ସିଏଏ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର
ଥିରୁଭାନନ୍ତପୁରମ୍,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ କେରଳ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିଛି। ପୂର୍ବରୁ ରାଜ୍ୟରେ ସିଏଏ ଲାଗୁ ନ କରିବା ପାଇଁ ଏକ ପ୍ରସ୍ତାବକୁ ବିଧାନସଭାରେ ପାସ୍ କରିସାରିଛି। ଏବେ ଏହା ବିରୋଧରେ କେରଳ ସରକାର ସୁପ୍ରିମକୋର୍ଟ ଯାଇଥିବା…
ସର୍ଜିକାଲ ଷ୍ଟ୍ରାଇକ୍ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର
ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍ ହେବାରେ ଲାଗିଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନରେ କରାଯାଇଥିବା ସର୍ଜିକାଲ ଷ୍ଟ୍ରାଇକ୍ ଏବଂ ଜମ୍ମୁ-କଶ୍ମୀରରେ…
ଉତ୍ତର ପ୍ରଦେଶରେ ଜିଏସ୍ଟି ଫ୍ରି ହେଲା ‘ତାନାଜୀ’
ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍ଟି ଫ୍ରି ଘୋଷଣା କରିଛନ୍ତି। ନିକଟରେ କଂଗ୍ରେସ ଶାସିତ କିଛି ରାଜ୍ୟ ବଲିଉଡ୍ ନାୟିକା ଦୀପିକା ପାଦୁକୋନଙ୍କ…
ମୁଜଫରପୁର ଶେଲ୍ଟର ହୋମ୍ ମାମଲା: ୨୦ ଜାନୁୟାରୀକୁ ଘୁଞ୍ଚିଲା ଶୁଣାଣି
ନୂଆଦିଲ୍ଲୀ,୧୪।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ମୁଜଫରପୁର ଶେଲ୍ଟର ହୋମ୍ ବଳାତ୍କାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ଏହି ମାମଲାର ଶୁଣାଣି କରିବାକୁ କୋର୍ଟ କହିଛନ୍ତି। ନିକଟରେ ଏହି ମାମଲାର ଶୁଣାଣି ତାରିଖକୁ ଘୁଞ୍ଚାଇ ୧୪ ଜାନୁୟାରୀ…
ଭାଜପା ଏମ୍ପି ପ୍ରଜ୍ଞା ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି
ଭୋପାଳ,୧୪।୧: ମଧ୍ୟପ୍ରଦେଶ ଭୋପାଳର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ପ୍ରଜ୍ଞା ସିଂ ଠାକୁରଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିବା ଜଣାପଡିଛି। ଏହା ଉର୍ଦ୍ଦୁରେ ଲେଖାଯାଇଥିବା ବେଳେ ଏଥିରେ କିଛି କେମିକାଲ ପାଉଡ଼ର ଥିବା ପ୍ରଜ୍ଞା ପ୍ରକାଶ କରିଛନ୍ତି। ଏହାକୁ ପାଇବା ପରେ…
ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି
ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା ୩୦ ମିନିଟ୍ରେ କରାଯିବ। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ।…
ଶ୍ରେଣୀ ବର୍ଜନ କଲେ ଜେଏନ୍ୟୁ ଶିକ୍ଷକ, ଛାତ୍ର
ନୂଆଦିଲ୍ଲୀ,୧୪ା୧(ପି.ଟି.)-ଜେଏନ୍ୟୁରେ ସୋମବାରଠାରୁ ପାଠପଢ଼ା ଆରମ୍ଭ ହେବାକୁ ଥିବାବେଳେ ଛାତ୍ରୀଛାତ୍ର ଓ ଶିକ୍ଷକମାନେ ମିଳିତ ଭାବେ ଏହାକୁ ବର୍ଜନ କରିଛନ୍ତି। ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ର ଶ୍ରେଣୀ ବର୍ଜନ କରିବା ଲାଗି ନିଷ୍ପତ୍ତି ନେଇଥିଲେ। ସମୟ ସାରଣୀ ପ୍ରସ୍ତୁତ ପାଇଁ କୁଳପତି ବିଭିନ୍ନ…
ରତନ ଟାଟାଙ୍କ ବିରୋଧରେ ମାମଲା ପ୍ରତ୍ୟାହୃତ
ନୂଆଦିଲ୍ଲୀ,୧୪ା୧(ପି.ଟି.): ଟାଟା ଗ୍ରୁପ୍ର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା ଓ ଅନ୍ୟମାନଙ୍କ ବିରୋଧରେ ବମ୍ବେ ଡାଇଙ୍ଗ୍ ଅଧ୍ୟକ୍ଷ ନୁସ୍ଲି ଓ୍ବାଡିଆ ଦାଏର କରିଥିବା ସମସ୍ତ ମାନହାନି ମାମଲା ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ଓ୍ବାଡିଆଙ୍କ ମର୍ଯ୍ୟାଦା ହାନି କରିବାର କୌଣସି ଉଦ୍ଦେଶ୍ୟ ଟାଟା…
ଏଏପିରେ ମିଶିଲେ ୨ କଂଗ୍ରେସ ନେତା
ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍ ସିଂ ନେତାଜୀ ଓ ବିନୟ ମିଶ୍ର ଦଳରେ ସାମିଲ ହୋଇଛନ୍ତି। ବିନୟ ପୂର୍ବତନ କଂଗ୍ରେସ ଏମ୍ପି ମହାବଳ…
ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: ମମତା କହିଲେ ପଶ୍ଚିମବଙ୍ଗ ୟୁପି ନୁହେଁ
କୋଲକାତା,୧୪ା୧(ପି.ଟି.): ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ଗୁଳି କରାଯିବ ବୋଲି ମନ୍ତବ୍ୟ ଦେଇ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ ବିବାଦ ଘେରକୁ ଆସିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧକରି କେନ୍ଦ୍ର ସରକାର ଘୋଷଙ୍କୁ ଗୁଳି କରନ୍ତୁ…
ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ
ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ ମାମଲାରେ ଫାଶୀ ପାଇଥିବା ଅଫଜଲ ଗୁରୁଙ୍କ ସହ ଏହି ଡିଏସ୍ପିଙ୍କ ସମ୍ପର୍କ ଥିଲା…
ସୁପ୍ରିମକୋର୍ଟରେ ପୋଲାଭରମ୍ ଶୁଣାଣି ଆଜି
ନୂଆଦିଲ୍ଲୀ,୧୪ା୧: ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର କରାଯିବ। ଜଷ୍ଟିସ ଏନ୍.ଭି. ରମାନା, ଜଷ୍ଟିସ ସଞ୍ଜୀବ ଖାନ୍ନା ଓ…
Archives


