ସ୍ବାଭାବିକ ହେବ ମନ୍ତ୍ରଣାଳୟ କାର୍ଯ୍ୟ
ନୂଆଦିଲ୍ଲୀ,୧୩ା୪: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶରେ ଜାରି ରହିଥିବା ୨୧ ଦିନିଆ ଲକ୍ଡାଉନ ଅବଧି ଆସନ୍ତା ୧୪ ତାରିଖ ଯାଏ ରହିଛି। ଇତିମଧ୍ୟରେ ଓଡ଼ିଶା, ପଞ୍ଜାବ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ କର୍ନାଟକ ସରକାର ଲକ୍ଡାଉନ ମିଆଦକୁ ଏପ୍ରିଲ ୩୦…
କରୋନା ଗବେଷଣା ଲାଗି ଓଡ଼ିଶା କ୍ୟାଡର୍ ଆଇଏଏସ୍ ଅଧିକାରୀ ମନୋନୀତ
ନୂଆଦିଲ୍ଲୀ,୧୩ା୪(ସ୍ବ.ପ୍ର.): କୋଭିଡ୍-୧୯କୁ ନେଇ ବିଶ୍ୱସ୍ତରରେ ଗବେଷଣା ଆରମ୍ଭ ହୋଇଛି। ହାଭାର୍ଡ ବିଶ୍ୱବିଦ୍ୟାଳୟର ଟି.ଏ. ଚାନ୍ ସ୍କୁଲ ସର୍ବସାଧାରଣ ସ୍ବାସ୍ଥ୍ୟ ଅନ୍ତର୍ଗତ କରୋନା ମହାମାରୀ ଉପରେ ଗବେଷଣା ପାଇଁ ବିଶ୍ୱରୁ ଚୟନ କରିଥିବା କେତେଜଣ ଭେଷଜ ବିଜ୍ଞାନୀଙ୍କ ମଧ୍ୟରେ ଭାରତରୁ ସ୍ଥାନ ପାଇଛନ୍ତି…
ଦିନକରେ ୯୦୯ ପଜିଟିଭ
ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫ ଜୀବନ…
ଧରାବିରେ ୪୩ ସଂକ୍ରମିତ, ୪ ମୃତ
ନୂଆଦିଲ୍ଲୀ,୧୩ା୪: ଏସିଆ ମହାଦେଶର ସର୍ବବୃହତ୍ ବସ୍ତି ଭାବେ ପରିଚିତ ମୁମ୍ବାଇର ଧରାବିରେ ୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରବିବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪୩ରେ ପହଞ୍ଚତ୍ଛି। ୧୨ ଦିନ ପୂର୍ବରୁ ଏଠାରେ ପ୍ରଥମ କରୋନା ରୋଗୀ…
ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ
ନୂଆଦିଲ୍ଲୀ,୧୩ା୪: ଲକ୍ଡାଉନ୍ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ ଟୁଇଟର୍ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଏକ ଇଲେକ୍ଟ୍ରିକ୍ ଟ୍ରିମର୍ରେ…
୧୫ ପାକ୍ ସୈନ୍ୟ, ୮ ଆତଙ୍କବାଦୀ ନିହତ
ନୂଆଦିଲ୍ଲୀ,୧୩ା୪: ନିୟନ୍ତ୍ରଣ ରେଖା ଆରପଟେ ଥିବା କେରନ ସେକ୍ଟରରେ ଭାରତୀୟ ସେନା ପକ୍ଷରୁ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ୮ ଆତଙ୍କବାଦୀ ଏବଂ ୧୫ ପାକ୍ ସୈନ୍ୟ ନିହତ ହୋଇଥିବା ସାମରିକ ବାହିନୀ ସୂତ୍ରରୁ ଜଣାପଡ଼ିଛି। ଏହା ପାକିସ୍ତାନ…
ଅଟକାଇବାରୁ ପୋଲିସଙ୍କ ହାତ କାଟିଦେଲେ
ଚଣ୍ଡିଗଡ଼,୧୩ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାଧାରଣ ଯାତାୟାତ ଉପରେ କଟକଣା ଜାରି ହୋଇଛି। ଜରୁରୀ କାର୍ଯ୍ୟ ଥିଲେ ଅନୁମତି ପତ୍ର କିମ୍ବା ପାସ୍ ଦେଖାଇ ଛଡ଼ାଯାଉଛି। ଏଭଳି ସ୍ଥିତିରେ…
ଦୁର୍ବଳ ହେବ ଅଭିବୃଦ୍ଧି ହାର
ନୂଆଦିଲ୍ଲୀ,୧୩।୪ : ସାରା ବିଶ୍ୱରେ ମହାମାରୀ କରୋନା ଆତଙ୍କ ଖେଳାଇଛି। ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ଏହାର ପ୍ରଭାବ ସବୁ ରାଷ୍ଟ୍ରର ଅର୍ଥନୀତିକୁ ଦୋହଲାଇ ଦେଇଛି। ବିଶେଷକରି ଭାରତ ସମେତ ଦକ୍ଷିଣ ଏସିଆର ୮…
ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ଉପଲବ୍ଧ ରହିଛି:ପାଶ୍ୱାନ
ନୂଆଦିଲ୍ଲୀ,୧୩।୪: ସାଧାରଣ ବଣ୍ଟନ ବ୍ୟବସ୍ଥା ଦ୍ୱାରା ସରକାର ୮୧ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ପ୍ରଦାନ କରୁଥିବା ଖାଦ୍ୟଶସ୍ୟର ଅଭାବ ଏବେ ନାହିଁ। ପିଡିଏସ୍ରେ ପ୍ରଦାନ କରାଯାଉଥିବା ହିତାଧିକାରୀଙ୍କ ଲାଗି ଖାଦ୍ୟଶସ୍ୟ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣରେ ରହିଛି ବୋଲି କେନ୍ଦ୍ର ଖାଉଟି ବ୍ୟାପାର…
ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୧୩।୪: କୋଭିଡ୍-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଦାବି ରଖିଛନ୍ତି। ଓଡ଼ିଶା ସମେତ ତେଲଙ୍ଗାନା ଏବଂ ପଞ୍ଜାବ ଭଳି…
ଥରିଲା ଦିଲ୍ଲୀ: ଆତଙ୍କିତ ହୋଇ ଘରୁ ବାହାରିଲେ ଲୋକେ
ନୂଆଦିଲ୍ଲୀ,୧୨।୪: ଦିଲ୍ଲୀରେ ରବିବାର ଅପରାହ୍ନ ୫ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୮ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିଲା…
ଭାରତରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ସ୍ଥିତି ସାମାନ୍ୟ
ନୂଆଦିଲ୍ଲୀ,୧୨।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶରେ ୮୦ ପ୍ରତିଶତ ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ସାମାନ୍ୟ ରହିଛି। ମାତ୍ର ୨୦ ପ୍ରତିଶତ ସଂକ୍ରମିତଙ୍କ କ୍ଷେତ୍ରରେ ଗୁରୁତର ଲକ୍ଷଣ…
Archives


