ଜାତୀୟ

ଶିଶୁଦିବସ ଉପଲକ୍ଷେ ସ୍ବତନ୍ତ୍ର ଡୁଡୁଲ କଲା ଗୁଗୁଲ

ନୂଆଦିଲ୍ଲୀ,୧୪।୧୧:ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମଦିବସ। ଏହି ଦିନଟିକୁ ସାରା ଦେଶରେ ଶିଶୁଦିବସ ଭାବେ ପାଳନ କରାଯାଏ। ୧୮୮୯ ନଭେମ୍ବର ୧୪ରେ ନେହେରୁ ଆହ୍ଲାବାଦରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପିଲାଙ୍କୁ ସେ ଅତ୍ୟନ୍ତ ଭଲ ପାଉଥିଲେ।...

ଜଳବାୟୁ ପରିବର୍ତ୍ତନ ଭାରତୀୟ ଶିଶୁଙ୍କୁ ଅଧିକ ପ୍ରଭାବିତ କରିବ: ରିପୋର୍ଟ

ନୂଆଦିଲ୍ଲୀ,୧୪।୧୧: ଜଳବାୟୁ ପରିବର୍ତ୍ତନ ଆଗାମୀ ଦିନରେ ଭାରତୀୟ ଶିଶୁଙ୍କୁ ଅଧିକ ପ୍ରଭାବିତ କରିବ। ଏନେଇ ଲାନସେଟ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ସମ୍ପ୍ରତି ଭାରତୀୟ ଶିଶୁଙ୍କ ଉପରେ କୁପୋଷଣ, ଅତ୍ୟଧି ଉତ୍ତାପ ଏବଂ ବାୟୁ ପ୍ରଦୂଷଣର ପ୍ରଭାବ ଅଧିକ...

ଅଶ୍ୱଚାଳନାରେ ସ୍ବର୍ଣ୍ଣପଦକ ଜିତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବୋହୂ

ନୂଆଦିଲ୍ଲୀ, ୧୪।୧୧: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡ୍ଡାଙ୍କ ବୋହୂ ତଥା ପୂର୍ବତନ ଏମ୍‌ପି ଦିପେନ୍ଦ୍ର ହୁଡ୍ଡାଙ୍କ ସ୍ତ୍ରୀ ଶ୍ୱେତା ଇତିହାସ ରଚିଛନ୍ତି। ସେ ବିଶ୍ୱ ଅଶ୍ୱଚାଳନା ଚାମ୍ପିଅନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରଥମ ମହିଳା ଭାରତୀୟ ଭାବେ...

କେବେ ପାଳନ କରାଯାଇଥିଲା ଶିଶୁ ଦିବସ

ନୂଆଦିଲ୍ଲୀ,୧୪।୧୧: ସାରା ଦେଶରେ ନଭେମ୍ବର ୧୪ ଗୁରୁବାର ପାଳନ କରଯାଉଛି ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଦିବସକୁ ଶିଶୁ ଦିବସ ଭାବେ ପାଳନ କରାଯାଇଥାଏ। ଏହାକୁ ନେଇ ଗୁଗୁଲ ଏକ ଡୁଡଲ ମଧ୍ୟ...

ଭାଜପାରେ ହୋଇପାରେ ବିଦ୍ରୋହ

ବେଙ୍ଗାଲୁରୁ,୧୪ା୧୧(ପି.ଟି.): ଅଯୋଗ୍ୟ ଘୋଷିତ ୧୭ ବିଧାୟକଙ୍କ ମଧ୍ୟରୁ କେତେଜଣଙ୍କୁ କର୍ନାଟକ ବିଧାନସଭା ଉପନିର୍ବାଚନରେ ଭାଜପା ଟିକେଟ ଦେବ ବୋଲି କୁହାଯାଉଛି। ଏହା ଜଣାପଡିବା ପରେ ଭାଜପାରେ ବିଦ୍ରୋହ ସୃଷ୍ଟି ହୋଇପାରେ ବୋଲି ସୂଚନା ମିଳିଲାଣି। ଉପନିର୍ବାଚନରେ ଟିକେଟ ନ ମିଳିଲେ...

‘ମନ୍ଦିର ଲାଗି ନୂଆ ଟ୍ରଷ୍ଟର ଆବଶ୍ୟକତା ନାହିଁ’

ଅଯୋଧ୍ୟା, ୧୪ା୧୧ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ସରକାର ନୂଆ ଟ୍ରଷ୍ଟ ଗଠନ କରିବାର ଆବଶ୍ୟକତା ନାହିଁ ବୋଲି ରାମ ଜନ୍ମଭୂମି ନ୍ୟାସ ମୁଖ୍ୟ ମହନ୍ତ ନୃତ୍ୟଗୋପାଳ ଦାଶ ବୁଧବାର ପ୍ରକାଶ କରିଛନ୍ତି। ବିଶ୍ୱହିନ୍ଦୁ ପରିଷଦ ଦ୍ୱାରା ପରିଚାଳିତ...

