ଜାତୀୟ

ଲକ୍‌ଡାଉନ ସମୟରେ ଜନ୍ମଦିନ ପାଳି ଅଡୁଆରେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୧।୪: କର୍ନାଟକ ତୁରୁଭେକେରେର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଏମ୍‌. ଜୟନାରାୟଣ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଜନ୍ମଦିନ ପାଳି ବିବାଦ ଘେରକୁ ଚାଲି ଆସିଛନ୍ତି। ଶୁକ୍ରବାର ସେ ତାଙ୍କ ଜନ୍ମଦିନ ପାଳିଥିବା ବେଳେ କୋଭିଡ-୧୯କୁ ନେଇ ଜାରି କରାଯାଇଥିବା ନିୟମକୁ…

ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ନିର୍ଦ୍ଦେଶ ଦେଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ସମସ୍ତ ରାଜ୍ୟକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି।…

ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ସଂକ୍ରମଣ ଧିରେ ଧିରେ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏହାର ଅବଧି ଏପ୍ରିଲ ୧୪କୁ ଶେଷ ହେଉଛି।…

ଭାରତର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ !

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ଦେଶର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ ରହିଛନ୍ତି। ସେସବୁ ରାଜ୍ୟଗୁଡ଼ିକ ହେଉଛନ୍ତି ମହାରାଷ୍ଟ୍ର, ଦିଲ୍ଲୀ, ତାମିଲନାଡୁ, ତେଲେଙ୍ଗାନା ଏବଂ ରାଜସ୍ଥାନ। ମହାରାଷ୍ଟ୍ରରେ ଏପ୍ରିଲ୍‌ ୧୦ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା…

ନିୟମ ମାନିଲେ ମୋଦି: ମାସ୍କ ପିନ୍ଧି କଲେ ଭିଡିଓ କନଫରେନ୍ସିଂ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ଦୂରେଇବାକୁ ହେଲେ କେତେ ଗୁଡିଏ ନିୟମ ପାଳନ କରିବାକୁ କୁହାଯାଉଛି। ଯେମିତିକି ବାରମ୍ବାର ସାବୁନରେ ହାତ ଧୋଇବା, ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବା ଇତ୍ୟାଦି। ଏହାକୁ ଏବେ ପାଳନ କରିଛନ୍ତି ଖୋଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…

ଗାଜିଆବାଦରେ ସରକାରୀ ଡାକ୍ତର କରୋନାରେ ସଂକ୍ରମିତ

ଗାଜିଆବାଦ,୧୧।୪:ଦେଶରେ ମହାମାରୀ କରୋନା ଭାଇରସ୍‌ ବେଲଗାମ୍‌ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଏହା କବଳରୁ ଡାକ୍ତର ମଧ୍ୟ ବର୍ତ୍ତି ପାରୁନାହାନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଯୋଦ୍ଧା କୁହାଯାଉଥିବା…

ଖୁସି ଖବର: ମହାରାଷ୍ଟ୍ରର କିଛି ଜିଲା ହେଲା କରୋନା ମୁକ୍ତ

ମୁମ୍ବାଇ,୧୧।୪: ମହାରାଷ୍ଟ୍ର ଏବେ କରୋନା ସଂକ୍ରମଣରେ ସବୁଠାରୁ ଆଗରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଛି। ହେଲେ ଖୁସିର କଥା ହେଉଛି ଏଠାକାର ପ୍ରାୟ ୯ ଜିଲାରେ ଜଣେ ହେଲେ କରୋନା ସଂକ୍ରମିତ ନ ଥିବା କହିଛି…

ଦିଲ୍ଲୀରୁ ମିଳିଲା ଖୁସି ଖବର: କରୋନା ମୁକ୍ତ ହେଲା ହଟସ୍ପଟ୍‌ ଦିଲ୍‌ଶାଦ୍‌ ଗାର୍ଡେନ

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଇତିମଧ୍ୟରେ ୭ ହଜାର ୬୦୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଦିଲ୍ଲୀର କରୋନା ହଟସ୍ପଟ୍‌ ପାଲଟି ଥିବା ଦିଲ୍‌ଶାଦ୍‌ ଗାର୍ଡେନ୍‌ର…

ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୧।୪: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ନେଇ ଅନେକେ ଚିନ୍ତା ପ୍ରକଟ କରିଛନ୍ତି। କେବଳ ସେତିକି ନୁହେଁ ୨୪ ଘଣ୍ଟାରେ…

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଗାୟିକା ଶାନ୍ତି ହୀରାନନ୍ଦଙ୍କ ପରଲୋକ

ନୂଆଦିଲ୍ଲୀ,୧୧ା୪(ପି.ଟି): ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଖ୍ୟାତ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶାନ୍ତି ହୀରାନନ୍ଦ ଚାଓ୍ବଲାଙ୍କର ଶୁକ୍ରବାର ସକାଳେ ଗୁରୁଗ୍ରାମ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ ରବିବାରଠାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲାବେଳେ ଗୁରୁବାର ରାତିରେ…

କନ୍ଦାଉଛି କରୋନା

ନୂଆଦିଲ୍ଲୀ,୧୧ା୪: ଦିନକୁ ଦିନ ଭାରତରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ମୃତ୍ୟୁସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୭,୩୪୭ରେ ପହଞ୍ଚିଛି। ଯଦିଓ ୬୯୭ ରୋଗୀ ସୁସ୍ଥହୋଇ ଘରକୁ ଫେରିଛନ୍ତି, ତଥାପି ଗୋଟିଏ…

‘ଭାରତରେ ନାହିଁ ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୧ା୪: ବିଭିନ୍ନ ଦେଶରେ କରୋନା ଭୂତାଣୁ ସଂକ୍ରମଣ ସମ୍ପର୍କିତ ‘ସ୍ଥିତି ରିପୋର୍ଟ’ରେ ତ୍ରୁଟି ଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକାର କରିଛି। ପୂର୍ବରୁ ପ୍ରକାଶିତ ଏହି ରିପୋର୍ଟରେ ଭାରତରେ କରୋନା ଗୋଷ୍ଠୀ ସଂକ୍ରମଣର ରୂପ ନେଇଥିବା ପ୍ରକାଶ ପାଇଥିଲା। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri