ଜାତୀୟ

ଆସିଲା ନଓ୍ବାଜୁଦ୍ଦିନଙ୍କ କରୋନା ଟେଷ୍ଟ ରିପୋର୍ଟ

ଲକ୍ଷ୍ନୌ,୧୮।୫: ବଲିଉଡ୍‌ ଅଭିନେତା ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ନିକଟରେ ୧୪ ଦିନଆ ହୋମ କ୍ୱାରାଣ୍ଟାଇନରେ ଥିବା ଏହି ଅଭିନେତାଙ୍କ କରୋନା ଟେଷ୍ଟ ରିପୋର୍ଟ ୪ ଦିନ ଭିତରେ ଆସି ଯାଇଛି ଓ ଏହା ନେଗେଟିଭ ରହିଛି।…

ରେକର୍ଡ କଲା ଭାରତ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୪୨ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଗୋଟିଏ ଦିନରେ ଦେଶରେ ଯେଉଁ ପରିମାଣରେ କରୋନା ପଜିଟିଭ ଚିହ୍ନଟ କରାଯାଇଛି ଏହା ଏପର୍ଯ୍ୟନ୍ତ ଚିହ୍ନଟର ରେକର୍ଡକୁ ଭାଙ୍ଗି ଦେଇିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୪୨…

ଦିଲ୍ଲୀରୁ ଫେରିଗଲେଣି ୬୦% ଦେହଜୀବୀ

ନୂଆଦିଲ୍ଲୀ,୧୮ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଜୀବିକା ହରାଇ ଦିଲ୍ଲୀର ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଯୌନକର୍ମୀ ସେମାନଙ୍କ ରାଜ୍ୟକୁ ଫେରିଗଲେଣି। କରୋନା ସଂକ୍ରମଣ ଭୟରେ ଗ୍ରାହକ ଆସୁ ନ ଥିବାରୁ ଦେହଜୀବୀଙ୍କ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଥିବା ଏକ ଫୋରମ୍‌ ପକ୍ଷରୁ କୁହାଯାଇଛି। ଦିଲ୍ଲୀରେ…

‘ଭୁଆଁ ବୁଲାଉଛି କେନ୍ଦ୍ର’

ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍‌ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍‌ ଘୋଷଣା କରିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କ୍ରମାଗତ ୫ ଦିନ ଧରି…

ଲକ୍‌ଡାଉନ୍‌ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮ା୫(ଆଇଏଏନ୍‌ଏସ୍‌): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କଲେ ସମ୍ପୃକ୍ତ…

ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ ନେଇଛି। ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର ଖେପୁରାଠାରୁ…

କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ ବିଦେଶୀ ବଜାରରେ ଲିଷ୍ଟିଂ କରାଇବା ଏବଂ ଇଜ ଅଫ୍‌ ଡୁଇଁ ବିଜ୍‌ନେସକୁ ପ୍ରୋତ୍ସାହିତ କରିବା…

ଘରୋଇ ହାତକୁ ଯିବ ଅଣ ଷ୍ଟ୍ରାଟେଜିକ୍‌ ପିଏସ୍‌ୟୁ

ନୂଆଦିଲ୍ଲୀ,୧୮।୫:ସରକାର ବିଭିନ୍ନ କ୍ଷେତ୍ରରେ ଘରୋଇକରଣକୁ ବର୍ତ୍ତମାନ ଗୁରୁତ୍ୱ ଦେଉଛନ୍ତି। ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକର ସଂଜ୍ଞା ନିରୂପଣ କରିବା ଲାଗି ନୂଆ ପବ୍ଲିକ ଏଣ୍ଟରପ୍ରାଇଜ ନୀତି ଆଣିବେ। ନୂଆ ନୀତି କାର୍ଯ୍ୟକ୍ଷମ ହେଲେ ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକରେ ୪ରୁ ଅଧିକ ରାଷ୍ଟ୍ରାୟତ୍ତ କମ୍ପାନୀ କାମ କରିପାରିବେ…

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ ଋଣ କରିବାକୁ ସକ୍ଷମ ହୋଇପାରିବେ। ଏହାଦ୍ୱାରା ରାଜ୍ୟଗୁଡିକୁ ୪.୨୮ ଲକ୍ଷ କୋଟି ଟଙ୍କାର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏହାଦ୍ୱାରା ୩୦୦ କୋଟି ମାନବ କାର୍ଯ୍ୟଦିବସ ସୃଷ୍ଟି କରାଯାଇପାରିବ। ଘରକୁ ଫେରିଥିବା…

ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା ଅଧିକ ଅର୍ଥ ବିନିଯୋଗ ହେବ। ଅଧିକ ହେଲ୍‌ଥ ଏବଂ ଓ୍ବେଲ୍‌ନେସ ସେଣ୍ଟର ସ୍ଥାପନକୁ…

ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ

ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?