ପୋଲିସ-ଭାଜପା କର୍ମୀ ସଂଘର୍ଷ

କୋଲକାତା,୧୩ା୧୧(ପି.ଟି.): ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ ଡେଙ୍ଗୁ ମୃତ୍ୟୁକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବୁଧବାର ବିକ୍ଷୋଭ ଚାଲିଥିଲାବେଳେ ଏହା ହିଂସାତ୍ମକ ରୂପ ନେଇଛି। ଭାଜପା ଯୁବମୋର୍ଚ୍ଚା କର୍ମୀମାନେ ସେଣ୍ଟ୍ରାଲ ଆଭେନ୍ୟୁରୁ ଶୋଭାଯାତ୍ରାରେ ବାହାରି କୋଲକାତା ମ୍ୟୁନିସିପାଲ କର୍ପୋରେଶନ ମୁଖ୍ୟାଳୟକୁ ଘେରାଉ...

ଚାନ୍ଦା ନ ଦେବାରୁ ପିଟି ହତ୍ୟା

କଟିହାର,୧୪ା୧୧(ପି.ଟି.): ପଶ୍ଚିମବଙ୍ଗର ଏକ ହାଟକୁ ଗୋରୁ ବିକିବା ପାଇଁ ନେଉଥିବା ଜଣେ ବ୍ୟକ୍ତିଙ୍କୁ ବିହାରର କଟିହାର ଜିଲାରେ କିଛି ଦୁର୍ବୃତ୍ତ ପିଟିପିଟି ମାରିଦେଇଛନ୍ତି। ସୋମବାର ସନ୍ଧ୍ୟାରେ ଏହି ଘଟଣା ଘଟିଛି। ମୃତକଙ୍କ ନାଁ ମହମ୍ମଦ ଜମାଲ ବୋଲି ଜଣାପଡିଛି। ପୋଲିସ...

ଶିବସେନା ଦାବି ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ/ମୁମ୍ବାଇ,୧୪ା୧୧(ପି.ଟି.): ୫୦:୫୦ ସୂତ୍ରରେ ମୁଖ୍ୟମନ୍ତ୍ରୀ ପଦବୀ ଭାଗବଣ୍ଟା ସମେତ ଶିବସେନାର ଅନ୍ୟ ଦାବିଗୁଡ଼ିକ ଗ୍ରହଣଯୋଗ୍ୟ ନୁହେଁ। ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହେବା ପରେ ରାଜନୈତିକ ସଙ୍କଟକୁ ନେଇ ବୁଧବାର ପ୍ରଥମଥର ପାଇଁ ମୁହଁ ଖୋଲି ଏପରି ସ୍ପଷ୍ଟବାଣୀ ଶୁଣାଇଛନ୍ତି...

ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ ଥର…

ଛତୁରେ ବହୁ ମାତ୍ରାରେ ପୋଷକତ୍ବ ରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ଛତୁ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ସପ୍ତାହରେ ୨ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ ମେଦବହୁଳତା ହେବା ଆଶଙ୍କା ଦୂର ହୋଇଥାଏ...

ଲଙ୍ଗର ପାଇଁ ରୁଟି ତିଆରି କଲେ ବ୍ରିଟେନ ରାଜକୁମାର

ନୂଆଦିଲ୍ଲୀ,୧୩।୧୧: ବ୍ରିଟେନ ରାଜକୁମାର ପ୍ରିନ୍ସ ଚାଲର୍‌ସ ୩ଦିନିଆ ଗସ୍ତରେ ଭାରତକୁ ଆସିଛନ୍ତି। ବୁଧବାର ପ୍ରଥମେ ଦିଲ୍ଲୀସ୍ଥିତ ଗୁରୁଦ୍ୱାରା ବାଂଲା ସାହିବରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଚାଲର୍‌ସ ଗୁରୁଦ୍ୱାରା ଦର୍ଶନ କରିବା ପରେ ଲଙ୍ଗର ପାଇଁ କରାଯାଇଥିବା...

ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣ: ସ୍ଥାନୀୟ ଦୋକାନୀ ମୃତ

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲା ଅବନ୍ତିପୁରା ଅଞ୍ଚଳର ଜଣେ ସ୍ଥାନୀୟ ଦୋକାନୀଙ୍କୁ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସନ୍ଧ୍ୟାରେ କିଛି ଆତଙ୍କବାଦୀ ଦୋକାନୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri