ଘରେ ବନ୍ଦୀ ହୋଇ ରହୁଛନ୍ତି କରୋନା ଯୋଦ୍ଧାଙ୍କ ୭ ବର୍ଷର ଶିଶୁ
ଭିଲଓ୍ବାରା,୧୪।୪: ରାଜସ୍ଥାନର ସରୋଜ କୁମାର କନଷ୍ଟେବଳ ଭାବେ କାମ କରନ୍ତି। ଏବେ ସେ କରୋନା ଯୋଦ୍ଧା ଭାବେ ନିଜର କାର୍ଯ୍ୟରେ ଯୋଗ ଦେଉଥିବା ବେଳେ ନିଜର ୭ ବର୍ଷ ଶିଶୁକୁ ଘରେ ତାଲା ପକାଇ ଯାଉଥିବା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି।…
ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୧ ନୂଆରୋଗୀ, ସଂକ୍ରମିତଙ୍କ ସଂଖ୍ୟା ୨,୪୫୫
ମୁମ୍ବାଇ,୧୪।୪: ଚିନ୍ତା ବଢାଉଛି କରୋନା ଭାଇରସ। ମହାରାଷ୍ଟ୍ରରେ ଏହା ବେଳକୁ ବେଳ ବଢିବାରେ ଲାଗିଥିବାରୁ ଉଦ୍ଧବ ଠାକରେ ସରକାରଙ୍କ ନିଦ ହଜାଇ ସାରିଲାଣି ଏହି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୨୧ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…
ରମଜାନ୍ର ପ୍ରଥମ ୧୦ ଦିନ ଲକ୍ଡାଉନ୍ରେ: ଘରେ ରହି ପାଳନ କରିବାକୁ ସରକାର ଦେଲେ ପରାମର୍ଶ
ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ଏପ୍ରିଲ୍ ୨୪ରୁ ରମଜାନ୍ ମାସ ଆରମ୍ଭ ହେଉଛି। ରମଜାନ୍ର ପ୍ରଥମ ୧୦ ଦିନ ଲକ୍ଡାଉନ୍ ମଧ୍ୟରେ…
କମୁଛି ସଂକ୍ରମିତଙ୍କ ସଂଖ୍ୟା
ଥିରୁଭାନନ୍ତପୁରମ,୧୪।୪: କରୋନା ଭାଇରସ ପ୍ରଥମେ କେରଳରେ ବହୁ ସଂଖ୍ୟାରେ ଦେଖାଯାଇଥିବା ବେଳେ ଧିରେ ଧିରେ ମହାରାଷ୍ଟ୍ରରେ ବି ଏହି ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଲା। ଏବେ କିନ୍ତୁ କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କହିଛନ୍ତି ବର୍ତ୍ତମାନ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମିବାରେ…
ଲକ୍ଡାଉନ୍ର ପ୍ରଭାବ: ଭାରତର ଅଭିବୃଦ୍ଧି ହାର ରହିବ ଶୂନ ପ୍ରତିଶତ; ୨୩୪,୦୦ କୋଟି ଡଲାର କ୍ଷତି ସହିବ ଦେଶ
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍ଡାଉନ୍ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି ବ୍ରିଟିଶ୍ ବ୍ରୋକରେଜ୍ କମ୍ପାନୀ ବାର୍କଲେ ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଲକ୍ଡାଉନ୍…
କରୋନା ସଂକ୍ରମଣ ମା’ଙ୍କ ଠାରୁ ନବଜାତକଙ୍କୁ ହେବାର ରହିଛି ବି ଆଶଙ୍କା !
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ନେଇ ଭାରତୀୟ ମେଡିକାଲ ରିସର୍ଚ୍ଚ କାଉନସିଲ୍ (ଆଇସିଏମ୍ଆର୍) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମିତ ମା’ଙ୍କ ଠାରୁ ଜନ୍ମ ହେଉଥିବା ନବଜାତକଙ୍କୁ ମଧ୍ୟ ସଂକ୍ରମଣର ହେବାର ଆଶଙ୍କା ରହିଛି। ତେବେ…
ଲକ୍ଡାଉନ ସମୟରେ ପ୍ରଧାନମନ୍ତ୍ରୀଙ୍କୁ ଶିଶୁ ପାଇଁ କ୍ଷୀର ମାଗିଲେ ମା’: ସାହାଯ୍ୟ କଲେ ଓଡ଼ିଶା କ୍ୟାଡର ଆଇପିଏସ୍
ମୁମ୍ବାଇ,୧୪।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ଲକ୍ଡାଉନ ଫଳରେ କିଏ କେତେ ପ୍ରକାରର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ସମୟରେ ଜଣେ ଅଟିଜିମ ପୀଡିତ ଶିଶୁର ମା’ଙ୍କ ଦୁଃଖକୁ ଲାଘବ କରିଛନ୍ତି ଜଣେ ଓଡ଼ିଆ ଆଇପିଏସ୍ ଅରୁଣ ବୋଥ୍ରା। ତାଙ୍କର…
କରିମଙ୍କ ତୃତୀୟ ରିପୋର୍ଟ କରୋନା ପଜିଟିଭ୍: ଚିନ୍ତାରେ ପରିବାରଲୋକେ
ମୁମ୍ବାଇ,୧୪।୪: ସାରା ଦେଶରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରା ଦେଶରେ ମେ’ ୩ ଯାଏ ଲକ୍ଡାଉନ୍…
ବଦଳିଲା ମୋଦିଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ ଫଟୋ
ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ ବଦଳାଇ ଦେଇଥିବା ଦେଖାଯାଇଛି। କରୋନା ସଂକ୍ରମଣ ଯୋଗୁ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍ଡାଉନ ଅବଧିକୁ ମୋଦି ପୁଣିଥରେ ମେ’୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିପାଇଁ…
ବିବାହର ୧୮ ଦିନ ପରେ ବି ବିଦା ହୋଇପାରୁନି ଝିଅ
ଅଲିଗଡ,୧୪।୪: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିଯୋଗୁ ଲୋକଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଯିଏ ଯେଉଁଠାରେ ରହିଛନ୍ତି ସେଠାରେ ହିଁ ଫସି…
ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଅବସରରେ ସେ ସପ୍ତପଦୀ ସମ୍ପର୍କରେ ସୂଚନା ଦେବା ସହିତ କରୋନା ସହିତ ସଫଳ…
ଲକ୍ଡାଉନ: ମେ’ ୩ ପଛରେ କ’ଣ ରହିଛି ଗଣିତ
ନୂଆଦିଲ୍ଲୀ,୧୪।୪: ସାରା ବିଶ୍ୱର ମୁଣ୍ଡ ବିଗାଡିଛି କରୋନା ଭାଇରସ। ସାରା ବିଶ୍ୱରେ ଦିନକୁ ଏହା ହଜାର ହଜାର ସଂଖ୍ୟାରେ ମୁଣ୍ଡ ନେଉଥିବା ବେଳେ ହଜାର ହଜାର ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଉଛି। ଭାରତରେ ମଧ୍ୟ ଦିନକୁ ଦିନ କରୋନା ସଂକ୍ରମିତ ଓ…
Archives


