ଜାତୀୟ

ବାୟୁସେନାକୁ ମିଳିବ ୮୩ ଏଲ୍‌ସିଏ ଯୁଦ୍ଧ ବିମାନ: ଖର୍ଚ୍ଚ ହେବ ୪୭ ହଜାର କୋଟି

ନୂଆଦିଲ୍ଲୀ,୧୮।୫: ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ଏଥିରେ ୮୩ଟି ଏଲ୍‌ସିଏ ଯୁଦ୍ଧ ବିମାନକୁ ସାମିଲ୍‌ କରାଯିବ। ଏଥିପାଇଁ ୪୭ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ଏସମ୍ପର୍କରେ ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭାଦୋରିଆ ସୋମବାର ସୂଚନା ଦେଇଛନ୍ତି। ମେ ଶେଷ ସୁଦ୍ଧା…

କଶ୍ମୀରରେ ୫ ଡାକ୍ତର କରୋନା ପଜିଟିଭ

ଶ୍ରୀନଗର,୧୮।୫: ଜମ୍ମୁ-କଶ୍ମୀରରେ ୫ ଜଣ ଡାକ୍ତର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୪ ଜଣ ଜଣେ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା କହିଛନ୍ତି ହେଡ୍‌ ଅଫ୍‌ ଚିଫ୍‌ ଡିଜିଜ ହସ୍ପିଟାଲର ଡାକ୍ତର ନଭିଦ ଶାହା । ତେବେ ଏମାନେ…

୯୨ ସ୍ବାସ୍ଥ୍ୟକର୍ମୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଗତ ୨ ମାସ ମଧ୍ୟରେ ୯୨ଜଣ ସ୍ବାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ନିକଟରେ ଅସ୍ଥିଶଲ୍ୟ ବିଭାଗର ଜଣେ ଫ୍ୟାକଲ୍ଟି କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କ ସଂସ୍ପର୍ଶରେ…

ମହାରାଷ୍ଟ୍ରରେ ୧୨୭୩ ପୋଲିସ କରୋନା ପଜିଟିଭ୍‌

ମୁମ୍ବାଇ,୧୮।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ଲଢ଼େଇରେ ଆଗଧାଡ଼ିରେ ଥିବା…

ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଲେ ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୧୮।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୋମବାର ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଇଛନ୍ତି। ରାଜ୍ୟ ବିଧାନସଭାର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଏକ ଉତ୍ସବରେ ଉଦ୍ଧବ ଶଥ ପାଠ କରିଛନ୍ତି। ଉଦ୍ଧବଙ୍କ ସହିତ ମହାରାଷ୍ଟ୍ର ବିକାଶ ଅଘାଡ଼ି(ଏମ୍‌ଭିଏ)ର ଅନ୍ୟ ୮…

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହେବାରୁ ସିବିଏସ୍‌ଇ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଅଧାରେ ଅଟକି ରହିଥିଲା। ଅବଶିଷ୍ଟ ପରୀକ୍ଷାଗୁଡ଼ିକ ପାଇଁ ସୂଚୀ ତାଲିକା ସୋମବାର ପ୍ରକାଶ ପାଇଛି। ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ବୋର୍ଡ…

ଲକ୍‌ଡାଉନ ୪.୦: କର୍ନାଟକରେ ଖୋଲା ରହିବ ସବୁ ଦୋକାନ

ବେଙ୍ଗାଲୁରୁ,୧୮।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ସୋମବାରଠାରୁ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହି ସମୟରେ ନିୟମରେ କିଛିଟା କୋହଳ କରାଯାଇଥିବା ବେଳେ ଏଥିରେ ପରିବର୍ତ୍ତନ କରିବାର ଅଧିକାର ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ଦେଇଛନ୍ତି। ତେବେ ସୋମବାରଠାରୁ କର୍ନାଟକରେ…

‘ଅମ୍ଫନ’ ମୁକାବିଲା ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖାପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେଇସାରିଛି। ଏହାର ମୁକାବିଲା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଉଚ୍ଚ ସ୍ତରୀୟ ବୈଠକ ଡକାଇଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରଣାଳୟ ଓ ନ୍ୟାଶନାଲ…

ପୋଲିସ-ପ୍ରବାସୀ ଶ୍ରମିକ ମୁହାଁମୁହିଁ

ଅହମଦାବାଦ,୧୮।୫: ଥମୁନି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା। ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟରେ ପହଞ୍ଚିଥିବା ବେଳେ ଏବେବି ଆହୁରି ଅନେକ ବାହାର ରାଜ୍ୟରେ ରହିଯାଇଥିବା ବେଳେ ସେମାନେ ନିଜ ରାଜ୍ୟକୁ ଫେରିବାକୁ ବ୍ୟସ୍ତ ହୋଇ ପଡିଲେଣି। ସୋମବାର ଗୁଜରାଟ…

୨୧୧ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆତ୍ମନିର୍ଭର ଭାରତ ଗୀତକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଦେଶର ଅର୍ଥ ବ୍ୟବସ୍ଥା ଖରାପ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥ ବ୍ୟବସ୍ଥାକୁ ସୁଧାରିବା ପାଇଁ ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି ଆହ୍ବାନ ଦେଇଛନ୍ତି।…

ମେ’ ୩୧ରେ ‘ମନ କି ବାତ’ କାର୍ଯ୍ୟକ୍ରମରେ କଥା ହେବେ ମୋଦି: ଟୁଇଟ କରି ମାଗିଲେ ଜନତାଙ୍କ ମତ

ନୂଆଦିଲ୍ଲୀ,୧୮।୫: ଦେଶରେ ଲାଗି ରହିଥିବା କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩୧ ତାରିଖରେ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସୋମବାର ମୋଦି ଏ ସମ୍ପର୍କରେ ଟୁଇଟ କରିବା…

କରୋନା ସଙ୍କଟ: ୪୦,୦୦୦ କଏଦୀଙ୍କୁ ମିଳିଛି ଅସ୍ଥାୟୀ ଜାମିନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ଦେଶର ବିଭିନ୍ନ ଜେଲରେ ରହିଥିବା କଏଦୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?