୍ଦ୍ର...

ବଦଳିବ ଆଗ୍ରାର ନାମ

ଲକ୍ଷ୍ନୌ,୧୮।୧୧: ଆହ୍ଲାବାଦ, ବନାରସ ଓ ଫୈଜାବାଦ ପରେ ଏବେ ଆଗ୍ରାର ନାମ ପରିବର୍ତ୍ତନ କରିବା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଆଗ୍ରାର ନାମକୁ ପରିବର୍ତ୍ତନ କରାଯାଇ ଏହାକୁ ଅଗ୍ରବନ ନାମରେ ନାମିତ କରାଯିବ ବୋଲି...

ଦିନ ଦ୍ୱିପ୍ରହରରେ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ଗୁଳିକରି ହତ୍ୟା: ୧୧ଲକ୍ଷ ଲୁଟ୍‌ କରି ଅଭିଯୁକ୍ତ ଫେରାର

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶ ଗୋରଖପୁର ଜିଲାର ବେଲିପାର ଅଞ୍ଚଳରେ ଏକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି। ସୋମବାର ଦ୍ୱିପ୍ରହରରେ ବେଲିପାର ଥାନା ନିକଟରେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି ମହରୋଲି ପେଟ୍ରୋଲ ପମ୍ପର ମ୍ୟାନେଜରଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏହାପରେ ଟଙ୍କାରେ...

ସରକାର ଗଠନ ପାଇଁ ପାଓ୍ବାରଙ୍କ ସସ୍‌ପେନ୍ସ : କହିଲେ, ଭାଜପା-ଶିବସେନାକୁ ପଚାର

ନୂଆଦିଲ୍ଲୀ,୧୮।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସମସ୍ତଙ୍କ ନଜର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଓ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଉପରେ ରହିଛି। ସୋମବାର ପାଓ୍ବାର ସୋନିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେ ଦିଲ୍ଲୀରେ ମଧ୍ୟ...

ଆଉ ଲାଗୁ ହେବ ନାହିଁ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୧୧: ରାଜଧାନୀ ଦିଲ୍ଲୀରେ ଏବେ ଆଉ ଆବଶ୍ୟକ ନାହିଁ ଅଡ୍‌-ଇଭିିନ୍‌ ନମ୍ବର। କାରଣ ଦିଲ୍ଲୀ ଆକାଶ ଏବେ ନିର୍ମଳ ଥିବା ସୋମବାର ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ତେବେ ଚଳିତ ବର୍ଷ ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ସାଧାରଣ...

ଫି ବୃଦ୍ଧିକୁ ନେଇ ସଂସଦ ମୁହାଁ ଜେଏନ୍‌ୟୁ ଛାତ୍ର

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀ ଜବାହାର ଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦ ଥମିବାରେ ନାଁ ନେଉନି। ସୋମବାର ଶୀତକାଳିନ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଉତ୍ତ୍ୟକ୍ତ ଛାତ୍ରମାନେ ସଂସଦ ମୁହାଁ ହୋଇଛନ୍ତି। ନିଜର ଦାବିକୁ ସରକାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri